୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ
ବ୍ୟାଙ୍କିଙ୍ଗ୍ ଶିଳ୍ପରେ ୫-ଦିନିଆ କାର୍ଯ୍ୟ ସପ୍ତାହ କାର୍ଯ୍ୟକାରୀ କରିବା ଏବଂ ଅନ୍ୟ ସବୁ ଶନିବାରଗୁଡ଼ିକୁ ଛୁଟିଦିନ ଭାବରେ ଘୋଷଣା କରିବା ପାଇଁ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ(ୟୁଏଫ୍ବିୟୁ) ପକ୍ଷରୁ ଦାବି କରାଯାଇ ୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି। ପ୍ରତି ମାସର ୨ୟ ଏବଂ…