Browsing Tag

#metro tv

ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍‌ତାର୍‌

ରାପର୍ ରଫ୍‌ତାର୍‌ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି। ରଫ୍‌ତାର୍‌ଙ୍କ ଏହା ଦ୍ୱିତୀୟ ବିବାହ, କାରଣ ସେ…

ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ

ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…

ଇଣ୍ଡିଆ-ଇଂଲଣ୍ଡ ମ୍ୟାଚ ପାଇଁ ବାରବାଟୀରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି। ଭବିଷ୍ୟତରେ…

ମୋଟାପା କମାଇବାକୁ ମୋଦୀଙ୍କ ଟିପ୍ସ

କିଛି ବର୍ଷ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ମଜାଦାର ସାକ୍ଷାତକାର ନେଇଥିବା ଅଭିନେତା ଅକ୍ଷୟ କୁମାର ଏବେ ଏକ ଭିଡିଓ ସେୟାର କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାସ୍ଥ୍ୟ ସହ ଜଡିତ କିଛି କଥା କହୁଛନ୍ତି। ଏହି ପୋଷ୍ଟ ସହିତ ଅକ୍ଷୟ କୁମାର ପଏଣ୍ଟରେ କହିଛନ୍ତି ଯେ…

ଦାୟିତ୍ବ ନେଲେ ନୂଆ ନିର୍ବାଚନ କମିଶନର

ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା ।  ଏବେ ଦାୟିତ୍ୱର ଭାର ମଧୁସୂଦନ  ପାଢୀଙ୍କ ହାତକୁ ହସ୍ତାନ୍ତର କରାଯାଇଛି।…

ବଜେଟ ଅଧିବେଶନ ଆରମ୍ଭ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି

ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ସଂସଦରେ ପୂର୍ବାହ୍ନ ୧୧ଟାରେ ଅଧିବେଶନ ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ବା ଫେବ୍ରୁଆରି ୧  ତାରିଖରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ ହେବ। ରାଷ୍ଟ୍ରପତି ଦ୍ରୌପଦୀ…

ଦୁଇ ଦିନ ଯାଏ ଘନ କୁହୁଡ଼ି

ଘନକୁହୁଡ଼ି ଯୋଗୁଁ ଗୁରୁବାର କୋରାପୁଟରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଥିଲା। ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ି ବାୟୁମଣ୍ଡଳକୁ ଅଚ୍ଛାଦିତ କରି ରଖିଥିଲା। ତାଳଚେର, ଅନୁଗୋଳ, କେନ୍ଦୁଝର, ଫୁଲବାଣୀ ଏବଂ ଚାନ୍ଦବାଲିରେ ଘନକୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଆସନ୍ତା ୨ ତାରିଖ…

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ୨ ଓ ୩ ତାରିଖରେ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ୫ ଓ ୬ ତାରିଖରେ ବନ୍ଦ ରହିବ ମରାମତି କାର୍ଯ୍ୟ। ଶ୍ରୀପଞ୍ଚମୀ ତଥା ବନକଲାଗି ବିଶେଷ ନୀତିକୁ ନଜରରେ ରଖି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଦିନ…

ଆଜି ଭାରତ-ଇଂଲଣ୍ଡ ଚତୁର୍ଥ ଟି-ଟ୍ୱେଣ୍ଟି ମୁକାବିଲା

ଆଜି ସନ୍ଧ୍ୟା ୭ଟାରେ ପୁଣେରେ ଖେଳାଯିବ ଏହା ମ୍ୟାଚ୍ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ଵାଧୀନ ଭାରତୀୟ ଦଳର ନଜର ସିରିଜ୍ ବିଜୟ ଉପରେ ରହିଛି। ଅନ୍ୟପଟେ ଜୋସ ବଟଲରଙ୍କ ଦଳ ମୁକାବିଲା ଜିତି ସିରିଜ୍ ବରାବର କରିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ । ବର୍ତ୍ତମାନ ୨-୧ ସିରିଜରେ ଭାରତ ଆଗୁଆ ରହିଛି…