ଆଜିଠୁ ସ୍ୱାଭାବିକ ସ୍ୱାସ୍ଥ୍ୟସେବା , ପ୍ରତ୍ୟାହୃତ ହେଲା ନର୍ସ କର୍ମଚାରୀଙ୍କ ଆନ୍ଦୋଳନ
ପ୍ରତ୍ୟାହୃତ ହେଲା ନର୍ସ କର୍ମଚାରୀଙ୍କ ଆନ୍ଦୋଳନ । ଲୋକସେବା ଭବନରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ନର୍ସିଂ ସଂଘର ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ନର୍ସିଂ ସଂଘ ଘୋଷଣା କରିଛି । ଗତ ୪ ଦିନ ହେବ ରାଜ୍ୟବ୍ୟାପୀ ନର୍ସିଂ ଷ୍ଟାଫ୍ ମାନେ ଆନ୍ଦୋଳନ କରୁଥିଲେ। ୧୦ ଦଫା ଦାବି ପୂରଣ ପାଇଁ…