Browsing Tag

#metro tv

ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆସନ୍ତା ୧୨ ତାରିଖ ଯାଏ ଜାରି ରହିବ ଇଣ୍ଟରନାଲ ଆସେସମେଣ୍ଟ । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୭ ଯାଏ ହେବ ଥିଓରୀ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ…

ଇସ୍ରାଏଲର ଏୟାରଷ୍ଟ୍ରାଇକ୍‌ରେ ୧୨ ପାଲେଷ୍ଟିନୀୟ ନିହତ

ଇସ୍ରାଏଲର ୩ ପୃଥକ୍‌ ଏୟାର ଷ୍ଟ୍ରାଇକ୍‌ରେ ବୁଧବାର ୧୨ ଜଣ ପାଲେଷ୍ଟିନୀୟଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଅଧିକାଂଶ ମହିଳା ଓ ଶିଶୁ ରହିଛନ୍ତି। ଗାଜାର ଜାବାଲିୟା ଅଞ୍ଚଳର ଏକ ଘରେ ଇସ୍ରାଏଲର ମିଶାଇଲ ମାଡ଼ ଯୋଗୁ ୪ ଶିଶୁ ଓ ଜଣେ ମହିଳାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଡଜନେରୁ…

୩ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ହରିବାବୁ କମ୍ଭମ୍‌ପତି ଶପଥ ନେବେ। ୩ ତାରିଖରେ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ରହିଛି। ଗୁରୁବାର ସେ ଓଡ଼ିଶାରେ ପହଞ୍ଚତ୍ବେ। ରାଜଭବନରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ। ମିଜୋରାମର ପୂର୍ବତନ ରାଜ୍ୟପାଳ କମ୍ଭମ୍‌ପତି ଓଡ଼ିଶାର ରାଜ୍ୟପାଳ…

ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍‌ଜି) ୫…

ଆଜିର ରାଶିଫଳ

ମେଷ : ଆଜି ଦିନଟି ଗତାନୁଗତିକ ରୀତିରେ ଗଡି ଚାଲିବ। ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଲାଭ କରିବେ। ବାଧ୍ୟବାଧକତାରେ ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ ସମସ୍ୟାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ ଥିବା…

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୧୪ ଲୋକସଭା ନିର୍ବାଚନରେ…

ଦେଶବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଇଂରାଜୀ ନୂଆବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ଏବଂ ବିଶ୍ବ ପାଇଁ ଏକ ଉଜ୍ଜ୍ୱଳମୟ ସ୍ଥାୟୀ ଭବିଷ୍ୟତ ଗଠନ କରୁଥିବା ସମାଜର କାମନା କରିଛନ୍ତି। ମିଳିତ ଭାବରେ…

ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜକୁ ଗଡିବା ୩ହଜାର ସ୍ପେଶାଲ ଟ୍ରେନ

ମହାକୁମ୍ଭ ମେଳା ପାଇଁ ଭାରତୀୟ ରେଳ ବିଭାଗର ବଡ ପ୍ରସ୍ତୁତି। ଚାଲିବ ୩୦୦୦ ସ୍ପେସାଲ୍ ଟ୍ରେନ୍। ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହେବା ପାଇଁ ଆଉ ମାତ୍ର କିଛି ଦିନ ବାକିଥିବା ବେଳେ, ଯାତ୍ରୀଙ୍କ ପାଇଁ ଭାରତୀୟ ରେଳ ତରଫରୁ ସୁରକ୍ଷା ଏବଂ ସୁବିଧାର ବଡ ବ୍ୟବସ୍ଥା କରାଯାଉଛି।…

ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ପଦୋନ୍ନତି କରିଛନ୍ତି

ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ  ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ ।୧୯୯୩ ବ୍ୟାଚର ଆଇପିଏସ ବିନୟତୋଷ ମିଶ୍ର ଓ ଆର ପି କୋଚେଙ୍କୁ ଡ଼ିଜି ପାହ୍ୟାକୁ ପଦୋନ୍ନତି…

ଅଲଗା ହେଲେ ବ୍ରାଡପିଟ-ଆଞ୍ଜେଲିନା ଜୋଲି

ହଲିଉଡ ତାରକା ବ୍ରାଡ ପିଟ ଏବଂ ଆଞ୍ଜେଲିନା ଜୋଲି ୮ ବର୍ଷର ଆଇନଗତ ଯୁଦ୍ଧ ପରେ ପରସ୍ପରକୁ ଛାଡପତ୍ର ଦେଇଛନ୍ତି। ହଲିଉଡ ଦମ୍ପତି ସେମାନଙ୍କ ସର୍ତ୍ତାବଳୀ ଶେଷ କରି ଡିସେମ୍ବର ୩୦ରେ ଛାଡପତ୍ର ସର୍ତ୍ତାବଳୀରେ ଦସ୍ତଖତ କରିଥିଲେ। ଅଭିନେତ୍ରୀଙ୍କ ଓକିଲ ଜେମ୍ସ ସାଇମନ କହିଛନ୍ତି, ୮ ବର୍ଷରୁ ଅଧିକ…