ଆଜିଠୁ ଆହୁରି ବଢ଼ିବ ବର୍ଷା , ଆସନ୍ତା ୧୨ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା
ଢ଼ାଳୁଛି, ଆହୁରି ଢ଼ାଳିବ । ଆଜିଠୁ ଆହୁରି ବଢ଼ିବ ବର୍ଷା । ଆସନ୍ତା ୧୨ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳନ କରାଯାଉଛି ।…