ଜାଣନ୍ତୁ ଆଜି କେଉଁ ରାଶିକୁ ମିଳିବ ଖୁସି ଖବର ?
ମେଷ : ଆଜି ଅନୁକୂଳ ଗ୍ରହ ସ୍ଥିତିରୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ ଏବଂ ସ୍ଥଗିତ କାମ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ସବୁ…