ଘରୋଇ ଉପାୟରେ କିପରି ନେବେ ଓଠର ଯତ୍ନ
ଶୀତଦିନେ ଆସିଲେ ଆମ ଚେହେରା ତ୍ୱଚାରେ ଅନେକ ପରିବର୍ତ୍ତନ ଦେଖାଯାଏ । କାରଣ ଏହି ଦିନରେ ଅନେକ ପରିବର୍ତ୍ତନ ଦେଖାଯାଏ । ଥଣ୍ଡା ପବନ ଏବଂ ଶୁଷ୍କ ପାଣିପାଗ ଯୋଗୁଁ ଆମ ତ୍ୱଚାରେ ଅନେକ ପରିବର୍ତ୍ତନ ଦେଖାଦିଏ । କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି, ଶୀତଦିନେ ଶରୀରର ଅନ୍ୟ ଅଙ୍ଗ ଅପେକ୍ଷା…