Browsing Tag

#metro tv

ଆତ୍ମସମର୍ପଣ କଲେ ୬୪ ମାଓବାଦୀ

ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍‌ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬ ମହିଳା ଥିବା ବେଳେ ୪୮ ପୁରୁଷ ରହିଛନ୍ତି। ଏ ସମସ୍ତ…

ଆଜି ଏମିତି କଟିବ ଆପଣଙ୍କର ଦିନ

ମେଷ : ଭାଗ୍ୟସ୍ଥାନକୁ ମଙ୍ଗଳଙ୍କ ଦୃଷ୍ଟିଜନିତ ପାରିବାରିକ ଜୀବନରେ ସୌହାର୍ଦ୍ଦ୍ୟତା ଲାଭ ସାଙ୍ଗକୁ କାର୍ଯ୍ୟକ୍ଷେତ୍ର ପ୍ରତି ଉତ୍ସହିତ ରହିବେ। ସକାଳ ଯାତ୍ରା, ବ୍ୟବସାୟ ଓ ବନ୍ଧୁମିଳନ ପାଇଁ ଦିନଟି ଭଲ। କିନ୍ତୁ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ସମ୍ଭାବନା ରହିଛି। ଶନି ଦୃଷ୍ଟ ବୃହସ୍ପତି…

ଆଗାମୀ ୩ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ଏବଂ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାର ଆଠଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ଏବଂ ବର୍ଷାର ପୂର୍ବାନୁମାନ କରାଯାଇଛି। କଟକ , ଖୋର୍ଦ୍ଧା ପୁରୀ ଜଗତସିଂହପୁର କେନ୍ଦ୍ରାପଡ଼ା ଯାଜପୁର ବାଲେଶ୍ବର ଏବଂ…

ଭାରତ-ପାକିସ୍ତାନ ଟିମ ଭିତରୁ କେଉଁ ଟିମ ଭଲ,ଜବାବ ରଖିଲେ ମୋଦୀ

ଭାରତ-ପାକିସ୍ତାନ ଟିମ ଭିତରୁ କେଉଁ ଟିମ୍ ଭଲ? ପ୍ରଧାନମନ୍ତ୍ରୀ ମୋଦୀ ଦେଲେ ପଡକାଷ୍ଟରେ ଜବାବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକୀୟ ପଡକାଷ୍ଟର ଲେକ୍ସ ପ୍ରିଡମ୍ୟାନଙ୍କ ସହ କଥାବାର୍ତ୍ତା ହୋଇଛନ୍ତି , ଆଉ ଏହି ପଡକାଷ୍ଟରେ ମୋଦୀ ଭାରତ-ପାକିସ୍ତାନ ଟିମ ଭିତରୁ କେଉଁ ଟିମ ଭଲ, ତାର…

ସବୁଠାରୁ ଉତ୍ତପ୍ତ ସହର ଝାରସୁଗୁଡା

 ମାର୍ଚ୍ଚ ମାସରୁ ଡରାଇଲାଣି ଖରା । ଏବେଠାରୁ ତତଲା ତାଓ୍ୱାରେ ସିଝୁଛି ଓଡିଶା । ଆଜି ରାଜ୍ୟର ଅନେତ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଦିନ ୨ଟା ୩୦ ସୁଦ୍ଧା ସବୁଠାରୁ ଉତ୍ତପ୍ତ ସହର ଝାରସୁଗୁଡା । ଝାରସୁଗୁଡାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧.୮ ଡିଗ୍ରୀ ରହିଥିଲା । ସେହିପରି…

ମୋର ଯୋଗ୍ଯତା ନଥିବାରୁ ପଛରେ ବସିଲେ : ବିଧାୟକ ଜୟନାରାୟଣ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି  ତେରଛା ବାଣ ମାରିଛନ୍ତି। ସେ ମୁହଁ ଖୋଲି ପୁଣି ବିବାଦ ସୃଷ୍ଟି…

ଏଣିକି ଭଏସ କମାଣ୍ଡ ଦେଲେ Instagram ରିଲ ସ୍ବୟଂଚାଳିତ ଭାବରେ ସ୍କ୍ରୋଲ ହେବ

ଏଣିକି ଭଏସ କମାଣ୍ଡ ଦେଲେ Instagram ରିଲ ସ୍ବୟଂଚାଳିତ ଭାବରେ ସ୍କ୍ରୋଲ ହେବ। ଆପଣଙ୍କୁ ଡିସପ୍ଲେକୁ ଛୁଇଁବାକୁ ମଧ୍ୟ ପଡିବ ନାହିଁ। କେବଳ ଗୋଟିଏ ଭଏସରେ କାମ ହୋଇଯିବ। କିନ୍ତୁ ଏହା କିପରି ହେବ? ଏଥିପାଇଁ, ଆପଣଙ୍କୁ ଆପଣଙ୍କ ସ୍ମାର୍ଟଫୋନରେ ଏକ ଛୋଟ ସେଟିଂ କରିବାକୁ ପଡିବ। ଏହା ପରେ, ଆପଣ…

ସଂଗୀତକାର ଏ.ଆର୍‌. ରେହମାନ ହସ୍ପିଟାଲରେ ଭର୍ତ୍ତି

ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ ଥିବା ଏକ ଘରୋଇ…

ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା

ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା କରାଯାଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅବୁ କତାଲ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛି। ଏନେଇ NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା କତାଲ।…

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟରଜଣେ ଆଧୁନିକ…