Browsing Tag

#metro tv

ମହାରାଷ୍ଟ୍ରରେ ଶପଥ ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି ।…

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଟିମ୍ ଇଣ୍ଡିଆ

ଆଡିଲେଡ୍ ଟେଷ୍ଟରେ ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି । ଏହି ଦିବାରାତ୍ର ଟେଷ୍ଟ ମ୍ୟାଚରେ  ଖାତା ଖୋଲିବା ପୂର୍ବରୁ ପାଭିଲିୟନକୁ ଫେରିଲେ ଓପନର ଯଶସ୍ବୀ ଯଶଓ୍ବାଲ । ଆଜି ମିଡିଲ ଅର୍ଡରରେ ପଡିଆକୁ ଓହ୍ଲାଇବେ କ୍ୟାପଟେନ୍ ରୋହିତ ଶର୍ମା । ଏହି ମ୍ୟାଚ ଦେଖିବାକୁ…

ଭିଜିଲାନ୍ସ ଜାଲରେ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍ ରେବତୀ ରମଣ ଯୋଶୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ସମ୍ବଲପୁର, ବରଗଡର ୯ଟି ସ୍ଥାନରେ ଚଢଉ ହୋଇଛି ।  ସରକାରୀ ବାସଭବନ , ଅଫିସ ଓ ସମ୍ବଲପୁର ଅଇଁଠାପାଲି ଘରେ ଚାଲିଛି ରେଡ୍  । ସମ୍ବଲପୁର ଡିୟର ପାର୍କ ନିକଟରେ ଥିବା…

ଆଜି ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ରାଷ୍ଟ୍ରପତି

ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ଚତୁର୍ଥ ଥର ପାଇଁ ଆସୁଥିବା ବେଳେ ପ୍ରଥମ ଥର ନିଜ ଜନ୍ମମାଟି କୁସୁମୀ ବ୍ଲକ ଅନ୍ତର୍ଗତ "ଉପରବେଡା" ଗ୍ରାମକୁ ଯିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ମଧ୍ୟ ହୋଇଛି । ଛୋଟବେଳେ ପାଠ ପଢୁଥିବା ସ୍କୁଲ 'ଉପରବେଡା ସରକାରୀ ଉଚ୍ଚ…

ଆଜି ପାଇଁ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ରରେ ବିଜେପି ନେତା ଦେବେନ୍ଦ୍ର ଫଡନାବିସ୍ ମୁଖ୍ୟମନ୍ତ୍ରୀ ଭାବେ ଗତକାଲି ଶପଥ ଗ୍ରହଣ କରିଛନ୍ତି। ଏଣେ ଆଜି  ଡିସେମ୍ବର ୬କୁ  ମୁମ୍ବାଇ ଏବଂ ଉପାନ୍ତ ଅଞ୍ଚଳ ପାଇଁ ରାଜ୍ୟ ସରକ‌ାର ଛୁଟି ଘୋଷଣା କରିଛନ୍ତି। ଆଜି ଚୈତ୍ୟ ଭୂମିରେ ଡକ୍ଟର ବି.ଆର. ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ…

ଭୁମିକମ୍ପରେ ଥରିଲା ଆମେରିକାର କାଲିଫର୍ଣ୍ଣିଆ

ଭୁମିକମ୍ପରେ ଥରିଲା ଆମେରିକାର କାଲିଫର୍ଣ୍ଣିଆ। ସ୍ଥାନୀୟ ସମୟ ୧୨ଟା ୪୦ ମିନିଟରେ ଭୁମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରେକର୍ଡ କରାଯାଇଛି । ଏହି ଶକ୍ତିଶାଳୀ ଭୂକମ୍ପର କେନ୍ଦ୍ରସ୍ଥଳ ଫର୍ନଡେଲଠାରୁ ପାଖାପାଖି ୧୦୦ କିଲୋମିଟର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ବୋଲି ଜଣାପଡ଼ିଛି ।…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ, ଜନ୍ମମାଟିକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ, ଜନ୍ମମାଟି ମୟୁରଭଞ୍ଜକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ । ସକାଳ ୯ଟାରେ ରାଜଭବନରୁ ବାହାରି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ…

ବିବାହ କଲେ ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ହାଇଦ୍ରାବାଦର ଅନ୍ନପୂର୍ଣ୍ଣା ଷ୍ଟୁଡିଓରେ ଏହି ଷ୍ଟାର୍‌ କପଲଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହରେ ଫିଲ୍ମ ଜଗତର ବହୁ ବିଶିଷ୍ଟ ବ୍ୟକ୍ତଙ୍କ ସହ ନାଗା ଓ ଶୋଭିତାଙ୍କ ପରିବାରବର୍ଗ,…

ଭାରତୀୟ ସ୍ଥଳସେନାର ବ୍ରିଗେଡିଅର ହେଲେ କୋରାପୁଟର ସଞ୍ଜୟ

କୋରାପୁଟ ମାଟିର ପୁଅ କର୍ଣ୍ଣେଲ ସଞ୍ଜୟ ମହାନ୍ତି ଭାରତୀୟ ସେନାରେ ବ୍ରିଗେଡିୟର ଭାବେ ପଦୋନ୍ନତି ପାଇବା ପରେ ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଉତ୍ପାଦନ ବିଭାଗ ହାଇଦ୍ରାବାଦ ମୁଖ୍ୟ ପଦବୀରେ ଅବସ୍ଥାପିତ ହୋଇଛନ୍ତି ଏବଂ ସମସ୍ତ ପ୍ରତିରକ୍ଷା ଉପକରଣ ଏବଂ ଷ୍ଟୋର୍ଗୁଡ଼ିକର ଗୁଣବତ୍ତା…

ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡନାବୀସ। ମହାରାଷ୍ଟ୍ର ରାଜ୍ୟପାଳ ସି. ପି. ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ତାଙ୍କ ସହ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର…