Browsing Tag

#metro tv

ଆଉ ୨ଦିନ ହେବ ବର୍ଷା

ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ସୋମବାର ମୟୂରଭଞ୍ଜ,…

ଜାଣନ୍ତୁ କଣ ରହିଛି ଆଜିର ରାଶି ଫଳ ?

ମେଷ : ଆଜି ନୀଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ପୁନଶ୍ଚ କର୍ମକ୍ଷେତ୍ରରେ ବିଜାତୀୟ ବ୍ୟକ୍ତିଙ୍କ ପ୍ରତିରୋଧରେ ପ୍ରଗତିର ପଥରୋଧ ଘଟିପାରେ। ଯାତ୍ରା, ବନ୍ଧୁ ମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ସଭାସମିତି, ମାଲିମକଦ୍ଦମା କିମ୍ବା କଳା,ସାହିତ୍ୟ ଏବଂ ରଚନାମତ୍କ…

ଆଜି `ମନ କୀ ବାତ’ରେ ମନର କଥା କହିବେ ମୋଦି

ଆଜି `ମନ କୀ ବାତ'ରେ ମନର କଥା କହିବେ ପିଏମ ମୋଦି। ପୂର୍ବାହ୍ନ ୧୧ଟାରେ ପ୍ରସାରଣ ହେବ କାର୍ଯ୍ୟକ୍ରମର ୧୧୯ ତମ ସଂସ୍କରଣ। ଦେଶର ୧୨ଟି ସ୍ଥାନରୁ ଯୋଡ଼ି ହେବେ ସାଧାରଣ ଜନତା। କାନପୁରରେ ବଡ଼ ଆୟୋଜନ। ଶୁଣିବା ପାଇଁ ପ୍ରଶାସନ ପକ୍ଷରୁ ସୁବ୍ୟବସ୍ଥା। ଦେଶର 12ଟି ସ୍ଥାନରୁ ମନ କୀ ବାତ…

ଫ୍ଲିମ ‘ଛାବା’କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ବକ୍ସ ଅଫିସରେ ନୂଆ ରେକର୍ଡ କରୁଛି ଅଭିନେତା ବିକ୍କି କୌଶଲଙ୍କ ଫିଲ୍ମ ‘Chhava’। ଦର୍ଶକେ ଫିଲ୍ମକୁ ବେଶ ପସନ୍ଦ କରୁଥିବାରୁ ସିନେମାହଲ୍‌ଗୁଡ଼ିକ ହାଉସ୍‌ଫୁଲ ଯାଉଛି। ଏହି କ୍ରମରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଲ୍ମକୁ ପ୍ରଶଂସାରେ ପୋତିଛନ୍ତି। ଏହାକୁ ନେଇ ବିକ୍କି ମୋଦିଙ୍କୁ…

ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ ମୋହନ ମାଝି

ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ଭୟଭୀତ ହୋଇ ବୁଡ଼ ପକାଇବେ। ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ…

ଆଜିର ରାଶିଫଳ

ମେଷ : ଆଜି ପ୍ରତ୍ୟେକ କାମ ସାହାଯ୍ୟ ସହଯୋଗ ମାଧ୍ୟମରେ ସମ୍ପନ୍ନ କରିପାରିବେ। କୃତ୍ତିକା ନକ୍ଷତ୍ର ମନ ଚାହୁଁ ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ଦିଗରେ ବନ୍ଧୁଙ୍କ…

ଭାରତ-ପାକିସ୍ତାନ ମୁକାବିଲା ଆଜି

ଦୁବାଇରେ ହେବ ବିଶ୍ୱ କ୍ରିକେଟର ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ମହାମୁକାବିଲା । ମ୍ୟାଚ ଦେଖିବାକୁ ଭାରତ ସମେତ ବିଶ୍ବର ବିଭିନ୍ନ ଦେଶର କ୍ରିକେଟପ୍ରେମୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ନାହିଁନଥିବା ଉତ୍ସାହ । ଚାମ୍ପିୟନ୍ସ ଟ୍ରଫିର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ରବିବାର…

ପାକିସ୍ତାନରେ ଅଷ୍ଟ୍ରେଲିଆ-ଇଂଲଣ୍ଡ ମ୍ଯାଚ ପୂର୍ବରୁ ବାଜିଲା ଭାରତର ଜାତୀୟ ସଙ୍ଗୀତ

ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଆଜି ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଲାହୋର ଗଦାଫି ଷ୍ଟାଡିୟମରେ ଖେଳ ଚାଲିଥିଲା । ଏହି ମ୍ୟାଚରେ ଇଂଲଣ୍ଡ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା । ଏହି ମ୍ୟାଚରେ ଏମିତି କିଛି ଦେଖିବାକୁ ମିଳିଥିଲା, ଯାହାକୁ ଦେଖି ଫ୍ୟାନ୍ସ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ।ମ୍ୟାଚ…

ମହାକୁମ୍ଭରେ ମହାଶିବରାତ୍ରୀ ବୁଡ଼ ପାଇଁ ଜମିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼

ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ସ୍ନାନ କରିଥିବା ଶ୍ରଦ୍ଧାଳୁଙ୍କ ସଂଖ୍ୟା ୬୦ କୋଟି ପାର ହୋଇଗଲାଣି । ଆଜି ଅପରାହ୍ନ ୧୨ଟା ସୁଦ୍ଧା ୭୧ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ସ୍ନାନ କରିଛନ୍ତି । ମହାକୁମ୍ଭର ଶେଷ ଶାହୀ ସ୍ନାନ ମହାଶିବରାତ୍ରିରେ ରହିଛି । ମହାକୁମ୍ଭରେ ଲଗାତାର ଶ୍ରଦ୍ଧାଳୁଙ୍କ ଭିଡ଼କୁ…

ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

କିଟ୍ ବିଶ୍ୱବିଦ୍ୟାଳୟ ଘଟଣାରେ ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଲେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନେପାଳ…