ବଥୁଆ ଶାଗ କେବଳ ସ୍ୱାଦିଷ୍ଟ ନୁହେଁ ବରଂ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ ଲାଭଦାୟକ
ଶୀତଦିନ ଆରମ୍ଭ ହେବା ମାତ୍ରେ ବିଭିନ୍ନ ପ୍ରକାରର ପନିପରିବା ବଜାରରେ ଉପଲବ୍ଧ ହୋଇଥାଏ। ଏହି ଋତୁରେ ଅଧିକମାତ୍ରାରେ ପାଳଙ୍ଗ ଶାଗ ଓ ବଥୁଆ ଶାଗ ବଜାରରେ ମିଳିଥାଏ। ଏହାର ଚାହିଦା ବି ଖୁବ ରହିଛି।
ଆପଣ ଜାଣନ୍ତି କି ପାଳଙ୍ଗ ଶାଗ ଭଳି ସାଧାରଣ ଦେଖାଯାଉଥିବା ବଥୁଆ ଶାଗ କେବଳ…