Browsing Tag

#metro tv

କ୍ରିପ୍ଟୋକରେନ୍ସି ବିଟ୍‌କଏନ୍ ଦାମ୍ ଲକ୍ଷେ ଡ଼ଲାର ଟପିଲା

ବିଶ୍ବର ସବୁଠୁ ଲୋକପ୍ରିୟ କ୍ରିପ୍ଟୋକରେନ୍ସି ବିଟ୍‌କଏନ୍ ଦାମ୍ ୧,୦୬,୦୦୦ ଡଲାର ହୋଇଯାଇଛି। ଏହା ହେଉଛି ବିଟ୍‌କଏନ୍‌ ମୂଲ୍ୟରେ ସର୍ବକାଳୀନ ରେକର୍ଡ। ଆମେରିକାର ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍ ନିର୍ବାଚିତ ହେବା ପରଠାରୁ ଏହାର ଦାମ୍ ନିୟମିତ ଭାବେ ବଢ଼ୁଛି। ସେ…

ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ସମାଗମ ପାଇଁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା

ଖୁବଶୀଘ୍ର ପ୍ରୟାଗରାଜରେ ଆରମ୍ଭ ହେବାକୁ ଯାଉଛି ମହାକୁମ୍ବ ମେଳା । ରାଜ୍ୟ, ରାଜ୍ୟ ବାହାରୁ, ଦେଶ ଏବଂ ଦେଶ ବାହାରୁ ଏଠାକୁ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଥାଏ । ତେବେ ଶ୍ରଦ୍ଧାଳୁଙ୍କ ପାଇଁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି । ମହାକୁମ୍ଭ ମେଳା ପାଇଁ ସରକାର ବ୍ୟାପକ ବ୍ୟବସ୍ଥା…

ଏକକ ନିର୍ବାଚନ ବିଲକୁ ନେଇ ପଡ଼ିଲା ଭୋଟ

ବହୁ ଚର୍ଚ୍ଚା ଏବଂ ଆଲୋଚନା ପରେ ଆଜି ପରିଶେଷରେ ଲୋକସଭାରେ ଆଗତ ହୋଇଛି ‘ଓ୍ବାନ୍ ନେସନ୍ ଓ୍ବାନ୍ ଇଲେକ୍ସନ’ ବିଲ୍  । କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜୁନ୍ ରାମ୍ ମେଘଓ୍ବାଲା  ଆଗଜି ଲୋକସଭାରେ ‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ପାଇଁ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି  । ଏହାକୁ…

ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା

ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ କଲବଲ କରୁଛି ଜାଡ଼ । ଦିନ ହେଉ କି ରାତି, ଆଭ୍ୟନ୍ତରୀଣରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ଶୀତର ଲହରୀ  ।  ଅନେକ ଜିଲ୍ଲାରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ଆହୁରି ୨୪ ଘଣ୍ଟା ଯାଏ ଏଭଳି ଶୀତ ଲହରୀ ଜାରି ରହିବ ବୋଲି ଆକଳନ…

ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏହା ପୂର୍ବରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଭାରା ବାନ୍ଧିବା ପାଇଁ ଲୁହା ପାଇପ ଓ ଅନ୍ୟାନ୍ୟ ସରଞ୍ଜାମ ପ୍ରସ୍ତୁତ ରଖିଛି ଏଏସଆଇ । ଦୁଇ ତିନିଦିନ ଭିତରେ ଭାରାବନ୍ଧା କାମ ସରିବା ପରେ ଚୁନ ଛଡ଼ା କାମ ଆରମ୍ଭ ହେବ। ଏହା ପରେ…

ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଆସନ୍ତା ୨୫ ତାରିଖରେ ମିଳିଥାନ୍ତା ଟଙ୍କା । ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା…

ମୁଣ୍ଡପିଛା ଆୟରେ ଓଡ଼ିଶା 15 ତମ ସ୍ଥାନରେ

ଦେଶରେ ମୁଣ୍ଡପିଛା ଆୟ ୨୦୧୯-୨୦ ତୁଳନାରେ ୪୧ ପ୍ରତିଶତ ବୃଦ୍ଧି ପାଇ ୨୦୨୩-୨୪ରେ ୨,୧୧,୭୨୫ ଟଙ୍କା ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ରାଜ୍ୟରେ ମୁଣ୍ଡପିଛା ଆୟ ମଧ୍ୟ ବଢ଼ିଛି। କିଛି ରାଜ୍ୟ ଏକ୍ଷେତ୍ରରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ମୁଣ୍ଡପିଛା ଆୟ ବଢ଼ାଇବାରେ ସବୁ ରାଜ୍ୟକୁ ପଛରେ…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ଆଜି ତୃତୀୟ ଚନ୍ଦ୍ର ଯୋଗୁ ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କମିପାରେ। ସମ୍ପର୍କୀୟଙ୍କ ଅଭିଯୋଗ ସକାଶେ ନିଜ ଲୋକଙ୍କୁ ଦାୟୀ କରିବେ। ମାତ୍ରାଧିକ ଭ୍ରମଣ, ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିବେ। ଫେରନ୍ତା ବାଟରେ ମୂଲ୍ୟବାନ ଜିନିଷ…

ସମ୍ବିଧାନର 75 ବର୍ଷ ପୂର୍ତ୍ତି ଉପରେ ବକ୍ତବ୍ୟ ରଖିବେ ସବୁ ଦଳର ସାଂସଦ

ଆଜିଠାରୁ ରାଜ୍ୟସଭାରେ ଆରମ୍ଭ ହେବ ସମ୍ବିଧାନ ଉପରେ ବିତର୍କ |ଆଜି ଓ କାଲି ସମ୍ବିଧାନର 75 ବର୍ଷ ପୂର୍ତ୍ତି ଉପରେ ବକ୍ତବ୍ୟ ରଖିବେ ସବୁ ଦଳର ସାଂସଦ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରିପାରନ୍ତି ଆଲୋଚନାର ଆରମ୍ଭ। ବିରୋଧୀ ପକ୍ଷରୁ ବିତର୍କ ଆରମ୍ଭ କରିପାରନ୍ତି ବିରୋଧୀ ଦଳ ନେତା…

ଚଳଚ୍ଚିତ୍ର ‘ଘାଟି’ ଆସନ୍ତା ବର୍ଷ ଏପ୍ରିଲ ୧୮ରେ ହେବ ରିଲିଜ୍‌

ଅନୁଷ୍କାଙ୍କ ଆଗାମୀ ଚଳଚ୍ଚିତ୍ର ‘ଘାଟି’ ଆସନ୍ତା ବର୍ଷ ଏପ୍ରିଲ ୧୮ରେ ରିଲିଜ୍‌ ହେବ। ଅନୁଷ୍କା କିପରି ଜଣେ ପୀଡିତା ମହିଳାରୁ ଏକ ଆପରାଧିକ ଗ୍ୟାଙ୍ଗ୍‌ର ମାଷ୍ଟର ମାଇଣ୍ଡ ଭାବେ ପରିଣତ ହେଉଛନ୍ତି, ତାହାକୁ ନେଇ ଏହି ଫିଲ୍ମର କାହାଣୀ ଗତି କରିଛି। ଚଳଚ୍ଚିତ୍ରରେ ଅନୁଷ୍କା ଶତ୍ରୁମାନଙ୍କର ସଂହାର…