Browsing Tag

#metro tv

ଯମୁନା ଘାଟରେ ବିସର୍ଜନ ହେଲା ମନମୋହନଙ୍କ ଅସ୍ଥି

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷକୃତ ଗତକାଲି ନିଗମବୋଧ ଘାଟରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ  ସଂପନ୍ନ ହେବାର ଦିନକ ପରେ ଆଜି ଦିଲ୍ଲୀର ଗୁରୁଦ୍ୱାର ଟିଲା ସାହିବ ନିକଟସ୍ଥ ଯମୁନା ଘାଟରେ ଅସ୍ଥି ବିସର୍ଜନ କରାଯାଇଛି। ଅସ୍ଥି ବିସର୍ଜନ ପରେ ପରିବାର ସଦସ୍ୟମାନେ…

ଆଜି ଫସଲ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ ପଟ୍ଟନାୟକ

ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ଗଞ୍ଜାମର ହିଞ୍ଜିଳି,ଶେରଗଡ଼, କବିସୂର୍ଯ୍ୟନଗର ଆସିକା ଓ ଖଲିକୋଟ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ ।ଫସଲ କ୍ଷତି ସମ୍ପର୍କରେ ସ୍ଥାନୀୟ ପ୍ରଶାସନିକ…

ଜାଣନ୍ତୁ କେମିତି କଟିବ ଆଜିର ଦିନ ?

ମେଷ : କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆଜି ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥୀରିକୃତ ଯାନ, ଯାନ୍ତ୍ରିକ ଜିନିଷ, ଗୃହୋପକରଣ କିଣିବା ପାଇଁ ମନବଳାଇବେ। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି…

ନନ୍ଦନକାନନ ବୁଲିଲେ 43 ହଜାର ପର୍ଯ୍ୟଟକ

ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବର୍ଷ-୨୦୨୪ର ଶେଷ ରବିବାର ଅବସରରେ ଆଜି ପ୍ରବଳ ପର୍ଯ୍ୟଟକଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ସରକାରୀ କାର୍ଯ୍ୟାଳୟ ସମେତ ଅନେକ ଘରୋଇ କଂପାନିର କାର୍ଯ୍ୟାଳୟ ଛୁଟି ଥିବାରୁ ହଜାର ହଜାର ଲୋକ ଆଜି ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନନ୍ଦନକାନନରେ…

ଫସଲ କ୍ଷୟକ୍ଷତି ସମୀକ୍ଷା ନେଇ ଆଜି ଭଦ୍ରକ ଓ ବାଲେଶ୍ୱର ଗସ୍ତରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମୀକ୍ଷା ନେଇ ଆଜି ଭଦ୍ରକ ଓ ବାଲେଶ୍ୱର ଗସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ।  ଅଦିନିଆ ବର୍ଷା ସମଗ୍ର ଓଡ଼ିଶାର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଚାଷୀ ମାନଙ୍କ ଧାନ ଅମଳ ସମୟରେ ଅଦିନିଆ ଲଗାଣ ବର୍ଷା ଯୋଗୁଁ ଧାନ ଗଜା ହୋଇ…

ମହାପ୍ରଭୁଙ୍କ ରତ୍ନ ପଲଙ୍କ ପାଇଁ ହେବ ୩୦୦ କେଜିରୁ ଅଧିକ ରୂପା ବ୍ୟବହାର

ଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରେ ଆରମ୍ଭ ହେଲା ରୂପା ଛାଉଣୀ କାର୍ଯ୍ୟ। ପ୍ରଥମେ ପତିତପାବନଙ୍କ ନିକଟ ପଥରର ମଣିବନ୍ଧକୁ ରୂପା ଛାଉଣୀ କରାଯାଉଛି। ସିଂହଦ୍ବାର ଗୁମଟରେ ଯେଉଁଠି ଯମଶିଳା ରହିଛନ୍ତି ଠିକ୍ ତାର ଉପରି ଭାଗ ପଥର ବନ୍ଧ ଉପରେ ରୂପା ଛାଉଣୀ କରାଯାଉଛି। ସିଂହଦ୍ବାର ଗୁମୁଟ ବନ୍ଦ ଥିବା…

ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଛନ୍ତି। ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉପଲଡ଼ା ଓ ଗୁରାଣ୍ଡି ଗ୍ରାମ ଚାଷୀଙ୍କୁ ଭେଟି ଅଦିନିଆ ବର୍ଷାରେ ନଷ୍ଟ…

ଏଣିକି ସିଂହଦ୍ୱାର ଦେଇ ପ୍ରବେଶ କରି ପାରିବେ ଶ୍ରଦ୍ଧାଳୁ, ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପଦକ୍ଷେପ ନେଲେ…

ଏଣିକି ସିଂହଦ୍ୱାର ଦେଇ ପ୍ରବେଶ କରି ପାରିବେ ଶ୍ରଦ୍ଧାଳୁ । ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପଦକ୍ଷେପ ନେଲେ ଶ୍ରୀମନ୍ଦିର କର୍ତ୍ତୃପକ୍ଷ । ନୂଆବର୍ଷରେ ଶ୍ରଦ୍ଧାଳୁଙ୍କୁ ସହଯୋଗ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ଏବେଠାରୁ ହିଁ ଶ୍ରୀମନ୍ଦିରରେ ହେଲାଣି ଶ୍ରଦ୍ଧାଳୁଙ୍କ ସମାଗମ ।…

ଦକ୍ଷିଣ କରିଆରେ ଭୟଙ୍କର ବିମାନ ଦୁର୍ଘଟଣା, କ୍ରିଉ ମେମ୍ବରଙ୍କ ସମେତ ୧୮୧ ଯାତ୍ରୀଙ୍କ ମୃତ

ଦକ୍ଷିଣ କୋରିଆରେ ଭୟଙ୍କର ବିମାନ ଦୁର୍ଘଟଣା । ପ୍ରଥମେ ପକ୍ଷୀ ସହ ଧକ୍କା ଓ ପରେ ରନୱେରେ ସ୍ଲିପ ହେବା ପରେ ବିମାନଟି ସିଧା ଯାଇ ବିମାନବନ୍ଦରର ଫେନ୍ସିଂରେ ଧକ୍କା ହୋଇଥିଲା । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବିମାନରେ ଥିବା କ୍ରିଉ ମେମ୍ବରଙ୍କ ସମେତ ୧୮୧ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା…

ବର୍ଷ ଶେଷରେ ଚିଲିକାରେ ପର୍ଯ୍ୟଟକଙ୍କ ଭିଡ଼

ଚିଲିକା ନଳବଣର ପକ୍ଷୀ ହେଉ କି ବିରଳ ଡଲଫିନ୍ । ପର୍ୟ୍ୟଟକଙ୍କୁ ନିଜ ଆଡକୁ ଟାଣିବାର ସବୁ ଆକର୍ଷଣୀୟ ଉପାଦାନକୁ ନିଜ ଭିତରେ ସାଇତି ରଖିଛି ଚିଲିକା । ଖାଲି ସୌନ୍ଦର୍ୟ୍ୟ ନୁହେଁ ଏଠି ମା’ କାଳିଜାଇଙ୍କ ଦର୍ଶନ ପାଇଁ ଛୁଟି ଆସନ୍ତି ଦୂରଦୂରାନ୍ତରୁ ବହୁ ଶ୍ରଦ୍ଧାଳୁ । ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ…