Browsing Tag

#metro tv

୭ ଦିନରେ ପ୍ରଦୂଷଣ ସାର୍ଟିଫିକେଟ୍ କରିଥିଲେ ୧୦ ହଜାର ଜରିମାନା ଛାଡ଼ କରାଯିବ

ପ୍ରଦୂଷଣ ସାର୍ଟିଫିକେଟ୍ ନ ଥିଲେ ଗାଡ଼ି ଉପରେ ସିଧାସଳଖ ୧୦ ହଜାର ଜରିମାନା। ଗୋଟେ ଟୋଲ୍ ଗେଟ୍ ଦେଇ ଜଣେ ବ୍ୟକ୍ତି ଯେତେ ଥର ଗାଡ଼ି ନେଇ ଯିବେ ସେତେଥର ଗାଡ଼ି ଉପରେ ୧୦ ହଜାର ଲେଖାଏଁ ଜରିମାନା କରାଯାଉଥିଲା।  ପରିବହନ ବିଭାଗର ଏଭଳି ତୋଗଲକି ନିଷ୍ପତ୍ତିରେ ରୁଦ୍ଧି ହୋଇ ଯାଇଥିଲେ ସାଧାରଣ…

ପୁଣି ସାମାଜିକ ଗଣମାଧ୍ୟମରେ ପ୍ରଘଟ ଶ୍ରୀମନ୍ଦିର ଭିତର ଫଟୋ

ବର୍ଷ ଆରମ୍ଭରୁ ଶ୍ରୀମନ୍ଦିର ଭିତର ଫଟୋ ପୁଣି ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଛି। ମୋହିତ ନାମକ ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦ ବଜାର ଫଟୋ ନିଜ ଇନଷ୍ଟାଗ୍ରାମ୍ ଆଇଡିରେ ଅପଲୋଡ଼ କରି ପ୍ରଘଟ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଆନନ୍ଦ ବଜାର ନିକଟରେ ଛିଡ଼ା ହୋଇ ଯୁବକଜଣକ ଫଟୋ ଉଠାଇଥିବା…

୨୭ରୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଓଜେଇଇ ଆବେଦନ

ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଚଳିତ ମାସ ୨୭ରୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ବିଦ୍ୟାର୍ଥୀ ଅନ୍‌ଲାଇନରେ ଆବେଦନ କରିବେ। ମାର୍ଚ୍ଚ ୨୬ ଆବେଦନର ଶେଷ ତାରିଖ ରହିଛି। ମେ’ ୧୧ରୁ ୧୭ ପର୍ଯ୍ୟନ୍ତ…

ତ୍ବଚାକୁ ଟାଇଟ୍ ରଖିଥାଏ ସୋରିଷ ତେଲ

ନିଜ ବୟସ ଠାରୁ କମ୍ ଦେଖାଯିବା କେବଳ ମହିଳା ମାନଙ୍କର ଇଛା ନଥାଏ, ପୁରୁଷ ମାନଙ୍କର ମଧ୍ୟ ଏହି ଇଛା ରହିଥାଏ । ଯଦି ଆପଣ ବି ନିଜର ବଢୁଥିବା ସୟସକୁ କମ୍ କରିବାକୁ ଚାହୁଁଛନ୍ତି ତ, ଏହି ହଳଦୀଆ ରଙ୍ଗର ଫୁଲ ଆପଣଙ୍କୁ ସାହାଯ୍ୟ କରିପାରିବ । ଆଜ୍ଞା ହଁ ଏହି ହଳଦୀଆ ରଙ୍ଗ ଫୁଲର ନାଁ ହେଉଛି ସୋରିଷ…

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରେ ତିନି ମ୍ୟାଚ୍‌ର ଦିନିକଆ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ ଖେଳିବ ଭାରତ

ଭାରତ ୨୦୨୬ରେ ପ୍ରଥମ ଦ୍ବିପାକ୍ଷିକ ଶୃଙ୍ଖଳା ଖେଳିବାକୁ ଯାଉଛି। ଆଜି ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତ ତିନି ମ୍ୟାଚ୍‌ର ଦିନିକଆ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ ଖେଳିବ। ଟ୍ବେଣ୍ଟି୨୦ ବିଶ୍ବକପ୍‌ ମାସକରୁ କମ୍‌ ସମୟ ଥିବା ବେଳେ ଉଭୟ ଦଳ ଦିନିକିଆ ଶୃଙ୍ଖଳାରୁ କିଛି ପ୍ରମୁଖ ଖେଳାଳିଙ୍କୁ ବିଶ୍ରାମ…

