Browsing Tag

#metro tv

ଦାନା’ର ପ୍ରଭାବ ପ୍ରାୟ ୧୯ଟି ଜିଲ୍ଲା ଉପରେ ପଡ଼ିଛି: ଆସିଲା ବନ୍ୟା ଭୟ

ଦାନା’ର ପ୍ରଭାବ ପ୍ରାୟ ୧୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ସଂପର୍କିତ  ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି।…

‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ: ସ୍ଥଳ ଭାଗ ଛୁଇଁଲା

ବାତ୍ୟା ‘ଦାନା’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହୋଇ ସ୍ଥଳଭାଗରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭିତରକନିକା ଓ ଧାମରା ମଝିରେ ଏହା ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି ରହିବ।ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି…

୩,୬୨,୦୦୦ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଛି

ଜିରୋ କାଜୁଆଲଟି ଆମ ଲକ୍ଷ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଲୋକସେବା ଭବନରେ SRC, ରାଜସ୍ବମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ବାତ୍ୟା ଦାନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଉଛି, ଏବେ ଯାଏଁ ୩ ଲକ୍ଷରୁ…

ଭୁବନେଶ୍ୱର ବିମାନ ବନ୍ଦରରେ ବୋମା ଆତଙ୍କ

ଭୁବନେଶ୍ୱର ବିମାନ ବନ୍ଦରରେ ବୋମା ଆତଙ୍କ । ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍ । ଧମକପୂର୍ଣ୍ଣ କଲ୍ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ ଜାରି ହୋଇଛି । ବିମାନ ବନ୍ଦରରେ କଡାକଡି ଯାଞ୍ଚ କରାଯାଉଛି । ସେହିପରି ଝାରସୁଗୁଡା ବିମାନବନ୍ଦରରେ ମଧ୍ୟ…

ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର  କାର୍ଯ୍ୟକୁ  ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।  ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ…

ପାରାଦୀପ ଠାରୁ ୧୫୦ କି.ମି ଦୂରରେ ବାତ୍ୟା ଦାନା

ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କି.ମି ଦୂରରେ ବାତ୍ୟା । ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି । ସାଗର ଦ୍ବୀପର…

ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ

୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ତେବେ ତେବେ ଏହି ସମୟରେ ସେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଓ ଚାଇନା…

ଅଭିଷେକ କାହିଁକି ଐଶ୍ୱର୍ଯ୍ୟାଙ୍କ ସହ ଦେଖାଯାଉନାହାଁନ୍ତି ?

କିଛି ଦିନ ଧରି ବଚ୍ଚନ ପରିବାରରେ କଣ ଘଟୁଛି ତାକୁ ନେଇ ଚର୍ଚା ହେଉଛି । କୁହାଯାଉଛି ଅଭିଷେକ ଓ ଐଶ୍ବର୍ଯ୍ୟାଙ୍କ ସଂପର୍କରେ ଫାଟ ସୃଷ୍ଟି ହୋଇଛି । ଏବେ ଏକ ଫଟୋ ଭାଇରାଲ ହେଉଛି । ଏଥିରେ ଐଶ୍ବର୍ଯ୍ୟାଙ୍କ ପରିବାର ଅଭିଷେକ ନାହାଁନ୍ତି । ଏକ ଜନ୍ମଦିନ ପାର୍ଟିରେ ଯୋଗ ଦେଇଥିଲେ, ଯାହାର ଫଟୋ…

ଚଢା ଦରରେ ବିକ୍ରି ହେଉଥିଲେ ଫୋନ୍ କରନ୍ତୁ

ଯଦି ବେପାରୀ କଳାବଜାରୀ କରୁଛନ୍ତି ତେବେ ଫୋନ କରନ୍ତୁ । ସରକାର ଜାରି କରିଛନ୍ତି ଫୋନ ନମ୍ବର ।  ଅତ୍ୟାବଶ୍ୟକ ସାମଗ୍ରୀର ଦରରେ ଅହେତୁକ ବୃଦ୍ଧି ଅଭିଯୋଗ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି ହେଲା ହେଲ୍‌ପ ଲାଇନ୍‌ ନମ୍ବର। ୦୬୭୪-୨୩୯୬୨୨୭ରେ ଅଭିଯୋଗ କରିପାରିବେ…

ପ୍ରଚାର ଆରମ୍ଭ କଲେ ପ୍ରିୟଙ୍କା

ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା । ଏଥିନିମନ୍ତେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୱାୟନାଡ ଲୋକସଭା ସିଟ୍‌ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା । ପ୍ରିୟଙ୍କାଙ୍କ ନାମାଙ୍କନ ଦାଖଲ…