ନେପାଳରେ ଭୂକମ୍ପରେ କୋଠା ଭୁଶୁଡ଼ି ୫୩ ମୃତ, ୩୫ ଆହତ
ଭୂକମ୍ପରେ ଥରିଲା ନେପାଳ, ତିବ୍ଦତ ସମେତ ଉତ୍ତର ଭାରତ। ତିବ୍ଦତର ଶିଗାଟସେ ସହରରେ ଘଟିଥିବା ଭୟଙ୍କର ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି। ଫଳରେ ଏ ପର୍ଯ୍ୟନ୍ତ ୫୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ ଅନେକ ଚାପି ହୋଇ ରହିଥିବା ସୂଚନା ରହିଛି। ତିବ୍ଦତରେ…