ଥଣ୍ଡାର ଅସହ୍ୟ ପ୍ରକୋପ ଜାରି,୧୮ରୁ କ୍ରମଶଃ ରାତି ତାପମାତ୍ରା ବଢ଼ିବ

ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବ । ପ୍ରାୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ପାରଦ । ଅର୍ଥାତ ଥଣ୍ଡାର ଭୟାନକ ପ୍ରକୋପରୁ ସାମୟିକ ଆଶ୍ୱସ୍ତି ମିଳିବ । ମାତ୍ର ଦୁଇଦିନ ପରେ ଆକାଶ ପୁଣି ମେଘମୁକ୍ତ ହେବା ସହ ବଢ଼ିବ ଥଣ୍ଡାର ପ୍ରକୋପ । କିଛି ଦିନ ଥରାଇବ । ହେଲେ ୧୮ରୁ କ୍ରମଶଃ…

ଆଜିର ରାଶିଫଳ

ମେଷ: ବିପଦକୁ ଏଡାଇବା ବୁଦ୍ଧିମାନର କାର୍ଯ୍ୟ ହେବ । ଆପଣଙ୍କ ମନରେ ଭିତ୍ତିହୀନ ଯୁକ୍ତି ସୃଷ୍ଟି ହେବ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଗୁଡ଼ିକୁ ସମୟସୀମାରେ ସମାପ୍ତ କରିବା ଭଲ ହେବ । ଆୟ ଏବଂ ଖର୍ଚ୍ଚ ସ୍ଥିର ରହିବ । କାମରେ ବାଧା ଦୂର ହେବ । ବାହ୍ୟ ଏବଂ ଆଭ୍ୟନ୍ତରୀଣ ସମର୍ଥନ ପ୍ରବାହିତ ହେବ ।…

ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍ ,ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍ ।  ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ।  ଅତ୍ୟାଧୁନିକ ବସ ଟର୍ମିନାଲ ମଧ୍ୟ ଉଦ୍‌ଘାଟିତ ହୋଇଛି ।  ସମ୍ବଲପୁରବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର …

ବାଂଲାଦେଶରେ ସଂଖ୍ୟାଲଘୁଙ୍କ ବିରୋଧରେ ହିଂସା ଥମିବା ପରିବର୍ତ୍ତେ ବଢ଼ିଚାଲିଛି ,ଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ…

ବାଂଲାଦେଶରେ ସଂଖ୍ୟାଲଘୁଙ୍କ ବିରୋଧରେ ହିଂସା ଥମିବା ପରିବର୍ତ୍ତେ ବଢ଼ିଚାଲିଛି । ଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି । ଗୁରୁବାର (ଜାନୁଆରୀ ୮ , ୨୦୨୬) ସୁନମଗଞ୍ଜ ଜିଲ୍ଲାରେ ଜୟ ମହାପାତ୍ରଙ୍କ ଜୀବନ ଯାଇଛି । ପୀଡିତାଙ୍କ ପରିବାର ଅଭିଯୋଗ କରିଛନ୍ତି ଯେ, ଜଣେ…

ମହିଳା ପ୍ରିମିୟର ଲିଗ୍‌ – ମୁମ୍ବଇ ଇଣ୍ଡିଆନ୍‌ସକୁ ପରାସ୍ତ କଲା ବେଙ୍ଗାଲୁରୁ

ମହିଳା ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ) ଚତୁର୍ଥ ସଂସ୍କରଣ-୨୦୨୬ ଆରମ୍ଭ ହୋଇଛି। ଶୁକ୍ରବାର ନବି ମୁମ୍ବଇର ଡି ୱାଇ ପାଟିଲ ଷ୍ଟାଡ଼ିୟମରେ ଖେଳାଯାଇଥିବା ଉଦ୍‌ଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩ ୱିକେଟରେ ମୁମ୍ବଇ ଇଣ୍ଡିଆନ୍‌ସକୁ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି। ମୁମ୍ବଇ…