Browsing Tag

#metro tv

ଆଜି ମଧ୍ୟ ଅଧା ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

ରାଜ୍ୟରେ ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା । ଆଜି ମଧ୍ୟ ଅଧା ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଓଡ଼ିଶା ଉପରେ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ । ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଇଏମଡି ସୂଚନା…

ପାଦର ଆଙ୍ଗୁଠି, ଆଙ୍ଗୁଠି, କାନ, ନଖ ଏବଂ ଶରୀରର କେଶ ବିଭିନ୍ନ ସଙ୍କେତ ପ୍ରଦାନ କରେ , ଆସନ୍ତୁ ଜାଣିବା ସେ ସମ୍ପର୍କରେ

ସାମୁଦ୍ରିକ ଶାସ୍ତ୍ରରେ ଶରୀର ଗଠନ ଏବଂ ଶରୀରର ଅଙ୍ଗଗୁଡିକ ସ୍ବଭାବ, ବ୍ୟକ୍ତତ୍ବ ଏବଂ ଜୀବନ ସହିତ ଜଡିତ ହୋଇ ରହିଥାଏ । ମାନ୍ୟତା ରହିଛି ଯେ, ପାଦର ଆଙ୍ଗୁଠି, ଆଙ୍ଗୁଠି, କାନ, ନଖ ଏବଂ ଶରୀରର କେଶ ବିଭିନ୍ନ ସଙ୍କେତ ପ୍ରଦାନ କରିଥାଏ । ଏହା ମାଧ୍ୟମରେ ବ୍ୟକ୍ତିଙ୍କ ବିଷୟରେ ଜଣାପଡିଥାଏ ।…

ଆଫଗାନିସ୍ତାନ ବିପକ୍ଷ ଟି୨୦ ସିରିଜ ପାଇଁ ଟିମ୍ ଇଣ୍ଡିଆ ଘୋଷଣା,ଟିମକୁ ଫେରିଛନ୍ତି ଦ୍ରୁତବୋଲର ଜସପ୍ରୀତ ବୁମରା

ସେପ୍ଟେମ୍ବର ୧୩ରେ ହେବାକୁ ଥିବା ଆଫଗାନିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇଛି । ଟିମକୁ ଫେରିଛନ୍ତି ଦ୍ରୁତବୋଲର ଜସପ୍ରୀତ ବୁମରା । ହାର୍ଦ୍ଦିକ ପାଣ୍ଡ୍ୟା ଆହତଜନିତ ସମସ୍ୟା ଯୋଗୁଁ ଟିମରେ ସ୍ଥାନ ପାଇନାହାନ୍ତି । ଭାରତ-ଆଫଗାନିସ୍ତାନ ମଧ୍ୟରେ…

ନେପାଳରେ ପ୍ରଳୟଙ୍କରୀ ବନ୍ୟା: ଗୋଟିଏ ଘରୁ ୨୧ଟି ମୃତଦେହ ଏବଂ ବାହାରୁ ୨ଟି ମୃତଦେହ ଜବତ

ନେପାଳରେ ପ୍ରଳୟଙ୍କରୀ ବନ୍ୟାର ଦୁର୍ଦ୍ଦଶା ଏଯାଏଁ କମିନାହିଁ । ପାଣି ଶୁଖିଥିଲେ ବି ବଢିଚାଲିଛି ଦୁର୍ଦ୍ଦଶା । ଏହାସହ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୧୦୦୦ରୁ ଅଧିକ ପ୍ରାଣ ହରାଇଥିବା ବେଳେ ୪୦୦୦ରୁ ଅଧିକ ବ୍ୟକ୍ତି ନିଖୋଜ ରହିଛନ୍ତି । ଉଦ୍ଧାରକାର୍ଯ୍ୟ ଜୋରଦାର ଚାଲିଛି । ତେବେ…

୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ…

ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ।  ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ।  ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ଗିରଫ ହୋଇଥିଲେ । ଗତକାଲି ବିକ୍ରମଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଥିଲା ।  ୨୦୨୫ ଅକ୍ଟୋବର ୬…

ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ

ସ୍ୱାୟତ୍ତ ଶାସନ ଦିବସ ଅବସରରେ ଟିଟିଲାଗଡ଼ ପୌରପରିଷଦ ପକ୍ଷରୁ ସମସ୍ତ ସହରବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଛି। ସହରର ସର୍ବାଙ୍ଗୀନ ଉନ୍ନତି, ସୌନ୍ଦର୍ଯ୍ୟକରଣ ତଥା ସ୍ୱଚ୍ଛତା ବଜାୟ ରଖିବା ପାଇଁ ପୌରପରିଷଦ ପକ୍ଷରୁ ଜନସାଧାରଣଙ୍କ ସହଯୋଗ କାମନା କରାଯାଇଛି। ଟିଟିଲାଗଡ଼କୁ…

ଜିଡିପି ଅଭିବୃଦ୍ଧି ୭.୮ ପ୍ରତିଶତ,ପ୍ରଥମ ତ୍ରୈମାସିକ ଅଭିବୃଦ୍ଧି ଏକ ଅସାଧାରଣ ସଫଳତା- ପ୍ରଧାନମନ୍ତ୍ରୀ ମୋଦୀ

ଭାରତୀୟ ଅର୍ଥନୀତି ଉତ୍ସାହଜନକ ପ୍ରଦର୍ଶନ ସହ ଚଳିତ ଆର୍ଥିକ ବର୍ଷକୁ ଆରମ୍ଭ କରିଛି। ୨୦୨୬-୨୭ର ପ୍ରଥମ ତ୍ରୟମାସରେ ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି)ର ବାସ୍ତବ ଅଭିବୃଦ୍ଧି ୭.୮ ପ୍ରତିଶତ ହୋଇଛି ଯାହା ପୂର୍ବବର୍ଷର ସେହି ତ୍ରୟମାସରେ ହୋଇଥିବା ୬.୯ ପ୍ରତିଶତ ଅଭିବୃଦ୍ଧିଠାରୁ ଯଥେଷ୍ଟ ଅଧିକ।…

ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ…

ଭାରତର ଆର୍ଥିକ ବିକାଶ ହାରକୁ ନେଇ ଦେଶବାସୀଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ଅର୍ଥନୀତି ୭.୮% ହାରରେ ବଢ଼ୁଥିବା ବେଳେ ଏହାକୁ ଭାରତୀୟଙ୍କ ଦୃଢ଼ ସଂକଳ୍ପ ଓ କଠିନ ପରିଶ୍ରମର ଫଳ ବୋଲି କହିଛନ୍ତି ପିଏମ୍ ମୋଦୀ। ସୋସିଆଲ୍ ମିଡିଆରେ ଏକ ଲମ୍ବା ପୋଷ୍ଟ କରି ସେ…

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ ,ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଅପରାହ୍ନ ୨ଟା ୩୦ ଠାରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ୍ । ଆସନ୍ତାକାଲି ୨ ସେପ୍ଟେମ୍ବର, ବୁଧବାର ,ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ ।…

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା…

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା । ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍ । ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଲୋକଭବନ ହେଉଛି…