Browsing Tag

#metro tv

21ରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ

ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ଏଏସଆଇ ଭାରତୀୟ ପତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର 21,22 ଓ 23 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈ୍ଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ 2 ଟାରୁ ସନ୍ଧ୍ୟା  6 ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ଆସନ୍ତା…

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ

ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ…

ମଦ୍ୟପାନ ଆମ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରେ

ମଦ୍ୟପାନ ଆମ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରିଦେବା ସହ ହୃଦ୍‌ଘାତ ଓ କର୍କଟ ପରି ସଂଖ୍ୟାଧିକ ରୋଗର କାରଣ ସାଜିଥାଏ। ତେବେ ଜଣେ ମଦ୍ୟପକୁ ସେଥିରୁ ହଠାତ୍‌ ବିରତ କରାଇବା ଦ୍ବାରା ବେଳେବେଳେ ତାକୁ ନିଶ୍ଚଳ ହେଲା ପରି ଅନୁଭବ ଆଣିବା ସହ ଏପରିକି ମୃତ୍ୟୁମୁଖରେ ମଧ୍ୟ ପକାଇଥାଏ। ତେଣୁ…

ଆଜିର ରାଶିଫଳ

ମେଷ: ବେପାରରେ ପ୍ରଗତି ହେବାର ସମ୍ଭାବନା ଅଧିକ। ଆମଦାନି ବଢ଼ାଇବାରେ ସଫଳ ହେବେ। ସମାଜିକ ମେଳମିଳାପ ବଢ଼ିବ। ପାରିବାରିକ ବାତାବରଣରେ ପ୍ରସନ୍ନତା ରହିବ। ବୃଷ: ଧର୍ମକାର୍ଯ୍ୟରେ ଆସ୍ଥା ବଢ଼ିବ। ସରକାରୀ କାମରେ ଲାଭର ସମ୍ଭାବନା ବଢ଼ିବ। ଶିକ୍ଷାକ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ପ୍ରୋଜେକ୍ଟରେ…

ଆସନ୍ତାକାଲି ଠାରୁ ପଶ୍ଚିମବଙ୍ଗର ଜୁନିୟର ଡାକ୍ତର ଆନ୍ଦୋଳନରୁ ଓହରିବେ ଏବଂ କାର୍ଯ୍ୟରେ ଯୋଗଦେବେ

ଆସନ୍ତାକାଲି ଠାରୁ ପଶ୍ଚିମବଙ୍ଗର ଜୁନିୟର ଡାକ୍ତର ଆନ୍ଦୋଳନରୁ ଓହରିବେ ଏବଂ କାର୍ଯ୍ୟରେ ଯୋଗଦେବେ ବୋଲି ସୂଚନା ମିଳିଛି। ଏହାସହିତ ଶନିବାରଠାରୁ ଜରୁରୀ ମେଡ଼ିକାଲ ସେବାରେ ଯୋଗଦେବେ, କିନ୍ତୁ ଓପିଡି ସେବା ଯୋଗାଇ ଦେବେ ନାହିଁ। ସ୍ବାସ୍ଥ୍ୟ ଭବନ ସାମ୍ନାରେ ବସିଥିବା ଧାରଣା ପ୍ରତ୍ୟାହାର…

ସାହାରା ଜମାକାରୀ ୫୦ ହଜାର ଟଙ୍କା ପାଇବେ

ସାହାରା ଗ୍ରୁପ୍‌ର ଜମାକାରୀଙ୍କୁ ଫେରସ୍ତ କରାଯାଉଥିବା ଟଙ୍କାର ସୀମାକୁ କେନ୍ଦ୍ର ସରକାର ୫୦ ହଜାର ଟଙ୍କାକୁ ବଢ଼ାଇଛନ୍ତି। ପୂର୍ବରୁ ଏହି ସୀମା ୧୦ ହଜାର ଟଙ୍କା ଥିଲା। ସିଆର୍‌ସିଏସ୍‌-ସାହାରା ରିଫଣ୍ଡ ପୋର୍ଟାଲ୍‌ ଜରିଆରେ ବର୍ତ୍ତମାନ ସୁଦ୍ଧା ସାହାରାର ୪.୨୯ ଲକ୍ଷ ଜମାକାରୀଙ୍କୁ ୩୭୦ କୋଟି…

 ମୋହନ ସରକାରକୁ ଆଜି ୧୦୦ ଦିନ

ପୂର୍ବ ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ମଧ୍ୟ ରାଜନୀତି କରୁଥିଲେ। ସରକାର ସବୁବେଳେ ଲୋକଙ୍କ ମତ ଏବଂ ହିତକୁ ନେଇ କାର୍ଯ୍ୟ କରିବା ଜରୁରୀ। ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣିଙ୍କୁ ଧରୁଥି‌ଲେ। କିନ୍ତୁ ଆମେ ସେଭଳି କରୁନାହୁଁ। ଦୁର୍ନୀତିରେ ଜଡ଼ିତ ଅଧିକାରୀଙ୍କୁ ଆମେ…

ରାଜ୍ୟର ସମସ୍ତ ଜିଲ୍ଲାରେ  ମେଡିକାଲ କଲେଜ ହେବ

ରାଜ୍ୟର ସମସ୍ତ ଜିଲ୍ଲାରେ  ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି…

୨୨  ତାରିଖରୁ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷିବ

ଆସନ୍ତା ସେପ୍ଟେମ୍ବର ୨୨  ତାରିଖରୁ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର  ତଥା ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗରେ ପୁଣିଥରେ  ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଏହାର…

ଆଜିଠୁ ଭାରତ ଓ ବାଂଲାଦେଶ ପ୍ରଥମ ଟେଷ୍ଟ

ଆଜିଠୁ ଭାରତ-ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳା ଆରମ୍ଭ ହୋଇଛି। ଚେନ୍ନାଇର ଚେପକ ଷ୍ଟାଡିୟମରେ ଟସ୍‌‌ ଜିତି ବାଂଲାଦେଶ ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଛି। ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉପରେ ଚାପ ପକାଇବାକୁ ଚେଷ୍ଟା କରିଛନ୍ତି ବାଂଲାଦେଶର ସ୍ପିନର। ନିକଟ…