Browsing Tag

#metro tv

ଆଜିର ରାଶିଫଳ

ମେଷ : ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ କିନ୍ତୁ ମାନସିକ ସ୍ତରରେ ବ୍ୟସ୍ତତା ଲାଗିରହିବ। ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇ ପାରନ୍ତି। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ କିନ୍ତୁ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ…

କାର୍ଯ୍ୟକ୍ଷମ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା’

ଭୁବନେଶ୍ବର:  କାର୍ଯ୍ୟକ୍ଷମ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା’ ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।  ଖୁବଶୀଘ୍ର ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନରେ ଓଡ଼ିଶା ସାମିଲ ହେବ । ଏହା ଜରିଆରେ ରାଜ୍ୟର ସବୁ ସ୍ୱାସ୍ଥ୍ୟ ଅନୁଷ୍ଠାନ, ରୋଗୀଙ୍କ ତଥ୍ୟର ଡିଜିଟାଲ ମ୍ୟାପିଙ୍ଗ୍ ମଧ୍ୟ…

ଇସ୍ରାଏଲ ଉପରକୁ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କଲା ଇରାନ, ଘାଇଲା ଇରାନ

ତେଲ୍ ଅଭିଭ୍ : ଯାହା ଆଶା କରାଯାଉଥିଲା ତାହା ହୋଇଛି । ଇସ୍ରାଏଲ ଉପରେ ଇରାନ ମଙ୍ଗଳବାର ଆକ୍ରମଣ କରିଛି । ହିଜବୁଲ୍ଲା ଉପରେ ଇସ୍ରାଏଲ ଆକ୍ରମଣର ପ୍ରତିଶୋଧ ନେବାକୁ ଏପରି କରିଛି । ତେବେ ଇରାନ ଉପରକୁ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା କହିଛି। ଏହା ସହିତ ଇରାନ ଓ ଇସ୍ରାଏଲ…

ଜମ୍ମୁ ଓ କାଶ୍ମୀରର ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ : ୪୦ଟି ଆସନରେ ଭୋଟିଂ

ଆଜି ଜମ୍ମୁ ଓ କାଶ୍ମୀରର ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ । ୪୦ଟି ଆସନରେ ଭୋଟିଂ ହେଉଛି । ମଇଦାନରେ ଅଛନ୍ତି ୪୪୯ ପ୍ରାର୍ଥୀ । ଏହା ଆଗରୁ ସେପଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ଭୋଟ ହୋଇଥିଲା। ଏଥିରେ ମତଦାନ ହାର ଥିଲା ୫୯ ପ୍ରତିଶତ। ସେହିପରି ସେପଟେମ୍ଵର ୨୫ରେ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟରେ…

ଆଜିର ରାଶିଫଳ

ମେଷ : ଆଜିର ଚନ୍ଦ୍ର ରାଶିର ସନ୍ତାନ ଭାବରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ବିଭିନ୍ନ ସମସ୍ୟା ସାଙ୍ଗକୁ ଆମତ୍ୀୟଙ୍କ ହତାଦର ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତି ଅସୁବିଧାରେ ପକାଇବାକୁ ଚେଷ୍ଟାକରି ବିଫଳ ହେବେ। ରଚନାମତ୍କ କାମ,…

ହେଜବୋଲ୍ଲାର ୭ ବରିଷ୍ଠ କମାଣ୍ଡରଙ୍କୁ ନିପାତ କରିବାରେ ସକ୍ଷମ ହୋଇଛି ଇସ୍ରାଏଲ

ଇସ୍ରାଏଲ ଏବଂ ଆତଙ୍କବାଦୀ ସଂଗଠନ ହେଜବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ଇସ୍ରାଏଲକୁ ବଡ଼ ସଫଳତା ହାସଲ ହୋଇଛି। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ହେଜବୋଲ୍ଲାର ୭ ବରିଷ୍ଠ କମାଣ୍ଡରଙ୍କୁ ନିପାତ କରିବାରେ ସକ୍ଷମ ହୋଇଛି। ସେମାନଙ୍କ ମଧ୍ୟରେ ହେଜବୋଲ୍ଲା ମୁଖ୍ୟ ହସନ…

ଈଶ୍ବରଙ୍କୁ ରାଜନୀତିରୁ ଦୂରେଇ ରଖନ୍ତୁ -ସୁପ୍ରିମ୍‌କୋର୍ଟ

ଯେଉଁମାନେ ସାମ୍ବିଧାନିକ ପଦବୀରେ ଅଛନ୍ତି ଈଶ୍ବରଙ୍କୁ ରାଜନୀତିରୁ ଦୂରେଇ ରଖିବେ ବୋଲି ଆଶା କରାଯାଉଛି। ତିରୁପତି ମନ୍ଦିର ଲଡୁ ବିବାଦକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଏକ ଖଣ୍ଡପୀଠ ଶୁଣାଣି ବେଳେ ଏହି ମନ୍ତବ୍ୟ ଦେଇଛନ୍ତି।ଆନ୍ଧ୍ର‌ପ୍ରଦେଶ ସରକାରଙ୍କ ପକ୍ଷରୁ ଲଢୁଥିବା ଓକିଲ ମୁକୁଲ…

ମାଣ୍ଡିଆ ନେଇପାରେ ଛତୁଆରେ ଜାଗା

ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ…

ଭରତପୁର ଥାନାରେ ନିର୍ଯାତନା ମାମଲା : ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ତଦନ୍ତ କମିଶନ ଜଷ୍ଟିସ୍ ଚିତ୍ତରଞ୍ଜନ ଦାସ ପ୍ରଥମ ବୈଠକ କରିଛନ୍ତି। ଏଥିରେ ପୁଲିସ ଡିଜି ଓ ଗୃହ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକ ପରେ କମିଶନଙ୍କ ସଚିବ ଗଣମାଧ୍ୟମକୁ ସୂଚନା…

ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ନେତା ଖର୍ଗେଙ୍କୁ ନିନ୍ଦା କରିଛନ୍ତି ଅମିତ ଶାହା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂପର୍କରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ବରିଷ୍ଠ ନେତା ମଲ୍ଳିକାର୍ଜୁନ ଖର୍ଗେଙ୍କୁ ନିନ୍ଦା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା।ମଲ୍ଳିକାର୍ଜୁନ ଖର୍ଗେ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ‘‘ମୋଦୀ କ୍ଷମତାରୁ ହଟିବା ଦେଖିବା ପାଇଁ…