Browsing Tag

#metro tv

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଲଘୁଚାପରେ ପରିଣତ ହେବା…

ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି

ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଶ୍ରୀଜୀଉଙ୍କ ପଞ୍ଚୁକ ନୀତି। ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ସ୍ବତନ୍ତ୍ର ବେଶ । କାର୍ତ୍ତିକ ମାସ ଆରମ୍ଭରୁ ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ ୧୨ ତାରିଖରେ ହେବ ଲକ୍ଷ୍ମୀନାରାୟଣ ବେଶ। ୧୩ରେ ବାଙ୍କଚୂଡ଼ା ବେଶ, ୧୪ରେ…

ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଲାଇନଚ୍ୟୁତ

ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା । ହାୱଡା ନାଲପୁର ନିକଟରେ ସାଲିମାର ସୁପରଫାଷ୍ଟ ଟ୍ରେନ ଲାଇନଚ୍ୟୁତ ହୋଇଛି । ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ…

ବାପା ହେବେ କେଏଲ ରାହୁଲ

ବଲିଉଡ ଅଭିନେତ୍ରୀ ଆଥିୟା ସେଟ୍ଟୀ ଏବଂ କ୍ରିକେଟର କେଏଲ ରାହୁଲଙ୍କ ଘରକୁ ଆସିବାକୁ ଯାଉଛି ବଡ ଖୁସି ଖବର। ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଅଭିନେତ୍ରୀ ତାଙ୍କର ପ୍ରେଗ୍ନେନ୍ସି ଘୋଷଣା କରିଛନ୍ତି। ଦୁହେଁ ଏକ ଫଟୋ ଶେୟାର କରି ଲେଖିଛନ୍ତି, ”ଆମର ଅତିସୁନ୍ଦର ଆଶୀର୍ବାଦ ଖୁବଶୀଘ୍ର ଆସୁଛି, ୨୦୨୫।”…

ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ

ପ୍ରଥମ ଭାରତୀୟ ଭାବେ ସଂଜୁ ସାମସନ୍‌ କ୍ରମାଗତ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ଶତକ ହାସଲ କରିବା ପରେ ସ୍ପିନ୍‌ରଙ୍କ କମାଲ କାରଣରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସଂଜୁ ୫୦ ବଲ୍‌ରୁ ୧୦୭ ରନ୍ ସଂଗ୍ରହ କରିବା ପରେ ବରୁଣ ଚକ୍ରବର୍ତୀ, ରବି ବିଷ୍ଣୋଇ ପ୍ରତ୍ୟେକ ୩…

ଆଜିର ରାଶିଫଳ

ମେଷ : ଆଜି ପ୍ରିୟଜନମାନଙ୍କ ସାନ୍ନିଧ୍ୟ ସାଙ୍ଗକୁ ପାରିବାରିକ ସମ୍ପର୍କ ଅତୁଟ ରହିବ। ଦ୍ୱିଜା ନକ୍ଷତ୍ର ସକାଶେ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ସୁଖି…

କଟକର କଲେଜ ଛାତ୍ରୀଙ୍କୁ ବ୍ଲାକମେଲ ପରେ ଗଣଦୁଷ୍କର୍ମ ଅଭିଯୋଗ

 କଟକର ଜଣେ କଲେଜ ଛାତ୍ରୀଙ୍କୁ ବାରମ୍ବାର ଗଣଦୁଷ୍କର୍ମ । ଘଟଣାରୁ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।  ଛାତ୍ରୀଙ୍କ ନଗ୍ନ ଭିଡିଓ ଦେଖାଇ କଲେଜ ଛାତ୍ରୀଙ୍କ ବନ୍ଧୁ ଏବଂ ଅନ୍ୟ କିଛି ଲୋକ ତାଙ୍କୁ ବ୍ଲାକମେଲ୍ କରିବା ସହ ପୁରୀଘାଟର ଏକ କାଫେରେ ଗଣଦୁଷ୍କର୍ମ କରିଛନ୍ତି। ଏହି…

ଭୁବନେଶ୍ବରରେ ସାମ୍ନାକୁ ଆସିଲା ଲଭଜିହାଦ!

ସୋସିଆଲ ମିଡିଆରେ ନାମ ବଦଳାଇ ଯୁବତୀଙ୍କ ସହ ବନ୍ଧୁତା କଲେ ମନସୁର । ପରେ ଯୁବତୀଙ୍କ ସହ ସଂପର୍କ ବଢ଼ାଇ ଫଟୋ ନେଲେ । ତାପରେ ବିବାହ କରିବାକୁ କହି ବ୍ଲାକ୍ ମେଲ କଲେ । ଧର୍ମ ବଦଳାଇବାକୁ କହିଲେ । ଏହା ପରେ ଟଙ୍କା ମାଗି ବ୍ଲାକ୍ ମେଲ୍ କରୁଥିଲେ ମନସୁର ।  ଏପରି ଘଟଣା ଘଟିଛି…

ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦୀ

ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ୯୭ବର୍ଷରେ ପାଦ ଥାପିଥିବା ଲାଲକୃଷ୍ଣ ଆଡଭାନୀ ୧୯୨୭ ମସିହା ନଭେମ୍ବର ୮ ତାରିଖରେ ପାକିସ୍ତାନର କରାଚୀରେ ଜନ୍ମଗ୍ରହଣ କରିଥିଲେ । ସେ ୨୦୦୨ରୁ…

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଜମ୍ମୁ-କଶ୍ମୀରର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀର କିଶ୍ଟୱାଡା ଗ୍ରାମ ପ୍ରତିରକ୍ଷା କମିଟିର ୨ ଜଣ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଥିଲେ। ଉଭୟ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ କିଶ୍ଟୱାଡା ଲୋକମାନେ ଅଧିକ…