Browsing Tag

#metro tv

ଆସନ୍ତାକାଲିଠୁ ଆରମ୍ଭ ପ୍ରେମ ସପ୍ତାହ

ପ୍ରେମରେ ପଡିଥିବା ପ୍ରେମକୁ ବୁଝିଥିବା ପ୍ରେମୀଯୁଗଳମାନେ ପ୍ରସ୍ତୁତ ବି ହୋଇଗଲେଣି । ହେବେନି ବା କେମିତି, ନିଜ ପ୍ରେମିକ ବା ପ୍ରେମିକା ସହ ଏହି ୭ ଦିନ ଯେ ବେଶ ଗୁରୁତ୍ବପୂର୍ଣ୍ଣ ତାହା ସେମାନେ ଭଲ ଭାବେ ଜାଣିଛନ୍ତି । କେହି କେହି ନିଜ ଜୀବନସାଥୀ ସହ ଏହି ଦିନଗୁଡିକୁ ମନେଇଥାନ୍ତି, ତ କେହି…

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଷୋଡ଼ଶ ଅର୍ଥ କମିଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ, ଅର୍ଥ ବିଭାଗ ସଚିବ ଏବଂ ରାଜ୍ୟ ସରକାରଙ୍କ ପ୍ରମୁଖ ଅଧିକାରୀଙ୍କ ସହ ବୈଠକ କରିବେ ଷୋଡ଼ଶ ଅର୍ଥ କମିଶନ । ଅର୍ଥ କମିଶନଙ୍କ ପାଖରେ 2036 ସୁଦ୍ଧା ବିକଶିତ ଓଡ଼ିଶା ଗଠନର ରୋଡ଼ ମ୍ୟାପ ଉପସ୍ଥାପନ କରିବେ ରାଜ୍ୟ ସରକାର । ଏହାସହ ଅର୍ଥ…

ଶେଖ ହାସିନାଙ୍କ ବାପଘରେ ନିଆଁ ଲଗାଇଦେଲେ ବିକ୍ଷୋଭକାରୀ

ଅନଲାଇନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭାଷଣ ପରେ ହିଂସା ବ୍ୟାପିଛି । ରାଜଧାନୀ ଢାକାରେ ବାଂଲାଦେଶର ପ୍ରତିଷ୍ଠାତା ଶେଖ ମୁଜିବର ରେହମାନଙ୍କ ବାସଭବନରେ ପ୍ରଦର୍ଶନକାରୀ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି । ଘରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି । ହାସିନାଙ୍କ ଦଳ…

ଆଜିଠୁ ଭାରତ-ଇଂଲଣ୍ଡ ୱାନଡେ ସିରିଜ

ନାଗପୁରରେ ଅହରାହ୍ଣ ୧ଟା ୩୦ରେ ସିରିଜର ପ୍ରଥମ ମ୍ୟାଚ୍ ଖେଳାଯିବ । ଏଥିପାଇଁ ଉଭୟ ଦଳ ଝାଳବୁହା ଅଭ୍ୟାସ କରିଛନ୍ତି । ଆଜିର ମ୍ୟାଚରେ ରୋହିତଙ୍କ ସହ ଉପଅଧିନାୟକ ଶୁବମନ ଗିଲ୍ ପାଳି ଆରମ୍ଭ କରିବେ । କୋହଲି ଓ ଶ୍ରେୟସ୍ ଆୟର୍ ତୃତୀୟ ଓ ଚତୁର୍ଥ ସ୍ଥାନରେ ଖେଳିବେ । ହାର୍ଦିକ ପାଣ୍ଡ୍ୟା ଷଷ୍ଠ…

ଆମେରିକାରେ ପୁଣି ଦୁଇ ବିମାନ ମୁହାଁମୁହିଁ ଧକ୍କା

ସକାଳୁ ସକାଳୁ ଘଟିଛି ବଡ଼ ଅଘଟଣ। ଦୁଇ ବିମାନ ମୁହାଁମୁହିଁ ଧକ୍କା। ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା। ରନଓ୍ୱେ ସମୟରେ ଧକ୍କା ହୋଇଥିବା କୁହାଯାଉଛି। ପୂର୍ବରୁ ମଧ୍ୟ କିଛି ଦିନ ତଳେ ମଝି ଆକାଶରେ ଦୁଇ ବିମାନ ଧକ୍କା ହୋଇଥିଲା। ଫଳରେ ଅନେକ ଯାତ୍ରୀଙ୍କ ଜୀବନ ମଧ୍ୟ ଯାଇଥିଲା।

ଆଜି ଏମିତି କଟିବ ଆପଣଙ୍କର ଦିନ

ମେଷ : ଆଜି ବନ୍ଧୁ ସମ୍ପର୍କ ମଧ୍ୟରେ ବୈବାହିକ ସମ୍ବନ୍ଧ କିମ୍ବା ବ୍ୟବସାୟିକ ଅଂଶୀଦାର ସମ୍ପର୍କିତ ଆଲୋଚନା କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ଅସୁସ୍ଥତାବଶତଃ କେତେକ ଅତ୍ୟାବଶ୍ୟକ କାମ ଅଟକିଯାଇପାରେ। ସାହିତ୍ୟ, ସଂସ୍କୃତି, କଳା, କ୍ରୀଡ଼ା ଏବଂ ମନୋରଞ୍ଜନ…

ରାଜ୍ୟରେ ଆଉ ୩ଦିନ ଅନୁଭୂତ ହେବ ଘନ କୁହୁଡି

ଲଗାତର କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଥିବାବେଳେ ଆହୁରି ୩ ଦିନ ବିଭିନ୍ନ ଜିଲାରେ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ,…

ବରବାଟିରେ ଟିକେଟ ପାଇଁ ଧସ୍ତାଧସ୍ତି ବେଳେ ପୁଲିସର ଲାଠି ଚାର୍ଜ

କଟକ ବାରବାଟୀ ଷ୍ଟାଡ଼ିୟମ୍‌ରେ ଆସନ୍ତା ୯ତାରିଖରେ ଟିମ୍‌ ଇଣ୍ଡିଆ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଏକ ଦିବସୀୟ କ୍ରିକେଟ୍‌ ମ୍ୟାଚ। ଏଥିଲାଗି ବୁଧବାର ଅଫଲାଇନ୍‌ ଟିକେଟ୍‌ ବିକ୍ରିବେଳେ ଅସମ୍ଭାଳ ଭିଡ଼ ହେବାରୁ ଧସ୍ତାଧସ୍ତି ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ମଙ୍ଗଳବାର ରାତିରୁ ଅନେକ ବ୍ୟକ୍ତି ଲାଇନ…

ଏକଜିଟ ପୋଲ ଫଳାଫଳ, ବିଜେପିକୁ ଅଧିକ ଆସନ

କିଏ ଜିତିବ ଦିଲ୍ଲୀ ବିଧାନସଭା ନିର୍ବାଚନ । ମତଦାନ ଶେଷ ହୋଇଛି । ଦିଲ୍ଲୀ 70 ଟି ବିଧାନସଭା ଆସନରେ ପ୍ରତିଦ୍ବନ୍ଦ୍ବିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇଛି । ଯାହାର ଫଳାଫଳ ଫ୍ରେବ୍ରୁଆରି 8 ତାରିଖରେ ଘୋଷଣା କରାଯିବ ।  ଅନୁମାନ କରାଯାଇଛି ଯେ ଦିଲ୍ଲୀରେ ଏଥର ବିଜେପି…