Browsing Tag

#metro tv

ଆଜିଠାରୁ ଭୁବନେଶ୍ବରରେ ଆରମ୍ଭ ହୋଇଛି ତିନିଦିନିଆ ଏନ୍‌ଇପି କର୍ମଶାଳା

୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ଏନ୍‌ଇପି କାର୍ଯ୍ୟକାରିତା ନେଇ ଆଜିଠୁ ଆରମ୍ଭ ହେଉଛି ତିନି ଦିନିଆ ଜାତୀୟ କର୍ମଶାଳା। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ହେବାକୁ ଥିବା କାର୍ଯ୍ୟକ୍ରମରେ…

ସାଂସଦ ପ୍ରିୟା ସରୋଜଙ୍କୁ ବାହା ହେବାକୁ ଯାଉଛନ୍ତି ରିଙ୍କୁ ସିଂହ

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଟିମ ଇଣ୍ଡିଆର ଷ୍ଟାର ରିଙ୍କୁ ସିଂହ। ସେ ଖୁବଶୀଘ୍ର ନିଜର ପ୍ରେମିକା ତଥା ସାଂସଦ ପ୍ରିୟା ସରୋଜଙ୍କୁ ବାହା ହେବ। ପ୍ରିୟା ହେଉଛନ୍ତି ସମାଜବାଦୀ ପାର୍ଟିର ସାଂସଦ। ରିଙ୍କୁ ଓ ପ୍ରିୟା ପ୍ରାୟ ଗୋଟିଏ ବର୍ଷରୁ ଅଧିକ ଦିନ ହେଲା ପରସ୍ପରକୁ ଭଲ ପାଉଥିଲେ।…

୧୦ ମାଓବାଦୀଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୁଲିସ ଏବଂ ମାଓବାଦୀ ମଧ୍ୟରେ ଗତକାଲି ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। ଆଜି ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ କରୁଥିବା ବେଳେ ୧୦ ନକ୍ସଲଙ୍କ ମୃତଦେହ ଜବତ କରିଛି। ଓଡ଼ିଶା ଏସଓଜି…

ଆଜି ହୋଇପାରେ ବିଜେପି ଜିଲ୍ଲା ସଭାପତି ତାଲିକା

ତୃଣମୂଳସ୍ତରରେ ବିଜେପି ତା’ର ସାଙ୍ଗଠନିକ ସ୍ଥିତି ସଜାଡିବା ପାଇଁ ପ୍ରୟାସ ଚଳାଇଛି। ତେବେ ଦଳର ଜିଲା ସଭାପତି ତାଲିକା ପ୍ରକାଶରେ ବିଳମ୍ବ ହେଉଥିବା ବେଳେ ରାଜ୍ୟ ସଭାପତି କିଏ ହେବ ତାକୁ ନେଇ କେନ୍ଦ୍ରୀୟ ନେତାଙ୍କ ଅଙ୍କ ଛିଣ୍ଡୁନି। ତେବେ ସୋମବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାରୀ…

ସାଧାରଣତନ୍ତ୍ର ଦିବସ ପର୍ଯ୍ୟନ୍ତ ଇନ୍ଦିରା ଗାନ୍ଧୀ ବିମାନବନ୍ଦରର ସମସ୍ତ ରନୱେକୁ ଦୈନିକ ୧୪୫ ମିନିଟ ପାଇଁ ବନ୍ଦ…

ଆସନ୍ତା ୨୬ ଅର୍ଥାତ୍‌ ସାଧାରଣତନ୍ତ୍ର ଦିବସ ପର୍ଯ୍ୟନ୍ତ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ବିମାନବନ୍ଦରର ସମସ୍ତ ରନୱେକୁ ଦୈନିକ ୧୪୫ (୨ଘଣ୍ଟା ୨୫ ମିନିଟ) ମିନିଟ ପାଇଁ ବନ୍ଦ ରଖାଯିବ ବୋଲି ଜଣାପଡିଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏଭଳି କଟକଣା ସକାଳ ୧୦ଟା ୨୦ରୁ ମଧ୍ୟାହ୍ନ ୧୨ଟା ୪୫…

ଆକାଶରେ ଦେଖିବାକୁ ମିଳିବ ୬ଟି ଗ୍ରହଙ୍କ ବିରଳ ମହାଜାଗତିକ ଦୃଶ୍ୟ

ଆକାଶରେ ମଙ୍ଗଳବାରଠାରୁ ଦେଖିବାକୁ ମିଳିବ ୬ଟି ଗ୍ରହଙ୍କ ବିରଳ ମହାଜାଗତିକ ଦୃଶ୍ୟ। ସୌରଜଗତର ମଙ୍ଗଳ, ଶୁକ୍ର, ବୃହସ୍ପତି, ଶନି, ନେପ୍‌ଚୁନ୍‌ ଓ ୟୁରେନ୍‌ସ ୩୧ ତାରିଖ ପର୍ଯ୍ୟନ୍ତ ଏକ ସରଳ ରେଖାରେ ଦୃଶ୍ୟମାନ ହେବେ। ମଙ୍ଗଳ, ଶୁକ୍ର, ବୃହସ୍ପତି ଓ ଶନିକୁ ଲୋକେ ଖାଲିଆଖିରେ ଦେଖିପାରିବେ।…

ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ୍‌

ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ନିର୍ବାଚିତ ହେବା ସହ ସୋମବାର ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଦ୍ୱିତୀୟ ଇନିଂସରେ ସେ ସରକାରୀ ଅନୁଷ୍ଠାନଗୁଡ଼ିକରେ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଆମେରିକାରେ ବେଆଇନ ଅନୁପ୍ରବେଶ ରୋକିବା ପାଇଁ ସେ…

ରାସ୍ତାକଡ଼ର ଅମରି ଜଡ଼ା ଫଳ ଖାଇ ୧୦ ଛାତ୍ରଛାତ୍ରୀ ଅସୁସ୍ଥ

ରାୟଗଡ଼ା ଜିଲ୍ଲା ଥେରୁବାଲି  ନିକଟସ୍ଥ ବରିଗୁଡା ପ୍ରାଥମିକ ବିଦ୍ୟାଳୟର ୧୦ ଜଣ ଛାତ୍ରଛାତ୍ରୀ ରାସ୍ତାକଡ଼ର ଅମରି ଜଡ଼ା ଫଳ ଖାଇ ଅସୁସ୍ଥ ହୋଇଛନ୍ତି। ସମସ୍ତ ୧୦ ଜଣ ଛାତ୍ରଛାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ମୁତାବକ ବିଦ୍ୟାଳୟ ଛୁଟି ପରେ ଘରକୁ ଫେରୁଥିବା ରାସ୍ତାକଡ଼ରେ…

୬ ରୁ ଅଧିକ ବର୍ଷ ବୟସ ପ୍ରାପ୍ତ କରିଥିବା ପିଲାମାନେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ଯୋଗ୍ୟ ହେବେ

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି। ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ ସମ୍ପୃକ୍ତ ଶିକ୍ଷାବର୍ଷର…

କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ଆଜୀବନ କାରାଦଣ୍ଡରେ ଦଣ୍ଡିତ

ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର ସିଆଲଦା କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ଏହା ସହିତ, କୋର୍ଟ ୫୦,୦୦୦ ଟଙ୍କା ଜରିମାନା ମଧ୍ୟ…