Browsing Tag

#metro tv

ଲେବାନନ ଉପରେ ଇସ୍ରାଏଲର ରକେଟ୍‌ ମାଡ଼

ଥମୁନି ଇସ୍ରାଏଲ-ଇରାନ ଯୁଦ୍ଧ। ଲେବାନନ ଉପରେ ଇସ୍ରାଏଲ ଘନଘନ ରକେଟ୍‌ ମାଡ଼ କରିଛି। ବେରୁଟର ଏକ ଜନବସତି କୋଠା ଉପରେ ରକେଟ ମାଡ଼ କରିବାରୁ ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ବିନା ସତର୍କ ସୂଚନା ଦେଇ ୨ଟି କୋଠା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି।…

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ

ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ଆଜି ରାତିରେ ପରଲୋକ ଘଟିଛି। ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୁବ‌ନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ଖବର ହେବା ପ୍ରଚାର ହେବା କ୍ଷଣି ପୋଲସରାରେ…

ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଛନ୍ତି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ  ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତାଙ୍କର ‘ଭଲ ବନ୍ଧୁ ଏବଂ ଚମତ୍କାର ବ୍ୟକ୍ତିତ୍ବ’ ବୋଲି କହିଛନ୍ତି।…

ବାତ୍ୟା ମିଲଟନରେ 6 ମୃତ, ବିଜୁଳି ସେବାରୁ ବଞ୍ଚିତ ଲାେକେ

ବାତ୍ୟା ମିଲଟନ ବୁଧବାର ଆମେରିକାରେ ଫ୍ଲୋରିଡ଼ା ରାଜ୍ୟର ପଶ୍ଚିମ ଉପକୂଳବର୍ତୀ ସହର ସିଏଷ୍ଟା କି ରେ ଲ୍ୟାଣ୍ଡଫଲ କରିଛି । ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ତୀବ୍ରତା 155 ମାଇଲ ପ୍ରତି ଘଣ୍ଟା ଥିବା ନେଇ ଆମେରିକାର ଜାତୀୟ ପାଣିପାଗ ସୂଚନା ଦେଇଛି । ଟାମ୍ପା ସରେସୋଟ ଫୋର୍ଟ ମାୟର୍ସ ଆଦି…

୧୦ ପାକିସ୍ତାନୀ ନାଗରିକଙ୍କୁ ଗିରଫ କଲା ଦିଲ୍ଲୀ ପୁଲିସ

ନକଲି ପରିଚୟ‌ ସହ ବେଙ୍ଗାଲୁରୁରେ ରହୁଥିବା ୭ ପାକିସ୍ତାନୀ ନାଗରିକ ଗିରଫ ହେବାର କିଛି ଦିନ ପ‌ରେ ଦିଲ୍ଲୀ ପୁଲିସ ପୁଣି ଆଉ ୧୦ ଜଣଙ୍କୁ ଏହି ଅଭିଯୋଗରେ ଗିରଫ କରିଛି।  ସେମାନଙ୍କ ମଧ୍ୟରେ ୬ ଜଣ ମହିଳା ଅଛନ୍ତି।  ଦେଶର ବିଭିନ୍ନ ଅଂଶରେ ସେମାନେ ହିନ୍ଦୁ ନାମରେ ‌ବେଆଇନ ଭାବେ ରହୁଛନ୍ତି।  …

ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଆସ୍ଥା ବିଶ୍ୱାସ ଓ ପରମ୍ପରାର ପର୍ବ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ସହର ଉପକଣ୍ଠରେ ଥିବା ଜେନାଖାଲରୁ ସକାଳ ସାଢ଼େ ୫ଟାରେ ମା'ଙ୍କ ବିଜୟ ଛତର ବାହାରିଛି । ମଧ୍ୟ ରାତ୍ରରେ ଜେନାଖାଲରେ ରୀତିନୀତି…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ପୂଜା ମଣ୍ଡପ ବୁଲିବେ ବିଡ଼େଡ଼ି ସୁପ୍ରିମୋ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କର ମନ୍ତ୍ରିମଣ୍ଡଳର ସହଯୋଗୀମାନେ ପୂଜାମଣ୍ଡପ ବୁଲିବେ ବୋଲି ଜାଣିବା ପରେ ଦୀର୍ଘ ପ୍ରାୟ ଏକ ଦଶନ୍ଧିରୁ ଅଧିକ ଦିନ ପରେ ଦଶହରା ପୂଜାମଣ୍ଡପ ବୁଲିବାକୁ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ପ୍ରାୟ ୧୩ବର୍ଷ ପରେ ଦଶହରାରେ ବିଭିନ୍ନ…

ଭିଜିଲାନ୍ସ ଜାଲରେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର

କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ ସେ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା।…

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର…

ମୁମ୍ବାଇର ୱର୍ଲି ସ୍ମଶାନରେ ରତନ ଟାଟାଙ୍କର ସରିଲା ଶେଷକୃତ୍ୟ

ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହିତ ମୁମ୍ବାଇର ୱର୍ଲି ସ୍ମଶାନରେ କରାଯାଇଛି। ଟାଟା ସନ୍ସର ସମ୍ମାନିତ ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ବୁଧବାର ରାତିରେ ଦେହାନ୍ତ ହୋଇଛି। ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଶେଷ…