ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼,ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO ସଂଗ୍ରାମ ବେହେରା
ଏବେ ସଂଗ୍ରାମ ବେହେରାଙ୍କ ଆତ୍ମସମର୍ପଣ ଏହି ପାଞ୍ଚ ବର୍ଷ ପୁରୁଣା ବହୁଚର୍ଚ୍ଚିତ ମାମଲାକୁ ପୁଣିଥରେ ଚର୍ଚ୍ଚାକୁ ଆଣିଛି । ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼ । ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO । ଏସଡିଜେଏମ କୋର୍ଟରେ ସଂଗ୍ରାମ ବେହେରାଙ୍କ ସରେଣ୍ଡର । ଜାମିନ…