Browsing Tag

#metro tv

ଆସିଲା ରତ୍ନ ଭଣ୍ଡାର ଜିପିଆର୍‌ ସର୍ଭେ ରିପୋର୍ଟ

ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେଲା ରତ୍ନ ଭଣ୍ଡାର ଜିପିଆର୍‌/ ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବାପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । 45 ପୃଷା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି ।  …

ବିଜୟ ପରେ କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଉ ଏକ ଐତିହାସିକ ବିଜୟ ଉତ୍ସବ ପାଇଁ ଏକାଠି ହୋଇଛୁ। ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ…

ସରିଲା ଐତିହାସିକ ବାଲିଯାତ୍ରା

ଐତିହାସିକ ବାଲିଯାତ୍ରାରେ ଶନିବାର ଶେଷ ଦିବସରେ ଜନ ସମାଗମ ହେବା ନେଇ ଢେର ଆଗରୁ ବାରି ହୋଇପଡ଼ୁଥିଲା। ଫଳରେ ଯାତ୍ରା ପଡ଼ିଆରେ ଲକ୍ଷାଧିକ ଲୋକ ଫସି ଯାଇଥିଲେ। ଏପରି ସ୍ଥିତି ହୋଇଥିଲା ଯେ, ଯାତ୍ରାକୁ ଆସୁଥିବା ଗାଡ଼ିଗୁଡ଼ିକୁ ବିଭିନ୍ନ ଛକମାନଙ୍କରେ ଅଟକାଇ ରଖିବାକୁ ପୁଲିସ ବାଧ୍ୟ ହୋଇଥିଲା।…

ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ଆଜି ମିଳିବ ଟଙ୍କା

ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ କାରଣରୁ ‘ସୁଭଦ୍ରା’ରୁ ବାଦ୍‌ ପଡ଼ିଥିବା ୨…

ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ସୁନ୍ଦରଗଡ଼ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଇବେ । ଏଥିପାଇଁ ସୁନ୍ଦରଗଡ଼ରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ତେବେ ଆବେଦନ କରି ବିଭିନ୍ନ କାରଣରୁ ବାଦ…

ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି ସରକାର

ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତଦନୁସାରେ ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସ୍‌ଆଇ…

ଜାଣନ୍ତୁ କେଉଁ ରାଶିରେ ବ୍ୟବସାୟ କ୍ଷେତ୍ରରେ ସୁଫଳ ମିଳିବ ?

ମେଷ : ଆଜି ଗଜକେଶରୀ ଯୋଗ ହେତୁ କାର୍ଯ୍ୟସିଦ୍ଧି, ବନ୍ଧୁମିଳନ ସାଙ୍ଗକୁ ଆନନ୍ଦ ଉଲ୍ଲାସ ମଧ୍ୟରେ ଦିନଟି କଟାଇବେ। ଭୂମି ସମ୍ବନ୍ଧିତ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ବାସ୍ଥ୍ୟ ଉନ୍ନତ ସ୍ଥିତିରେ ରହିବ। ସୀମାହୀନ ଧୈର୍ଯ୍ୟ ପ୍ରଭାବରେ ଅସାଧ୍ୟ ସାଧନ କରିବେ। ଶତ୍ରୁତା କରୁଥିବା…

ଆଜି ଆଇପିଏଲ୍‌ର ମେଗା ଖେଳାଳି ନିଲାମ

ଆଇପିଏଲ୍‌ର ମେଗା ଖେଳାଳି ନିଲାମ ରବିବାରଠାରୁ ସାଉଦି ଆରବର ଜେଦା ସହରସ୍ଥିତ ଆବାଦି ଅଲ୍‌ ଜୋହର୍‌ ଏରିନାରେ ଅନୁଷ୍ଠିତ ହେବ। ଏହି ମେଗା ନିଲାମ ପାଇଁ ଆସିଥିବା ଆବେଦନଗୁଡ଼ିକରୁ ୫୭୭ ଜଣ ଖେଳାଳିଙ୍କୁ ବଛାଯାଇଛି। ଗତ ସଂସ୍କରଣରେ ଖେଳିଥିବା ଖେଳାଳିଙ୍କ ମଧ୍ୟରୁ ୪୬ ଖେଳାଳିଙ୍କୁ ବିଭିନ୍ନ…

ବଢିବ ଥଣ୍ଡାର ପ୍ରକୋପ

ଆଗାମୀ ୪ ଦିନ ପାଇଁ ରାଜ୍ୟରେ ମୁଖ୍ୟତଃ ଶୁଖିଲା ରହିବ ପାଗ ରହିବ। ୨ ଦିନ ଯାଏ  ରାଜ୍ୟରେ ତାପମାତ୍ରାରେ ବିଶେଷ  ପରିବର୍ତ୍ତନ  ହେବାର ନାହିଁ। ପରେ ଅର୍ଥାତ ଦୁଇ ଦିନ ପରେ ୨ ରୁ ୪ ଡିଗ୍ରୀ  ତାପମାତ୍ରା ହ୍ରାସ ପାଇବ ଆଉ ବଢ଼ିବା  ଥଣ୍ଡାର ପ୍ରକୋପ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ଜାନୁଆରିରେ ଆସୁଛି ବର୍ଷାଙ୍କ “WIFE”

ସୁରକ୍ଷା-ସମ୍ମାନ-ସଂସ୍କୃତି ଆଉ ସହନଶୀଳତା । ଏଇ 4 ଫଣ୍ଡାକୁ ନେଇ ବର୍ଷା ଆସୁଛନ୍ତି ୱାଇଫ୍ ହୋଇ । ପୁଣି ଥରେ ବର୍ଷାଙ୍କ ଫିଲ୍ମର ଗୀତ ମାର୍କେଟରେ ଧୂମ୍ ମଚାଇବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଜାନୁଆରୀ ମାସରେ ଫିଲ୍ମ ରିଲିଜ୍ ନେଇ ନିଜେ ଘୋଷଣା କରିଛନ୍ତି ବର୍ଷା। ଫିଲ୍ମର କାହାଣୀକୁ…