Browsing Tag

#metro tv

ଗୃହକୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି ବାଚସ୍ପତି

ଗତକାଲି ଭଳି ଆଜି ବି ବିଧାନସଭାରେ ସମାନ ସ୍ଥିତି ଦେଖିବାକୁ ମିଳିଛି। ପ୍ରଶ୍ନକାଳ ଆରମ୍ଭ ହେଲା ମାତ୍ରେ କଂଗ୍ରେସ ସଭ୍ୟମାନେ ଗୃହ ମଧ୍ୟ ଭାଗକୁ ମାଡ଼ି ଯାଇଥିଲେ। ଘଣ୍ଟ ଓ ବଂଶୀ ବଜାଇବା ଆରମ୍ଭ କରିଥିଲେ। ଏହାପରେ ବାଚସ୍ପତି ସେମାନଙ୍କୁ ନିଜ ସ୍ଥାନକୁ ଯିବା ଲାଗି ନିବେଦନ କରିଥିଲେ। ହେଲେ…

ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି। ୨ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ନୂଆଦିଲ୍ଲୀ ଫେରି ଯାଇଛନ୍ତି। ସକାଳ ୯ଟା ସମୟରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

 ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ମଙ୍ଗଳ ଆଳତୀ ପରେ ମଇଲମ ଚାଲିଥିବା ଅବସ୍ଥାରେ ପାଳିଆ ସେବକ ଛୁଇଁ ଦେବାରୁ ହେଲା ମହାସ୍ନାନ । ମହାସ୍ନାନ ନୀତି ପାଇଁ ସର୍ବସାଧାରଣଙ୍କ ଦର୍ଶନ ଓ ନୀତି ବନ୍ଦ। ପାଣି ପଡି ଧୁଆଧୋଇ ହେବାପରେ ମହାପ୍ରଭୁଙ୍କ ପରବର୍ତ୍ତୀ ନୀତି ଓ ଦର୍ଶନ ବ୍ୟବସ୍ଥା…

ବାପା ହେଲେ କେ.ଏଲ୍‌ ରାହୁଲ

ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ ସୂଚନା ଦେଇଛନ୍ତି। ଏହି କାରଣରୁ ରାହୁଲ ଦିଲ୍ଲୀ…

ବ୍ଲଡ୍ ପ୍ରସରେ ଦ୍ରୁତଗତିରେ ହ୍ରାସ ପାଇଲେ ଅର୍ଥୋଷ୍ଟାଟିକ୍ ହାଇପୋଟେନ୍ସନ୍ ହୁଏ

କେବେ ବସିଥିବା ସ୍ଥାନରୁ ହଠାତ୍ ଉଠିପଡ଼ିବା ବେଳେ ମୁଣ୍ଡ ଘୂରାଇ ଦେଇ ଅନ୍ଧାରିଆ ଦେଖାଯିବାର ଅନୁଭବ କରିଛନ୍ତି କି?ଯଦି ହଁ, ତେବେ ଏ ରିପୋର୍ଟ ଆବଶ୍ୟକୀୟ ହୋଇପାରେ। କାରଣ ବର୍ତ୍ତମାନ ସମୟରେ ପ୍ରାୟ ଲୋକ ଏପରି ସଙ୍କେତ ଅନୁଭବ କରୁଛନ୍ତି। ତେବେ ଏହାର କାରଣ କଣ ହୋଇପାରେ, କାହିଁକି ବସିବା…

କମିଲା କାଳବୈଶାଖୀ ପ୍ରକୋପ, ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା

କମିଲା କାଳବୈଶାଖୀ ପ୍ରକୋପ। ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା। ପୁଣିଥରେ ତାତି କରିବ କଲବଲ । ଆସନ୍ତା ତିନିଦିନ ଭିତରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୂଚନା ଅନୁସାରେ, ରାଜ୍ୟରେ…

ଆଇପିଏଲର 5ମ ମ୍ୟାଚ : ଆଜି ଗୁଜୁରାଟ – ପଞ୍ଜାବ ଲଢେଇ

ଚଳିତ ଆଇପିଏଲ୍‌ର ୫ମ ମ୍ୟାଚ୍‌ରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ଗୁଜରାଟ ଟାଇଟାନ୍ସ ଓ ପଞ୍ଜାବ କିଙ୍ଗ୍‌ସ। ଆଜି ଉଭୟ ଦଳ ସେମାନଙ୍କ ପ୍ରଥମ ମ୍ୟାଚ୍‌ ଖେଳିବେ। ୨୦୨୨ରେ ଆଇପିଏଲ୍‌ ପଦାର୍ପଣ କରି ଗୁଜରାଟ ଚମ୍ପିଆନ୍‌ ହୋଇଥିଲା। ପରବର୍ଷ ଏହା ଉପବିଜେତା ହୋଇଥିଲା। ହେଲେ ଗତବର୍ଷ ଗୁଜରାଟ…

ଆର୍‌ଏସ୍‌ଏସ୍‌ର ଶିକ୍ଷା ଦେଶକୁ ଧ୍ୱଂସ କରିଦେବ କହିଲେ ରାହୁଲ ଗାନ୍ଧୀ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯଦି ଶିକ୍ଷା ବ୍ୟବସ୍ଥାକୁ ପୂର୍ଣ୍ଣ ନିୟନ୍ତ୍ରଣକୁ ନିଏ ତେବେ ଦେଶ ଧ୍ୱଂସ ହୋଇଯିବ ବୋଲି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର କହିଛନ୍ତି। ଇଣ୍ଡିଆ ବ୍ଲକ୍‌ର ଦଳଗୁଡ଼ିକ ମଧ୍ୟରେ ନିଜସ୍ବ ବିଚାରଧାରା ଏବଂ ନୀତିକୁ ନେଇ ସାମାନ୍ୟ…

ଜାଣନ୍ତୁ କେମିତି କଟିବ ଆଜିର ଦିନ ?

ମେଷ : ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟାକରି ବିଫଳ ହେବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାର ସୂଚନା ରହିଛି।…

କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ ।  ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି।  କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ଏହାପରେ ବିଶ୍ୱାବସୁଙ୍କ…