Browsing Tag

#metro tv

ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳାଙ୍କୁ ସାମିଲ ନ କଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ।

ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳାଙ୍କୁ ସାମିଲ ନ କଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ। ସୁଭଦ୍ରା ଯୋଜନାର ଏସ୍‌ଓପିକୁ ନେଇ ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏଭଳି ଚେତାବନୀ ଦେଇଛନ୍ତି। ସୋମବାର ଶଙ୍ଖ ଭବନ ଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଓଡ଼ିଆ…

ପ୍ରଥମ ଥର ପାଇଁ ଐତିହାସିକ ବ୍ରୁନେଇ ଯାତ୍ରା ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ପ୍ରଥମ ଥର ପାଇଁ ଐତିହାସିକ ବ୍ରୁନେଇ ଯାତ୍ରା ଆରମ୍ଭ କରିଛନ୍ତି। ଦୁଇ ଦେଶ ମଧ୍ୟରେ ୪୦ ବର୍ଷର କୂଟନୈତିକ ସଂପର୍କ ଥିବା ସତ୍ତ୍ବେ ମୋଦୀ ବ୍ରୁନେଇକୁ ମୋଦୀଙ୍କର ଏହା ପ୍ରଥମ ଐତିହାସିକ ଯାତ୍ରା। ବ୍ରୁନେଇ ଗସ୍ତ ପରେ…

ଆଜିଠାରୁ ଦେଶବ୍ୟାପି ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ

ଆଜିଠାରୁ ଦେଶବ୍ୟାପି ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସଦସ୍ୟତା ଗ୍ରହଣ କରିଛନ୍ତି। ବିଜେପିରେ ସବୁ ବର୍ଗର ଓ ସବୁ ସ୍ତରର ଲୋକଙ୍କୁ ସାମିଲ କରିବା ପାଇଁ…

ପୁଲିସ୍ ଭ୍ୟାନକୁ ଧକ୍କା ଦେଲା ଆମ୍ବୁୁଲାନ୍ସ , ହୋମ୍‌ଗାର୍ଡ ପ୍ରାଣ ହରାଇଲେ

ପୁଲିସ୍ ଭ୍ୟାନକୁ ଧକ୍କା ଦେଲା ଆମ୍ବୁୁଲାନ୍ସ , ହୋମ୍‌ଗାର୍ଡ ପ୍ରାଣ ହରାଇଲେ  । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଉଦଳା ବାରିପଦା ପେଟ୍ରୋଲ ପମ୍ପ ନିକଟରେ ।  ସୋମବାର ବିଳମ୍ବିତ ରାତିରେ ଏକ ପୁଲିସ୍ ଭ୍ୟାନକୁ ୧୦୮ ଆମ୍ବୁୁଲାନ୍ସ ଧକ୍କା ଦେଇଥିଲା  ଏଥିରେ ଜଣେ ହୋମଗାର୍ଡଙ୍କର ଗୁରୁତର ଆହତ…

4 ଯାଏ ଶୁଖିଲା ପାଗ

ମନସୁନ୍‌ ଟ୍ରଫ୍‌ ଲାଇନ ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଦିଗରେ ବ୍ୟାପିଛି। ସେହିପରି ଆସନ୍ତା ୫ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଏବଂ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।…

MOU ରଦ୍ଦ କରିବ ବଂଲାଦେଶ

ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଭାରତ ସହିତ ସ୍ବାକ୍ଷରିତ ବୁଝାମଣାପତ୍ର (ଏମଓୟୁ) ସମୀକ୍ଷା କରିପାରିବେ। ରବିବାର ବାଂଲାଦେଶ ବୈଦେଶିକ ମନ୍ତ୍ରୀ ତାହିଦ ହୁସେନ କହିଛନ୍ତି ଯେ ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ…

ଅଲିମ୍ପିକ୍ସରେ ମୁଷ୍ଟିଯୁଦ୍ଧର ଭବିଷ୍ୟତ ନେଇ ଘୋର ଅନିଶ୍ଚିତତା‌ ସୃଷ୍ଟି

ଅଲିମ୍ପିକ୍ସରେ ମୁଷ୍ଟିଯୁଦ୍ଧର ଭବିଷ୍ୟତ ନେଇ ଘୋର ଅନିଶ୍ଚିତତା‌ ସୃଷ୍ଟି ହୋଇଛି। ବିଶ୍ବ ବକ୍ସିଂ (ଡବ୍ଲ୍ୟୁବି) ନାମରେ ଗଠିତ ବିଦ୍ରୋହୀ ସଂଘକୁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ ପରିଷଦ (ଆଇଓସି) ଦୃଢ଼ ସମର୍ଥନ ଦେଉଥିଲା ବେଳେ ସଦସ୍ୟରାଷ୍ଟ୍ର ପୁରୁଣା ମହାସଂଘ ଅନ୍ତର୍ଜାତୀୟ ମୁଷ୍ଟିଯୁଦ୍ଧ ସଂଘ…

ଭାରତୀୟଙ୍କ ଖାଦ୍ୟରେ ପୋଷକତତ୍ତ୍ବର ଅଭାବ

ଭାରତୀୟମାନେ ଖାଉଥିବା ଖାଦ୍ୟରେ ବହୁ ଗୁରୁତ୍ବପୂର୍ଣ୍ଣ ପୋଷକତତ୍ତ୍ବର ଅଭାବ ରହିଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଏ ସଂକ୍ରାନ୍ତୀୟ ତଥ୍ୟ ଲାନ୍‌ସେଟ ନାମକ ପତ୍ରିକାରେ ପ୍ରକାଶ ପାଇଛି। ଭାରତୀୟଙ୍କ ଖାଦ୍ୟରେ ଲୌହସାର, କ୍ୟାଲିୟମ୍‌ ଆଦି ପୋଷକତତ୍ତ୍ବର ଅଭାବ ରହିଥିବା ଏହି ରିପୋର୍ଟରେ…

ଡିଜେଲ ଯାନ ଉତ୍ପାଦନ ବନ୍ଦ କରିବାକୁ କାର୍ ନିର୍ମାତାଙ୍କୁ ସେ ନିବେଦନ କରିଛନ୍ତି ନୀତିନ ଗଡ଼କରୀ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏକ ବଡ଼ ବୟାନ ଦେଇଛନ୍ତି । ଡିଜେଲ ଗାଡ଼ିକୁ ବିଦାୟ ଦେବାକୁ ସେ କମ୍ପାନି ଓ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ସିଆଇଆଇର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ନୀତିନ ଗଡ଼କରୀ ଡିଜେଲକୁ ବିଦାୟ ଦେବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଖାଲି…

ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା – ବିଜେପି ବିଧାୟିକା ଉପାସନା ମହାପାତ୍ର

ସୁଭଦ୍ରା ଯୋଜନାକୁ ନେଇ ସମାଲୋଚନା କରିବାକୁ ନେଇ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ବିଧାୟିକା ଉପାସନା ମହାପାତ୍ର। ସେ କହିଛନ୍ତି, ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା। ମହିଳାଙ୍କୁ ସଶକ୍ତିକରଣ କରିବା ପାଇଁ ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି ମୋହନ ସରକାର।…