Browsing Tag

#metro tv

କେଉଁ ରାଶିରେ ଆଜି କ୍ରୀଡ଼ା କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ?

ମେଷ : ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ୍‌ କାମରେ କେତେକ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। କୌଣସି ଆତ୍ମୀୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ବାଚନିକ ସହାୟତା ପାଇବେ। ବୃହସ୍ପତିଙ୍କ ପ୍ରଭାବରେ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ିଲେ…

ଜାନୁୟାରୀ ୩ରୁ ଆରମ୍ଭ ହେବ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା

ଆସନ୍ତା ଜାନୁଆରୀ ୩ ରୁ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ। ୭୭ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ଜାନୁଆରୀ ୩ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ…

IED ବିସ୍ଫୋରଣରେ ଦୁଇ ITBP ଯବାନ ସହିଦ

ଓଡିଶା ସୀମାନ୍ତ ନାରାୟଣପୁର ଜିଲ୍ଲାରେ IED ବିସ୍ଫୋରଣରେ ଦୁଇ ITBP ଯବାନ ସହିଦ। ନକ୍ସଲ ଆକ୍ରମଣରେ  ଆଉ ଦୁଇ ଯବାନ ଆହତ ହୋଇଛନ୍ତିITBP, BSF ଏବଂ DRG ର ମିଳିତ ଟିମ ଅପରେସନରୁ ଫେରୁଥିବାବେଳେ ହୋଇଥିଲା ବିସ୍ଫୋରଣ। ନକ୍ସଲଙ୍କୁ ଦୃଢ଼ ଜବାବ ଦେବାକୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି |

ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଫାଇନାଲରେ ଆଜି ନ୍ୟୁଜିଲାଣ୍ଡ-ଦକ୍ଷିଣ ଆଫ୍ରିକା ମୁହାଁମୁହିଁ

ରବିବାର ହେବାକୁ ଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ନ୍ୟୁଜିଲାଣ୍ଡ। ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା ଦଳ କେବଳ ୨୦୦୦ ମସିହାରେ ଦିନିକିଆ ବିଶ୍ବକପ୍‌ ବିଜେତା ହୋଇଥିଲା। ‌ଏବେ ୨୪ ବର୍ଷ ପରେ ପୁଣି ଥରେ ବିଶ୍ବକପ୍‌ ଟ୍ରଫି ଧରିବାକୁ ନ୍ୟୁଜିଲାଣ୍ଡ…

ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ

ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ…

ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ବିଜେପି ଟିକେଟ

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୋଟ ୬୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ରହିଛି। ବିଜେପି ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବ ଓ ସହଯୋଗୀଙ୍କ ପାଇଁ ବାକି ଆସନ ଛାଡ଼ିବାକୁ ନେଇଛି। ଏହି କ୍ରମରେ ଦଳ ଆଜି ୬୬ଟି…

କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି

କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି। ହାଇଦ୍ରାବାଦର ଚିକ୍କାଡପଲ୍ଲୀସ୍ଥିତ ଅଶୋକ ନଗରରେ ଗ୍ରୁପ୍ ୧ ସର୍ଭିସର ପ୍ରାର୍ଥୀଙ୍କ ସହ ମିଶି ବିକ୍ଷୋଭ କରିଥିଲେ ସଞ୍ଜୟ କୁମାର। ଏଥିପାଇଁ ତାଙ୍କୁ ଗିରଫ କରାଯାଇଛି ବୋଲି କୁହାଯାଉଛି । ଗତ ସେପ୍ଟେମ୍ବର ମାସରେ କେନ୍ଦ୍ର…

ଜାତୀୟ ଶିକ୍ଷା ସପ୍ତାହ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଆଜି ଜାତୀୟ ଶିକ୍ଷା ସପ୍ତାହ ଅଧିନରେ କର୍ମଯୋଗୀ ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର ଡଃ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବେ ମୋଦି। ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ପାଇଁ 2020ରେ…

23 ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା

ଅକ୍ଟୋବରରେ ଓଡ଼ିଶାକୁ ବାତ୍ୟା ଭୟ । ପାଣିପାଗ କେନ୍ଦ୍ର କହିଲା ଏଯାଏଁ ହୋଇନାହିଁ ବାତ୍ୟା ଆକଳନ । 20 ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା । 22ରେ ଲଘୁଚାପ ଓ 24ରେ ନେଇପାରେ ଅବପାତର ରୂପ । 23 ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା |୧୪ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଦେଇଛି ପାଣିପାଗ…

ଏନଡ଼ିଏ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ଘୋଷଣା କରିଛି

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ତାର ଆସନ ବୁଝାମଣା ଚୂଡ଼ାନ୍ତ କରିଛି । ୮୧ ଆସନ ବିଶିଷ୍ଟ ଝାରଖଣ୍ଡ ବିଧାନସଭାରେ ବିଜେପି ୬୮ ଆସନରେ ଲଢିବ । ଅଲ୍‌ ଝାରଖଣ୍ଡ ଷ୍ଟୁଡେଣ୍ଟ୍‌ସ ୟୁନିଅନ୍‌ ୧୦, ଜେଡିୟୁ ୨, ଏଲ୍‌ଜେପି ଗୋଟିଏ ଆସନରେ ନିର୍ବାଚନ ଲଢ଼ିବେ । ହିମନ୍ତ ବିଶ୍ବଶର୍ମା ଏବଂ…