ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ବର୍ଷାର ପ୍ରଭାବ କମିବ । ଲଗାତର ଅଦିନିଆ ବର୍ଷାରେ ବେହାଲ ହୋଇଛି ଓଡ଼ିଶା । ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ବର୍ଷା ଲାଗି ରହିଛି । ଆଜି ଦକ୍ଷିଣ ଓଡ଼ିଶାର…