Browsing Tag

#metro tv

ଆଜିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଛାତ୍ର ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ପରୀକ୍ଷା କୁହାଯାଉଥିବା ମାଟ୍ରିକ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଆଉ କିଛି ସମୟ ପରେ ଆରମ୍ଭ ହେବ ପରୀକ୍ଷା । ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ୟ୍ୟନ୍ତ ଚାଲିବ । ସକାଳ ସାଢ଼େ ୭ଟାରେ ପରୀକ୍ଷା କେନ୍ଦ୍ର…

ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ଚେତାବନୀ

ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନ ହେବନା ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ…

ଆସୁଛି ମହାଶିବରାତ୍ରି , ଜାଣନ୍ତୁ ଏହି ଦିନ ଠାରୁ କେଉଁ କେଉଁ ରାଶି ବିଶେଷ ଭାଗ୍ୟବାନ୍‌ ହେବେ.

ଫେବୃଆରୀ ୨୬ରେ ମହାଦେବଙ୍କୁ ସମର୍ପିତ ମହାଶିବରାତ୍ରୀ ପର୍ବ ପାଳନ କରାଯିବ। ଏହି ପର୍ବ ପ୍ରତ୍ୟେକ ବର୍ଷ ଫାଲଗୁଣ କୃଷ୍ଣ ଚତୁର୍ଦଶୀରେ ପାଳନ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଓ ଜ୍ୟୋତିର୍ବିଦଙ୍କ ମତାନୁସାରେ ଚଳିତ ବର୍ଷର ଶିବରାତ୍ରୀ ଖୁବ୍‌ ଖାସ୍‌। କାରଣ ଏହି ଦିନ ଶ୍ରବଣ ନକ୍ଷତ୍ର ସହ ବିଶେଷ ଯୋଗ…

ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ ମିଳିଛି । ଇମେଲ ଜରିଆରେ ସିନ୍ଦେଙ୍କ କାରକୁ ଉଡାଇବାକୁ ଧମକ ମିଳିଛି । ମନ୍ତ୍ରଣାଳୟ ସହିତ ଗୋରେଗାଓଁ ଏବଂ ଜେଜେମାର୍ଗ ଥାନା ପୋଲିସକୁ ଧମକପୂର୍ଣ୍ଣ ଇମେଲ ମିଳିଛି । ମୁମ୍ବାଇ ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଏକନାଥ ସିନ୍ଦେଙ୍କୁ…

ଭାରତକୁ ୨୨୯ ରନ୍‌ର ଟାର୍ଗେଟ୍‌ ଦେଲା ବାଂଲାଦେଶ

ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶ ପ୍ରଥମେ ଖେଳି ଭାରତ ବିପକ୍ଷରେ ୨୨୮ ରନର ଲକ୍ଷ୍ୟ ରଖିଛି। ଟିମ ଇଣ୍ଡିଆକୁ ଏବେ ୨୨୯ ରନ କରିବାକୁ ପଡିବ। ବାଂଲାଦେଶ ବହୁତ ବଡ଼ ସ୍କୋର କରିପାରି ନ ଥିଲା, କିନ୍ତୁ ତୌହିଦ ହୃଦୟଙ୍କ ଶତକ ଏବଂ ଜାକିର ଅଲିଙ୍କ ଅର୍ଦ୍ଧଶତକୀୟ ଇନିଂସ ଯୋଗୁ…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ଓଡିଶାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ଭାଜପା ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀର ନୂଆ…

କୋରୀୟ ସୌନ୍ଦର୍ଯ୍ୟ ଉପଚାରରେ ପେଯ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରେ

ମୁହଁରେ ଉଠିଥିବା ବ୍ରଣରେ ପେଯ ପ୍ରୟୋଗ କଲେ ତାହା ଦୂର ହୋଇଥାଏ। ତେବେ ସୌନ୍ଦର୍ଯ୍ୟ ପାଇଁ ଏହାର ପ୍ରୟୋଗ ଛଡ଼ା ଏହାକୁ ସେବନ କଲେ ମଧ୍ୟ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଲାଭ ମିଳିପାରିବ। ଏହା ଆମ ସ୍ବାସ୍ଥ୍ୟ ପାଇଁ ଆବଶ୍ୟକ ବିଭିନ୍ନ ପ୍ରକାର ଖାଦ୍ୟସାର, ଖଣିଜସାର ଓ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର।…

ସୁନା ଦାମ୍‌ ଏହାର ସର୍ବକାଳୀନ ରେକର୍ଡ ସ୍ତର ୮୬,୭୩୩ ଟଙ୍କାରେ ପହଞ୍ଚିଛି

କେବଳ ଭୁବନେଶ୍ବର କିମ୍ବା ଓଡ଼ିଶା ନୁହେଁ, ସାରା ଭାରତରେ ସୁନା ମହଙ୍ଗା ହେଉଛି। ଜାତୀୟ ବଜାରରେ ସୁନା ଦାମ୍‌ ଏହାର ସର୍ବକାଳୀନ ରେକର୍ଡ ସ୍ତର ୮୬,୭୩୩ ଟଙ୍କାରେ ପହଞ୍ଚିଛି। କେବଳ ବୁଧବାର ଦିନ ଏହାର ଦାମ୍‌ରେ ୧୦୪୩ ଟଙ୍କାର ବୃଦ୍ଧି ଘଟିଛି। ୨୦୨୫ରେ ଏପର୍ଯ୍ୟନ୍ତ ସୁନା ଦାମ୍‌ରେ ୧୦,୫୭୧…

ସ୍ବର୍ଣ୍ଣ ପଦକ ବିଜେତା ୟସ୍ତିକା ଆଚାର୍ଯ୍ୟଙ୍କ ମୃତ୍ୟୁ

ରାଜସ୍ଥାନର ବିକାନେରରୁ ହୃଦୟ ବିଦାରଖ ଘଟଣା ସାମ୍ନାକୁ ଆସିଛି । ମହିଳା ଶକ୍ତି ଉତ୍ତୋଳନରେ ନ୍ୟାସନାଲ ଚାମ୍ପିଅନ୍ ୧୭ ବର୍ଷୀୟା ୟସ୍ତିକା ଆଚାର୍ଯ୍ୟଙ୍କ ଜିମ୍‌ରେ ଅଭ୍ୟାସ କରୁଥିବା ସମୟରେ ମୃତ୍ୟୁ ଘଟିଛି । ଟ୍ରେନିଂ ସମୟରେ ୨୭୦ କିଲୋଗ୍ରାମର ଏକ ରଡ୍ ୟସ୍ତିକାଙ୍କ ବେକ ଉପରେ ପଡ଼ିଥିଲା, ଫଳରେ…

୧୧୯ଟି ଆପ୍ ବ୍ଲକ୍ କରିବାକୁ ନିର୍ଦ୍ଦେଶ ଦେଲେ ଭାରତ ସରକାର

ସରକାର ଏବଂ ଅନ୍ୟାନ୍ୟ ସଂସ୍ଥା ଦ୍ୱାରା ବିଭିନ୍ନ କଣ୍ଟେଣ୍ଟ ଅପସାରଣ ଅନୁରୋଧଗୁଡ଼ିକୁ ଟ୍ରାକ୍ କରୁଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ସାଇଟ୍ ଲୁମେନ୍ ଡାଟାବେସ୍‌ରେ ଗୁଗୁଲ୍ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଭାରତରେ ଉପଲବ୍ଧ ପ୍ରାୟ ୧୧୯ଟି ଆପ୍ ବ୍ଲକ୍ କରିବାକୁ ଭାରତ…