ଜାଣନ୍ତୁ ଆଜି ଧନତେରାସରେ କେଉଁ ରାଶିରେ କଣ ରହିବ ସମଭାବନା |
ମେଷ : କୃତ୍ତିକା ନକ୍ଷତ୍ର ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। କାମ ହାସଲରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି କିନ୍ତୁ କରଜକୁ କେନ୍ଦ୍ରକରି କଳହ ଲାଗିପାରେ। ସାଧାରଣ କଥାରେ ଭ୍ରାତୃ…