Browsing Tag

#metro tv

ଭାରତ ଠାରୁ ହାରିଲା ପାକିସ୍ତାନ

ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ ଅହମ୍ମଦ ନାଦିମ ସ୍କୋର କରିଥିଲେ। ଏହି ବିଜୟ ସହିତ…

ଥରିଲା ଏସ.ଏନ ବାନାର୍ଜୀ ରୋଡ

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ବ୍ଲୁଚମାନ ସେଣ୍ଟ ଏବଂ ଏସ.ଏନ ବାନାର୍ଜୀ ରୋଡ କ୍ରସିଂରେ ଶନିବାର ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। କୋଲକାତା ପୋଲିସ କହିଛି ଯେ ଅପରାହ୍ନ ପ୍ରାୟ ୧ଟା ୩୦ ସମୟରେ ଏହି ବିସ୍ଫୋରଣ ଘଟିଛି। ୧ଟା ୪୫ରେ ପୋଲିସକୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିଲା। ବିସ୍ଫୋରଣ…

ପରଦାକୁ ଫରୁଛନ୍ତି ମହିମା

ବଲିଉଡ଼କୁ ଏଭଳି ଅନେକ କଳାକାର ଆସିଛନ୍ତି । ଯେଉଁମାନେ ସୁପରହିଟ ଫିଲ୍ମ ଦେଇ ବି ଆଗକୁ ବଢି ପାରନାହାନ୍ତି । ଏହା ପଛରେ ଅନେକ କାରଣ ରହିଥାଏ । କିଏ ନିଶାସକ୍ତ ହୋଇ କ୍ୟାନସର ବରଦାର କରେ ତ କିଏ ଉଚିତ ବ୍ୟବହାର ପ୍ରଦର୍ଶନ ନ କରି ଇଣ୍ଡଷ୍ଟ୍ରିରେ ଅପ୍ରିୟ ହୋଇପଡ଼େ । ବଡ଼ବଡ଼  ଷ୍ଟାରଙ୍କ ସହ କାମ…

ଆସନ୍ତା ବର୍ଷ ଶେଷ ସୁଦ୍ଧା ୯୦ ହଜାର ଛୁଇଁବ ସୁନା

ସୁନା ଦର ପୁଣି ଥରେ ରେକର୍ଡ ସ୍ତରରେ ପହଞ୍ଚିଛି। ଆମେରିକୀୟ ଫେଡେରାଲ ରିଜର୍ଭ ଦ୍ୱାରା ସୁଧ ହାର ହ୍ରାସ ଆଶା ବଢ଼ୁଥିବା ବେଳେ ଗୁରୁବାର ସୁନା ଦର ୧ ପ୍ରତିଶତରୁ ଅଧିକ ବୃଦ୍ଧି ପାଇ ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଆନ୍ତର୍ଜାତିକ ବଜାରରେ ସ୍ପଟ୍ ସୁନା ୧.୬ ପ୍ରତିଶତ ବୃଦ୍ଧି ପାଇ…

ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ଆସନ୍ତାକାଲି ଅର୍ଥାତ୍‌ ରବିବାର ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍‌ଥାପନ, ଇନ୍ଦ୍ରଧ୍ୱଜ ପୂଜା, ଗରୁଡ଼…

ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା

ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା। ପୁରୀ ସାତପଡାରୁ ଜହ୍ନିକୁଦା ଘାଟ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଏଁସା ନିକଟରେ ଫସି ରହିଛି। ଆଜି ସକାଳେ ଘାଟରୁ ମାତ୍ର ୫ କିଲୋମିଟର ଯିବା ପରେ ଏହି ଘଟଣା ଘଟିଛି। ବୋଟ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିବାବେଳେ ୧୫ଟି ବାଇକ୍ ରହିଛି। ବୋଟ୍‌ରେ…

ଆଜିର ରାଶିଫଳ

ମେଷ: କିଛି ବିଶେଷ କାର୍ଯ୍ୟ କରିବା ଲାଗି ଭଲ ଦିନଟିଏ। କୌଣସି ଖୁସି ଖବର ପାଇବେ। ଜମି ଦଲାଲଙ୍କର କୌଣସି ବଡ଼ ଡ଼ିଲ୍ ଫାଇନାଲ ହୋଇଯିବ। ମାଆ ନିଜର ପିଲାମାନଙ୍କୁ ଶିଷ୍ଟାଚାର ଶିଖାଇବେ। ‌ ବୃଷ: ସବୁ ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବେ। ଆପଣଙ୍କ ପିଲା ବ୍ୟବସାୟରେ…

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ: ଆଜି ଖୋଲିବ କୋଲାବ ଜଳଭଣ୍ଡାର ଗେଟ୍

ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ଵର, ଭଦ୍ରକ , ସୁନ୍ଦରଗଡ, ଦେବଗଡ ଏବଂ…

ସୂର୍ଯ୍ୟ ଦେବତା ରାଶି ପରିବର୍ତ୍ତନ କରି କନ୍ୟା ରାଶିରେ ପ୍ରବେଶ କରିବେ

ସୂର୍ଯ୍ୟ ଦେବତା ରାଶି ପରିବର୍ତ୍ତନ କରି ୧୬ ସେପ୍ଟେମ୍ବର ୨୦୨୪ରେ କନ୍ୟା ରାଶିରେ ପ୍ରବେଶ କରିବେ । ସୂର୍ଯ୍ୟଙ୍କ ଏହି ଚଳନ ୧୬ ସେପ୍ଟେମ୍ବର ସନ୍ଧ୍ୟା ୭ଟା ୨୯ ମିନିଟରେ ହେବ । ଏହାପରେ ୨୩ ସେପ୍ଟେମ୍ବର ୨୦୨୪ରେ ବୁଧ ଗ୍ରହ ନିଜ ରାଶି କନ୍ୟା ରାଶିରେ ପ୍ରବେଶ କରିବେ । ଏହି ପ୍ରକାରେ କନ୍ୟା…

ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’

ପଲ୍ଲୀବାଣୀ ମିଶନ ପକ୍ଷରୁ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସଭାଗୃହରେ ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି…