Browsing Tag

#metro tv

ଏଫଏକ୍ଯୁ୍ ମାନରେ କେତେ ହେବ କୋହଳ

ଏଫଏକ୍ଯୁ୍ ମାନରେ କେତେ କୋହଳ କରିହେବ ସେନେଇ ନିଷ୍ପତ୍ତି ନେବେ ଜିଲ୍ଲାପାଳ। ଜିଲ୍ଲା ସ୍ତରରେ ଚାଷୀ ଏବଂ ଜିଲ୍ଲାପାଳ ବସି ନିଷ୍ପତ୍ତି କରିବେ | ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି| ସେ କହିଛନ୍ତି, ଏଫଏକ୍ଯୁ୍ ମାନ ଉପରେ ସମ୍ପୂର୍ଣ୍ଣ କମ୍ପ୍ରୋମାଇଜ କରିହେବନି |…

ବାଂଲାଦେଶରେ ସଂଖ୍ୟାଲଘୁ ଅଧିକାରର ସୁରକ୍ଷା ପାଇଁ ଆମେରିକାର ଚିନ୍ତା

ବାଂଲାଦେଶ ଅନ୍ତରୀଣ ସରକାରର ନେତା ମହମ୍ମଦ ୟୁନୁସଙ୍କ ସହ ଟେଲିଫୋନ୍ ଯୋଗେ କଥାବାର୍ତ୍ତା କରି ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଜେକ୍ ସୁଲିଭାନ୍ ଦେଶରେ ହିନ୍ଦୁ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏହି କଥାବାର୍ତ୍ତା ପରେ ହ୍ୱାଇଟ୍…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?

ମେଷ : ଆଜି ମୁଖଭାବାଧିପତି ମଙ୍ଗଳ ଦୃଷ୍ଟ ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍‍ଶିପ୍‍, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍‍ଥାନ ପତନ ଲାଗିରହିବ। ବ୍ୟବସାୟିକ ସ୍ଥିତି ଭଲ ରହିଲେ ମଧ୍ୟ…

ମୃତ ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ପୁଷ୍ପାରାଜ

ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବଡ଼ ଘୋଷଣା। ହାଇଦ୍ରାବାଦ ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ସେ ଏବଂ ‘ପୁଷ୍ପା’ ଫିଲ୍ମ ନିର୍ମାତା।ଅଭିନେତାଙ୍କ ବାପା ତଥା ଭେଟେରାନ ନିର୍ମାତା ଅଲ୍ଲୁ ଅରବିନ୍ଦ, ଦିଲ…

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ ମ୍ୟାକସ୍ବେନିଙ୍କ ସ୍ଥାନରେ ସାମ କନଷ୍ଟାସଙ୍କୁ…

କ୍ରିସ୍‌ମସ୍‌ରେ ବି ଧ୍ଵଂସଲୀଳା ରଚିଲା ରୁଷିଆ

ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍‌ମସ ପାଳନରେ ମସ୍‌ଗୁଲ ଥିବାବେଳେ ୟୁକ୍ରେନ୍‌ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍‌ର ଶକ୍ତି ଭିତ୍ତିଭୂମି ଉପରେ ରୁଷୀୟ ସୈନ୍ୟ ତୁହାକୁ ତୁହା ମିଶାଇଲ ଓ ଡ୍ରୋନ୍‌ ମାଡ଼ କରିଛନ୍ତି। ଏଥିରେ ଏକ ତାପଜ ବିଦ୍ୟୁତ୍‌…

ଆଜି ଭୁବନେଶ୍ୱରରେ ଗର୍ଜିବେ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ

ଆଜି ଭୁବନେଶ୍ୱରରେ ଗର୍ଜିବେ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ  ।  ଚାକିରୀ ସର୍ତ୍ତାବଳୀ ଓ ପେନସନ ଦାବିରେ କରିବେ ଆନ୍ଦୋଳନ  । ଭୁବନେଶ୍ୱର ଲୋୟର  ପିଏମଜିରେ ଆୟୋଜିତ ହେବାକୁ ଥିବା ଆନ୍ଦୋଳନରେ ହଜାର ହଜାର ଶିକ୍ଷକ ଓ କର୍ମଚାରୀ ସାମିଲ ହେବେ ବୋଲି ସଂଘ କହିଛି  । ୪୮୮ ବର୍ଗ …

ଦୁର୍ବଳ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ : ଅଜିଠୁ ବର୍ଷା କମିବ, ଶୀତ ବଢିବ

ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଆଜି ଅପରାହ୍ନ…

ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ 

ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ  ।  ଦୁଇ ବର୍ଷ ଭିତରେ ରାଜ୍ୟରେ ୭୫ ନିଯୁକ୍ତି ଦେବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସୁଶାସନ ଦିବସ ବା ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଏହି ବଡ଼ ଘୋଷଣା କରିଛନ୍ତି  ।…

 ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ

ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ। ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ପ୍ରତିଷ୍ଠା ଦିବସ ପାଳିବ ବିଜେଡି । ଦଳୀୟ ନେତା ଓ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଚଳିତ ଥର ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିଷ୍ଠା ଦିବସ…