Browsing Tag

#metro tv

ହେଲପଲାଇନ୍ ନମ୍ବର ଜାରି କଲେ ବିଜେଡି ଓ ବିଜେପି

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରାଜନୀତି ସରଗରମ ହୋଇଛି । ବାତ୍ୟା ଦାନା ପାଇଁ ରାଜ୍ୟର ଦୁଇ ପ୍ରମୁଖ ଦଳ ନିଜ ନିଜର ହେଲପ ଲାଇନ ନମ୍ବର ଜାରି କରିଛନ୍ତି ।  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଛନ୍ତି । କହିଛନ୍ତି ସଜାଗ ରହି…

କିଏ ହେବ ମହିଳା ଆୟୋଗ ଅଧ୍ୟକ୍ଷା ?

ରାଜ୍ୟର ମୋହନ ମାଝୀ ସରକାର ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ବରଖାସ୍ତ କରିବା ପରେ କିଏ ନୂଆ ଅଧ୍ୟକ୍ଷା ହେବେ ତାକୁ ନେଇ ରାଜନୀତି ଜୋର ଧରିଛି । ଏହି ବଡ଼ ପଦବୀରେ ବିଜେଡିର କେଉଁ ମହିଳା ନେତ୍ରୀଙ୍କୁ ଦାୟିତ୍ବ ଦିଆଯାଉଛି ତାହାକୁ ଅପେକ୍ଷା କରିଛନ୍ତି ରାଜ୍ୟବାସୀ ।…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଆପଣଙ୍କ ଅଭିଳାଷ ପୂର୍ଣ୍ଣତା ଲାଭ କରିବ। କାର୍ଯ୍ୟସିଦ୍ଧି ଘଟିବା ସହ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଦୂରାଗତ ବନ୍ଧୁଙ୍କ ସମସ୍ୟା ସମାଧାନ ପାଇଁ କିଛି କରିବାକୁ ପଡ଼ିବ। ଆଲୋଚନା, ଆନୁଷ୍ଠାନିକ କାମ, ମଜା ମଉଜର ପରିସରରୁ…

ମାଓବାଦୀ ବୋମା ବିସ୍ଫୋରଣ ଯୋଜନାକୁ ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ କୋଣ୍ଡାକାମ୍ବେରୁ ସଂରକ୍ଷିତ ଜଙ୍ଗଲରେ କୋମ୍ବିଂ ସମୟରେ ଅଣ୍ଡ୍ରାପାଲ୍ଲୀ…

ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଦୀର୍ଘ ୫ ବର୍ଷ  ପରେ ଆଜି ପ୍ରଥମ ଥର ପାଇଁ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ୨୦୨୦ ମସିହାରୁ ସାମରିକ ବିବାଦରେ ଫସି ରହିଥିବା ଭାରତ-ଚୀନ୍‌ ମଧ୍ୟରେ ଦୁଇଦିନ ତଳେ  ଏକ ବଡ଼ ସୀମା ବୁଝାମଣା  ହୋଇଥିବା ବେଳେ…

ଓଡ଼ିଶାରେ UG, PG ପାଠ୍ୟକ୍ରମ ପଢ଼ୁଥିଲେ ପାଇବେ ଛାତ୍ରବୃତ୍ତି

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । UG ,PG, ବୈଷୟିକ/ବୃତ୍ତିଗତ ପାଠ୍ୟକ୍ରମ ପଢ଼ୁଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଆରମ୍ଭ ହେଲା ଅନଲାଇନ୍‌ ଆବେଦନ ପ୍ରକ୍ରିୟା । ଏହି ଛାତ୍ର ବୃତ୍ତି…

ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା ପାଇଁ ନିର୍ଦେଶ ଦେଲେ ମନମୋହନ ସାମଲ

ବାତ୍ୟା ‘ଦାନା’ର ପ୍ରଭାବ ଓଡିଶା ଉପରେ ପଡିବ ବୋଲି ଆକଳନ କରାଯାଇଛି । ଆମେ ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା । ଏହି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଓ ପ୍ରସ୍ତୁତି ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ପ୍ରଶାସନ, ସରକାର, ଅଗ୍ନିଶମ, ଏନଡିଆରଏଫ, ଏସଡିଆରଏଫ ଉଦ୍ଧାରକାରୀ ଦଳ…

ମହିଳା ମାଓବାଦୀ କଲେ ଆତ୍ମସମର୍ପଣ

କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ ଛତିଶଗଡ଼ ରାଜ୍ୟ ସୁକ୍‌ମା ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେଇ ବୁଧବାର ଅପରାହ୍ନରେ ଭବାନୀପାଟଣାସ୍ଥିତ କଳାହାଣ୍ଡି ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ଖବରଦାତା…

ଜାଣନ୍ତୁ କେଉଁ ୪ଜିଲ୍ଲାରେ ବାତ୍ୟା ରଚିବ ତାଣ୍ଡବ ?

ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ । କାଲି ରାତିରୁ ୨୫ ପୂର୍ବାହ୍ଣ ଯାଏ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର | ବାତ୍ୟା ପାଇଁ OAS ପ୍ରିଲିମ ପରୀକ୍ଷା ସ୍ଥଗିତ…

କାଜାନଠାରେ ଆରମ୍ଭ ହେଲା ବ୍ରିକ୍ସ ସମିଟ୍

ରୁଷର କାଜାନଠାରେ ବ୍ରିକ୍ସ ସମିଟ୍ ଆରମ୍ଭ ହୋଇଛି। ସମିଟର ଆରମ୍ଭରେ ରୁଷ୍ ୟୁକ୍ରେନ ଯୁଦ୍ଧକୁ ନେଇ ରାଷ୍ଟ୍ରପତି ପୁଟିନଙ୍କୁ ପୁଣି ଥରେ ଶାନ୍ତିର ସନ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯୁଦ୍ଧ ସମାଧାନ ନୁହେଁ ଶାନ୍ତି ଦ୍ବାରା ହିଁ ସମାଧାନର ବାଟ ବାହାରି ପାରିବ ବୋଲି ପୂର୍ବରୁ ମଧ୍ୟ…