ଆଜି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ହେମନ୍ତ ସୋରେନ୍
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଗୁରୁବାର ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ବୁଧବାର ରାଞ୍ଚତ୍ସ୍ଥିତ ମୋରହାବାଦି ମୈଦାନରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ହେମନ୍ତଙ୍କୁ…