Browsing Tag

#metro tv

ମହାନଦୀରେ ଭାସିଯାଇ ଦୁଇ ଅଷ୍ଟମ ଶ୍ରେଣୀ ଛାତ୍ର ନିଖୋଜ

କଟକ: ଜଗତପୁର ଶିଳ୍ପାଞ୍ଚଳ ଦେଇ ଯାଇଥିବା ମହାନଦୀରେ ଭାସିଯାଇ ଦୁଇ ଅଷ୍ଟମ ଶ୍ରେଣୀ ଛାତ୍ର ନିଖୋଜ । ମହାନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଛାତ୍ରଦ୍ବାୟ ବୁଡ଼ି ଯାଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଛାତ୍ରଙ୍କୁ ଉଦ୍ଧାର କରିବାକୁ ଖୋଜାଖୋଜି ଆରମ୍ଭ କରିଛି…

ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି। ସୂଚନାରୁ ଜଣାପଡିଛି ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର ଦୈନିକ…

ଏନକାଉଣ୍ଟରରେ 30 ମାଓବାଦୀଙ୍କ ମୃତ୍ୟୁ

ଛତିଶଗଡ଼: ମାଓବାଦୀମାନେ ଜଙ୍ଗଲରେ କ୍ୟାମ୍ପ କରିଥିବା ବେଳେ ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ ସୁରକ୍ଷାକର୍ମୀ । ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ରହିଛି ଏକେ 47 ରାଇଫଲ ଓ ଏସଏଲଆର ।  ଛତିଶଗଡ଼ ନାରାୟଣପୁର ଓ ଦନ୍ତେୱାଡ଼ା ଜିଲ୍ଲାର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ…

ପୁରୀରେ ହବିଷ୍ୟାଳୀଙ୍କୁ ମିଳିବ ସବୁ ସୁବିଧା

ପୁରୀ: ଏଥର ପୁରୀକୁ ଯଦି ଆପଣଙ୍କ ପରିବାରର କେହି ହବିଷ୍ୟାଳି ଯିବା ପାଇଁ ଚାହୁଁଛନ୍ତି ତେବେ ସରକାରୀ ଓ୍ବେବସାଇଟରେ ଆବେଦନ କରିବାକୁ ପଡ଼ିବ । ସମସ୍ତ  ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ…

ନିଜ ନିର୍ବାଚନ ମଣ୍ଡଳୀରେ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼

କେଶିଙ୍ଗା: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼ ହୋଇଛି । https://www.youtube.com/watch?v=ZI-xkDf4Mc8 ତାଙ୍କର ପୂର୍ବତନ ସମର୍ଥକ ଥିବା କିଛି ଯୁବକ ଅଣ୍ଡାମାଡ଼ କରିଛନ୍ତି ।  ନିଜ ନିର୍ବାଚନ ମଣ୍ଡଳୀର ଗୋଳମୁଣ୍ଡା କଲେଜର ଏକାଡେମୀକ…

ହରିୟାଣାରେ ୫ରେ ଭୋଟଗ୍ରହଣ

ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ଶେଷ ହୋଇଛି । ହରିୟାଣାରେ ଅକ୍ଟୋବର ୫ତାରିଖରେ ମତଦାନ ହେବ । ଅକ୍ଟୋବର ୫ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହରିୟାଣାର ସମସ୍ତ ୯୦ଟି ଆସନ ପାଇଁ ମତଦାନ ହେବ। ଭୋଟ ଗ୍ରହଣ ପାଇଁ ୨୦,୬୨୯ଟି ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି।…

ତେଲ ଦର ୭୫ ଡଲାର ଟପିଲା

ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ଯୋଗୁ ଅନ୍ତର୍ଜାତୀୟ ବଜାରର ବ୍ରେଣ୍ଟ୍‌ କ୍ରୁଡ୍‌ ଦାମ୍‌ ଆଜି ବ୍ୟାରେଲ ପିଛା ୧.୫୨ ଡଲାର ବା ୨.୦୬ ପ୍ରତିଶତ ବୃଦ୍ଧି ଘଟି ୭୫.୪୨ ଡଲାରରେ ପହଞ୍ଚିଛି। ସେହିଭଳି ୱେଷ୍ଟ ଟେକ୍ସାସ୍‌ ଇଣ୍ଟରମିଡିଏଟ୍‌ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୧.୫୮ ଡଲାର ବା…

ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ

ପୁରୀ: ମହାପ୍ରଭୁଙ୍କ ଅର୍ପଣ ଚାଉଳ ନିଲାମ ହୋଇଛି। ମୋଟ ୧୪ହଜାର କ୍ବିଣ୍ଟାଲ ଚାଉଳ ସଂଗ୍ରହ କରାଯାଇଥିବା ବେଳେ ଏଥିରୁ ୪ହଜାର କ୍ବିଣ୍ଟାଲ ଚାଉଳ ବ୍ୟବହାର ହୋଇଥିଲା । ବାକି ୧୦ହଜାର କ୍ବିଣ୍ଟାଲ ଚାଉଳ ନଷ୍ଟ ହେବାକୁ ବସିଥିଲା । ଶେଷରେ ଟେଣ୍ଡର ମାଧ୍ୟମରେ ଏହି ଚାଉଳ ସବୁକୁ ନିଲାମ କରାଯାଇଛି ।…

ଦଶହରା ଛୁଟି ପରେ ନବମ, ଦଶମ ଷାଣ୍ମାସିକ ପରୀକ୍ଷା

କଟକ: ଚଳିତ ବର୍ଷ  ଅର୍ଦ୍ଧବାର୍ଷିକ ପରୀକ୍ଷାକୁ ଦଶହରା ଛୁଟି ପରେ କରାଯିବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟର ପ୍ରାୟ ସମସ୍ତ ମାଧ୍ୟମିକ ବିଦ୍ୟାଳୟରେ ଏହି ଅର୍ଦ୍ଧବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେଉଥିବା ବେଳେ ଏହି ପରୀକ୍ଷା ପାଇଁ ଓଷ୍ଟା ପ୍ରଶ୍ନପତ୍ର ପ୍ରସ୍ତୁତ କରି ଓଡ଼ିଶାର ପ୍ରତି ଜିଲ୍ଲାର…

ତିରୁପତି ମନ୍ଦିର ଲଡୁ ବିବାଦ

ତିରୁପତି ଲଡୁରେ ପଶୁ ଚର୍ବି ମିଶିଥିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାର ଯାଞ୍ଚ ପାଇଁ ଏକ ନୂତନ ସ୍ବତନ୍ତ୍ର ଏସଆଇଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ସୂଚନାରୁ ଜଣାପଡିଛି, ଗତ ଶୁଣାଣି ସମୟରେ ଜଷ୍ଟିସ ଗଭଇ ମନ୍ତବ୍ୟ ଦେଇଛନ୍ତି ଯେ ଭଗବାନଙ୍କୁ…