Browsing Tag

#metro tv

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୦ଷ୍ଟାର ପ୍ରଚାରକ

ଝାରଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଜେ.ପି ନଡ୍ଡା, ରାଜନାଥ ସିଂହ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ସିଲିଣ୍ଡର ବିସ୍ଫୋରଣରେ ଗୁରୁତର ହେଲେ ମିଳିବ କ୍ଷତିପୂରଣ

ରୋଷେଇ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଗୁରୁତର ଆହତ ହୋଇ ୫୦ ପ୍ରତିଶତ ଶାରୀରିକ ଅକ୍ଷମ ହେଉଥିବା ବ୍ୟକ୍ତିଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବେ ବୀମା କମ୍ପାନୀ । ଏକ ମାମଲାର ଶୁଣାଣି କରି ଏପରି ଗୁରୁତ୍ବପୁର୍ଣ ରାୟ ଦେଇଛନ୍ତି ହାଇକୋର୍ଟ । ରୋଷେଇ ଗ୍ୟାସ ସିଲିଣ୍ଡର…

ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଯୋଗୁଁ ୪ ସରକାରୀ କର୍ମଚାରୀ ନିଲମ୍ବିତ

ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା…

ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରଶଂସା ସାଉଣ୍ଟିଲେ ଆଶା ଦିଦି ଶିବାନୀ

ବାତ୍ୟା ‘ଦାନା’ ଓଡ଼ିଶାରେ ମାଡ଼ ହେବା ପୂର୍ବରୁ ପ୍ରଭାବିତ ଜିଲ୍ଲାଗୁଡ଼ିକ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯାଇଥିଲା। ଏହି ସ୍ଥାନାନ୍ତରଣ କାର୍ଯ୍ୟରେ ସାମିଲ ହୋଇଥିବା କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ଏବେ ରାଜ୍ୟବ୍ୟାପୀ…

ବାତ୍ୟା ଅଞ୍ଚଳରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ

ବାତ୍ୟା ପ୍ରଭାବିତ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଧନ ସିଂହଦେଓ  । ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚୁଆ ଓ ବଗପାଟିଆରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ  । ବାତ୍ୟା ଦାନା ସ୍ଥଳଭାଗ ଅତିକ୍ରମ କରିବାବେଳେ କେନ୍ଦ୍ରାପଡ଼ା…

ନଭେମ୍ବର ୨୯ରେ ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ଯ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ। ଏହି ଅବସରରେ…

ନୂଆବର୍ଷରେ ରିଲିଜ୍ ହୋଇପାରେ ‘ଦାହାନ୍’

‘ପ୍ରତୀକ୍ଷା‘, ‘ତ୍ରିକନ୍ୟା’ ଓ ‘କର୍ମ’ ପରେ ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ତାଙ୍କର ନୂଆ ସିନେମା ‘ଦାହାନ୍’କୁ ନୂଆବର୍ଷରେ ରିଲିଜ୍ କରିବାର ଯୋଜନା କରିଛନ୍ତି। ଅମୀୟ ପଟ୍ଟନାୟକ ପ୍ରଡକସନ୍ ବ୍ୟାନରରେ ନିର୍ମିତ ‘ଦାହାନ୍’ ତାଙ୍କର କାହାଣୀ ଉପରେ…

ଦିଲ୍ଲୀରେ ନିଶ୍ବାସ ନେବା କଷ୍ଟ

ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢ଼ିଚାଲିଛି । କିଛି ଦିନ ପୂର୍ବରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୁଡ ମର୍ଣ୍ଣିଂ ଓ୍ବାକ୍ କରିବାକୁ ଭୟ ଲାଗୁଥିବା କହିଥିଲେ । ଏବେ  ଅଧିକାଂଶ ଦିଲ୍ଲୀ ବାସିନ୍ଦା ନିଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା କହିଲେଣି। ପ୍ରଦୂଷଣ ପାଇଁ ପ୍ରଧାନ…

ପାକିସ୍ତାନକୁ ଚେତାବନୀ ଦେଲେ ଫାରୁକ୍ ଅବଦୁଲ୍ଲା

ଜମ୍ମୁ କଶ୍ମୀର ନ୍ୟାସନାଲ କନଫରେନ୍ସ (ଜେକେଏନ୍‌ସି) ମୁଖ୍ୟ ଫାରୁକ ଅବଦୁଲ୍ଲା  ଆଜି ପାକିସ୍ତାନକୁ ଭର୍ତ୍ସନା କରି କହିଛନ୍ତି ଯେ କଶ୍ମୀରରେ ଆତଙ୍କବାଦର ପ୍ରସାର ପାଇଁ ଏହା ଯେତେ ଉଦ୍ୟମ କଲେ ମଧ୍ୟ ସ୍ଥାନୀୟ ଲୋକେ ପାକିସ୍ତାନର ଅଂଶ ହେବାକୁ କଦାପି ଚାହିବେ ନାହିଁ। ଏବେ ଜମ୍ମୁ କଶ୍ମୀରରେ…

ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ମିଳିଛି ଏକ ବଡ଼ ଆଶ୍ବସ୍ତି

ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ବସ୍ତି ମିଳିଛି |୨୦୨୦ରେ ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଜୀବନ ହାରିବା ପରେ ରିୟା ଓ ତାଙ୍କ ପରିବାର ବିରୋଧରେ ଅଭିଯୋଗ କରିଥିଲେ ସୁଶାନ୍ତଙ୍କ ପରିବାର |ଉକ୍ତ ଘଟଣାରେ, ଅଭିନେତ୍ରୀ, ତାଙ୍କ ଭାଇ…