ଆଶାରାମ ବାପୁଙ୍କୁ ମିଳିଲା ଅନ୍ତରୀଣ ଜାମିନ
ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ଜଷ୍ଟିସ୍ ଏମ୍. ଏମ୍. ସୁନ୍ଦ୍ରେଶ ଏବଂ ଜଷ୍ଟିସ୍ ରାଜେଶ ବିନ୍ଦଲଙ୍କୁ ନେଇ ଗଠିତ ଖଣ୍ଡପୀଠ ଆସନ୍ତା…