ରିଲ୍ସ କରିବା ପଡ଼ିଲା ମହଙ୍ଗା, ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି
ରିଲ୍ସ କରିବା ପଡ଼ିଲା ମହଙ୍ଗା। ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି। ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରୁଥିଲେ। ଗାଡ଼ି ଜବତ ସହ ଜାରିମାନା କଲା ଆରଟିଓ । ଜଣେ ଯୁବତୀ ବିନା ହେଲମେଟରେ ବେପରୁଆ ଭାବେ ଗାଡ଼ି ଚଳାଇବା ସହ ରିଲ୍ସ କରୁଥିବା ନେଇ ନାରାୟଣ…