Browsing Tag

#metro tv

ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ମହଙ୍ଗା ହୋଇଛି ସୁନା, ୮୦ ଟପିଲା ସୁନା

ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ମହଙ୍ଗା ହୋଇଛି ସୁନା । ଭୁବନେଶ୍ବରରେ ୨୪ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୪୩୦ ଟଙ୍କା ବୃଦ୍ଧି ପାଇ ୮୦,୦୦୭ ଟଙ୍କା ହୋଇଛି। ତେବେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍ ଦାମ୍ ୭୩,୪୦୦ ଟଙ୍କାରେ ପହଞ୍ଚିଛି। ୨୨ କ୍ୟାରେଟ୍‌…

ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଗତକାଲି ରାଷ୍ଟ୍ରପତି…

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା। ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବ। ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ ବାରଣ…

 ଜାପାନରେ ପୁଣିଥରେ ଶକ୍ତିଶାଳୀ ଭୂମିକମ୍ପ ଝଟକା, ଭୂକମ୍ପ ପରଠାରୁ ଜାପାନରେ ସୁନାମି ସତର୍କ ସୂଚନା ଜାରି

ଜାପାନରେ ପୁଣିଥରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୯ ରହିଥିଲା । ଭୂକମ୍ପ ପରଠାରୁ ଜାପାନରେ ସୁନାମି ସତର୍କ ସୂଚନା ଜାରି କରାଯାଇଛି । ଜାପାନ ପାଣିପାଗ ବିଜ୍ଞାନ ଏଜେନ୍ସି ଦକ୍ଷିଣ-ପଶ୍ଚିମ ଜାପାନରେ ୬.୯ ତୀବ୍ରତାର ଭୂମିକମ୍ପ…

ଆଜି ପବିତ୍ର ମକର ସଂକ୍ରାନ୍ତି , ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ

ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ । ଉତ୍ତର ଭାରତରେ ଏହାକୁ ଲୋହରୀ କୁହାଯାଉଥିବା ବେଳେ ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର…

ତିରୁପତି ମନ୍ଦିରରେ ପୁଣି ଘଟଲା ଅଘଟଣ, ଲଡୁ ବିତରଣ କାଉଣ୍ଟର ନିକଟରେ ଭୟଙ୍କର ଅଗ୍ନିକାଣ୍ଡ

ତିରୁପତି ମନ୍ଦିରରେ ପୁଣି ଘଟଲା ଅଘଟଣ ।  କିଛି ଦିନର ବ୍ୟବଧାନ ପରେ ପୁଣି ଆଉ ଏକ ଦୁର୍ଘଟଣା ଘଟିଛି । ସୋମବାର ତିରୁପତି ତିରୁମାଳା ଦେବସ୍ଥାନମ ମନ୍ଦିରରେ ଥିବା ଲଡୁ ବିତରଣ କାଉଣ୍ଟର ନିକଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଲଡୁ କାଉଣ୍ଟରରେ ଆଜି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା। ଏତିକି…

ଯେଉଁଠି ଶୁଣିବ ସେଇଠି ଛି ଛି ଛିରେ ନନୀ ଛି ଛି’…

ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ ତୁଇ ନନୀ ସିନା, ମନକେ ଚିହ୍ନିଁଲୁ ନାଇଁ, ଛି ଛି ଛିରେ ନନୀ ଛି ଛି। ଏବେ ଏଇ ଗୀତ ଗତ କିଛିଦିନ ଧରି ରାଜ୍ୟରେ ଚହଳ ସୃଷ୍ଟି କରୁଛି। ସମସ୍ତେ ଏହି ଗୀତରେ ଏବେ ରିଲ୍ସ ମଧ୍ୟ…

ଭାରତୀୟ ଷ୍ଟକ ବଜାରରେ ହ୍ରାସ, ନିବେଶକମାନେ ୨୫ ଲକ୍ଷ କୋଟି ହରାଇସାରିଲେଣି

ଭାରତୀୟ ଷ୍ଟକ ବଜାରରେ ହ୍ରାସ ଜାରି ରହିଛି । ଗତ ସପ୍ତାହରେ କ୍ରମାଗତ ହ୍ରାସ ପରେ ଚଳିତ ସପ୍ତାହର ପ୍ରଥମ ଦିନରେ ବି ବଜାରରେ ନୈରାଶ୍ୟ ଦେଖାଦେଇଛି । ଫଳରେ ଗତ ୪ଟି କାରବାର ସେସନରେ ନିବେଶକମାନେ ୨୫ ଲକ୍ଷ କୋଟି ହରାଇସାରିଲେଣି । ସୋମବାର କାରବାର ଅଧିବେଶନରେ ସେନସେକ୍ସ…

ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ , କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ

ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ପାଇଁ ସୋମବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ…

ସୋନମାର୍ଗ ଟନେଲର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଏଣିକି ଉପକୃତ ହେବେ ଲଦାଖବାସୀ । ଆଉ ଯାତାୟତରେ ହେବନାହିଁ ଅସୁବିଧା । ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ । ବିଶେଷ କରି ଭାରତୀୟ ସେନା ଉପକୃତ ହେବେ ।  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁକାଶ୍ମୀରରେ ଜେଡ୍ ମୋଡ୍ ବା ସୋନମାର୍ଗ ଟନେଲର ଉଦ୍‌ଘାଟନ କରିଛନ୍ତି । ୨୭ଶହ…