Browsing Tag

#metro tv

ବାତ୍ୟାରେ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ କଲେ ଯିବେ ଜେଲ!

୨୩ରେ ବାତ୍ୟା ଆସୁଛି । ବାତ୍ୟା ଖବର ଶୁଣୁ ଶୁଣୁ କଳାବଜାରୀମାନେ ବିଭିନ୍ନ ସାମଗ୍ରୀର ଦର ବଢ଼ାଇଦେଇଛନ୍ତି । ବିଶେଷ କରି ଖାଦ୍ୟଦ୍ରବ୍ୟ ଦାମ ଅହେତୁକ ବୃଦ୍ଧି ପାଇଛି । ୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ଥିବାରୁ ପରିବା ଦର ହୁ ହୁ ହୋଇ ବଢ଼ୁଛି। ଅତ୍ୟାବଶ୍ୟକ…

ଆସୁଛି ଅକ୍ଟୋବର ବାତ୍ୟା, ଚାଷୀଙ୍କ ମନରେ ଛନକା

ପୁରୀ:ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବ ଓ ପରବର୍ତ୍ତି ସମୟରେ ଏହା ଏକ ଅବପାତରେ ପରିଣତ ହେବ, ଯାହାକି ବାତ୍ୟାର ରୂପ ନେଇପାରେ। ପରିସ୍ଥିତି ଉପରେ ରାଜ୍ୟ…

ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ୍‌ ଦଳ ମାରିଲା ବାଜି

ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ୍‌ ଦଳ ଇତିହାସ ରଚିଛି । ଦୁବାଇରେ ‌ଆୟୋଜିତ ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଫାଇନାଲ୍‌ରେ ବିଜୟଲାଭ କରିଛି ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ୍‌ ଦଳ । ଦକ୍ଷିଣ ଆଫ୍ରିକାକୁ ହରାଇ ନୂଆ ବିଜେତା ହୋଇଛି। ପ୍ରଥମ ଦୁଇ ସଂସ୍କରଣରେ ଉପବିଜେତା ନ୍ୟୁଜିଲାଣ୍ଡ ଫାଇନାଲ୍‌ରେ…

ଦେଖନ୍ତୁ ଆଜି କେତେ ବେଳେ ମିଳିବ ଶୁଭ ଫଳ

ଆଜି ସକାଳୁ ସକାଳୁ ଦେବଦର୍ଶନ କରନ୍ତୁ ।  ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ । ମନରେ ଶାନ୍ତି ଆଣନ୍ତୁ ଦେଖିବେ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ଅଦ୍ୟ ଅକ୍ଟୋବର ମାସ ୨୧ ତାରିଖ ୨୦୨୪ ମସିହା(ସୋମବାର) ଶକାବ୍ଦ -୧୯୪୬ ସମ୍ବତ -୨୦୮୧…

ହେଜବୁଲ୍ଲାର ଉପରେ ପ୍ରଚଣ୍ଡ ଆକ୍ରମଣ କରୁଛି ଇସ୍ରାଏଲ

ଇସ୍ରାଏଲ ସେନା ଏବେ ଘାଇଲା ବାଘ ଭଳି ଆକ୍ରମଣ କରୁଛି । ଗୋଟେ ପରେ ଗୋଟେ ବଡ଼ ମୁଣ୍ଡ ଗଡ଼ାଇବାରେ ଲାଗିଛି । ଇରାନ, ଗାଜା,  ଲେବାନନ ରାଜଧାନୀ ବେରୁତ ଉପରେ ପ୍ରଚଣ୍ଡ ଆକ୍ରମଣ ଜାରି ରଖିଛି। ହେଜବୁଲ୍ଲା ଗଡ଼କୁ ଧ୍ବଂସ କରିବାକୁ ଶପଥ ନେଇଛି ଇସ୍ରାଏଲ ସେନା । ଇସ୍ରାଏଲ ବାୟୁସେନା  …

ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନାଗପୁର ଦକ୍ଷିଣ-ପଶ୍ଚିମରୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏବଂ କାମାଥୀ ବିଧାନସଭା ଆସନରୁ ଦଳର ରାଜ୍ୟ ସଭାପତି ଚନ୍ଦ୍ରଶେଖର…

ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍‌ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି

ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍‌ଟି ପରିଷଦକୁ ସୁପାରିଶ କରାଯାଇଥିବା ନିଷ୍ପତ୍ତି ଅନୁସାରେ, ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ଏବଂ ବରିଷ୍ଠ ନାଗରିମାନଙ୍କ…

ପୁରୀରେ ହବିଷ୍ୟାଳୀ ଶିବିର ପରିଦର୍ଶନ କରିଲେ ମୁଖ୍ୟମନ୍ତ୍ରୀ

ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୃନ୍ଦାବତୀ ନିବାସ ହବିଷ୍ୟାଳୀ ଶିବିର ପରିଦର୍ଶନ କରିବା ସହ ବୃନ୍ଦାବତୀ ନିବାସ ଶିବିରରେ ଆନୁଷଙ୍ଗିକ ବ୍ୟବସ୍ଥାର ସମୀକ୍ଷା ସହ ବ୍ରତଧାରୀ ମାନଙ୍କ ସହ ଆଲୋଚନା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ହୁଳହୁଳି ଦେଇ ସ୍ବାଗତ କରିଛନ୍ତି ବ୍ରତଧାରୀ…

ପଶ୍ଚିମବଙ୍ଗରେ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ଆଜି ବିଧାନସଭା ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୬ ଜଣଙ୍କ ନାମ ଘୋଷଣା କରାଯାଇଛି। ଉପ-ନିର୍ବାଚନ ପାଇଁ ସୀତାଇରୁ ସଂଗୀତା ରୟଙ୍କୁ ଟିଏମସି ଟିକେଟ୍…

୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶିକ୍ଷା ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ ଗଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅକ୍ଟୋବର ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଓ ଅଷ୍ଟ୍ରେଲିଆରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।ସିଙ୍ଗାପୁରର ପ୍ରଧାନମନ୍ତ୍ରୀ,…