Browsing Tag

#metro tv

ଖୋଲିଲା ହିରାକୁଦର ଆଉ 6 ଟି ଗେଟ

ଉପରମୁଣ୍ଡରେ ବର୍ଷା ପରେ ଫୁଲୁଛି ହୀରାକୁଦ, ବଢୁଛି ଜଳସ୍ତର। ଆଜି ହୀରାକୁଦ ଡ୍ୟାମ୍‌ର ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଫଳରେ ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି। ଗେଟ୍ ଖୋଲିବା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ତଳିଆ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ମୁଖ୍ୟ…

ସାଲିଆ ସାହିରେ ମଦ ଓ ପୋଚ ନଷ୍ଟ କଲା ପୁଲିସ,ଚାଲିଲା ବୁଲ୍ଦୋଜର

ସାଲିଆସାହିର ଅଜ୍‌ବେସ୍‌ଷ୍ଟସ୍‌ ଘର। ଘର ଭିତରେ ସୁଡ଼ଙ୍ଗ। ଅଣ୍ଡର୍‌ଗ୍ରାଉଣ୍ଡରେ ଲାଗିଥିଲା ଏସି ଓ ଏଲ୍‌ଇଡି ଟିଭି। ତା’ ଭିତରେ ଚାଲିଥିଲା ଦେଶୀ ମଦ ତିଆରି। ସୁରକ୍ଷା ପାଇଁ ସାଇତା ହୋଇଥିଲା ମାରଣାସ୍ତ୍ର। ସାଲିଆସାହିରୁ ସଂପୂର୍ଣ୍ଣ ଭାବେ ଦେଶୀ ମଦ ଭାଟି ବନ୍ଦ କରିବାକୁ କମିସନରେଟ୍‌ ପୁଲିସ ଓ…

ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ହିନ୍ଦୁ ସଂଗଠନ

ଭୁବନେଶ୍ୱର: ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ସିବିଆଇ ତଦନ୍ତ ଓ ୨୫ ବର୍ଷ ଧରି କେନ୍ଦୁଝର ଜେଲ୍‌ରେ ସଜା କାଟୁଥିବା ହିନ୍ଦୁ ନେତା ଦାରା ସିଂହଙ୍କୁ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ ଜଣାଇଛି ସତ୍ୟ ସନାତନ ସମାଜ। ଯନ୍ତ୍ରୀ ଦେବାଶିଷ ହୋତାଙ୍କ ନେତୃତ୍ବରେ…

ଆଜି ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଜଲଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ । ସକାଳ ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଲକ୍ଷପତି ଦିଦି ସମ୍ମିଳନୀରେ ଅଂଶଗ୍ରହଣ କରିବେ । ଅପରାହ୍ନ ପ୍ରାୟ ୪:୩୦ ସମୟରେ, ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର…

ଆଜିର ରାଶିଫଳ

ମେଷ : ଆଜି ଶ୍ରୀଚନ୍ଦ୍ର କାରଣରୁ ବୈଷୟିକ ଅଭିବୃଦ୍ଧି ଘଟିବ। ପାରିବାରିକ ଜୀବନର ଦୁଃଖ, ସୁଖକୁ ମନ ଭିତରେ ଲୁଚାଇ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହିବେ। କର୍ମକ୍ଷେତ୍ର ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନ ହେଲା ଅପ୍ରିୟଥିବା ସହକର୍ମୀଙ୍କ ମନଗଢ଼ା…

ସାଲିଆ ସାହିରେ ବୁଲିଲା ବୁଲଡୋଜର

ରାଜଧାନୀ ଭୁବନେଶ୍ୱରର ସାଲିଆସାହିରେ ଶନିବାର ବୁଲିଲା ବୁଲଡୋଜର। ସାଲିଆସାହିରେ ୩ଟି ଦେଶୀ ମଦ କାରଖାନା ଠାବ ହେବା ପରେ ବୁଲିଲା ବୁଲଡୋଜର। ବୁଲଡୋଜର ଲଗାଇ ଚୋରା ମଦ ଭାଟି ପୁଲିସ ଭାଙ୍ଗିଛି । ଘଟଣାସ୍ଥଳରେ ଡିସିପି ପ୍ରତୀକ ସିଂହ ଉପସ୍ଥିତ ଥିବା ବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

+୩ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର

ଚଳିତ ୨୦୨୪-୨୫ ଶିକ୍ଷାବର୍ଷରେ +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଅଂଶଗ୍ରହଣ କରି +୩ ପାଠ୍ୟକ୍ରମରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ…

ବହିଷ୍କୃତ ହେଲେ ଏସସିବି ମେଡିକାଲର ଅଭିଯୁକ୍ତ ଡାକ୍ତର

କୋଲକତା ହରର ଘଟଣାରେ ସମଗ୍ର ଦେଶ ବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ କଟକ ଏସସିବି ମେଡିକାଲରେ ବି ଏମିତି  ଏକ ଲଜ୍ଜାଜନକ ଘଟଣା ଘଟିଥିଲା। ୨ ମହିଳା ରୋଗୀଙ୍କୁ ଜଣେ ଡାକ୍ତର ଚିକିତ୍ସା ବାହାନାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ତୁରନ୍ତ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ…

ଭଣ୍ଡାର ଯାଞ୍ଚ ନିମନ୍ତେ ଏଏସ୍‌ଆଇକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଶ୍ରୀମନ୍ଦିର ଭିତର ଓ ବାହାର  ରତ୍ନଭଣ୍ଡାର ଭିତରେ ରହିଥିବା ଖାଲି  ସିନ୍ଦୁକ ଓ ଆଲମିରାକୁ ସ୍ଥାନାନ୍ତର  କରାଯାଇଛି । ଗତକାଲି ଦିନ ୨ଟାରେ ଏହି କାମ ଆରମ୍ଭ ହୋଇ ଅପରାହ୍ନ  ୪.୫୦ରେ ଶେଷ ହୋଇଥିଲା । ଏହି ସମୟରେ ସର୍ବସାଧାରଣ ଦର୍ଶନ  ବନ୍ଦ ରହିଥିଲା । ୧୨ ଜଣିଆ କମିଟି  ଓ ସେବା ଥିବା ସେବାୟତ…