Browsing Tag

#metro tv

ଆଜି ସାରା ବିଶ୍ୱରେ ବୈଷୟିକ କମ୍ପାନୀ ମାଇକ୍ରୋସଫ୍ଟ ସର୍ଭର ଠପ୍

ଆଜି ସାରା ବିଶ୍ୱରେ ବୈଷୟିକ କମ୍ପାନୀ ମାଇକ୍ରୋସଫ୍ଟ ସର୍ଭର ଠପ୍ ହୋଇଯାଇଛି | ଭାରତ ସହ ଅଷ୍ଟ୍ରେଲିଆ, ଜର୍ମାନୀ, ଆମେରିକା, ୟୁକେରେ ସେବା ଠପ୍ ହୋଇଯାଇଥିବାବେଳେ ଏହାଦ୍ୱାରା ବ୍ୟାଙ୍କିଂ ସହ ବିମାନ ସେବା ବ୍ୟାପକ ଭାବେ ପ୍ରଭାବିତ ହୋଇଛି | ୱିଣ୍ଡୋଜ୍ ସେବାରେ ସମସ୍ୟା ହେତୁ ସମଗ୍ର ବିଶ୍ୱରେ…

ରତ୍ନଭଣ୍ଡାର ଯାଞ୍ଚ ଲାଗି ତଦାରଖ କମିଟି ସଦସ୍ୟ ଭାଙ୍ଗିଲେ ତାଲା

ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ତଦାରଖ କମିଟି ସଦସ୍ୟ। ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ସଦସ୍ୟ। ଚାବିରେ ଖୋଲିଲାନି ରତ୍ନଭଣ୍ଡାର ତାଲା,  ତାଲାକୁ ଭାଙ୍ଗିଛନ୍ତି ଟିମ୍ । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଭାଙ୍ଗି ଏହା ଭିତରେ ଟିମ୍ ପ୍ରବେଶ କରିଛି । ୧୫…

ବଡ଼ଠାକୁରଙ୍କ ନୀତିରେ ହୋଇଛି ମହାବିଭ୍ରାଟ !

ପୁରୀ: ଚଳିତ ରଥଯାତ୍ରାରେ ନୀତିରେ ହୋଇଛି ମହାବିଭ୍ରାଟ  । ଏନେଇ ବିଭିନ୍ନ ସେବାୟତ ଖୋଲାଖୋଲି ଗଣମାଧ୍ୟମରେ ମୁହଁ ଖୋଲି କହୁଛନ୍ତି । ରଥ ଯାତ୍ରା ପୂର୍ବରୁ ଏବଂ ପରେ  ସବୁ ନୀତିନିୟମକୁ ଦଳିଚକଟି ଦିଆଯାଇଛି ବୋଲି ସେବାୟତମାନେ ଅଭିଯୋଗ କରୁଛନ୍ତି।ବଡ଼ଠାକୁରଙ୍କ ମୁଖ୍ୟ ବାଡ଼ଗ୍ରାହୀ ହଳଧର…

ଅନନ୍ତ ଅମ୍ବାନି ଓ ରାଧିକା ମର୍ଚ୍ଚାଣ୍ଟଙ୍କ ବିବାହ ଉତ୍ସବରେ ଯୋଗଦେଲେ ବିଶିଷ୍ଟ ଅତିଥି

ଧୁମଧାମରେ ଅନୁଷ୍ଠିତ ହୋଇଛି ଅନନ୍ତ ଅମ୍ବାନି ଓ ରାଧିକା ମର୍ଚ୍ଚାଣ୍ଟଙ୍କ ବିବାହ । ଏହା ପରେ  ଶୁଭ ଆଶୀର୍ବାଦ,  ମଙ୍ଗଳ ଉତ୍ସବ ଅର୍ଥାତ ରିସେପସନ ହେବ। ବିବାହ ଉତ୍ସବରେ ଦେଶ ବିଦେଶର ପ୍ରମୁଖ ବ୍ୟକ୍ତିତ୍ବ ସାମିଲ ହୋଇଥିଲେ  । ଶିଳ୍ପପତି, ଅନ୍ତର୍ଜାତୀୟ ଓ ଜାତୀୟ ତାରକା। ମୁମ୍ବାଇ ଜିଓ…

ନେପାଳରେ ପ୍ରଧାନମନ୍ତ୍ରୀ ହେବେ କେପି ଶର୍ମା ଓଲି, ପ୍ରଚଣ୍ଡ ଦେଲେ ଇସ୍ତଫା

ନେପାଳରେ ବଦଳିବ ସରକାର । ପ୍ରଧାନମନ୍ତ୍ରୀ  ହେବେ କେପି ଶର୍ମା ଓଲି  ।  ଆସ୍ଥା ଭୋଟରେ ହାରି ଯାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ଓରଫ ପ୍ରଚଣ୍ଡ।  ନେପାଳ ସଂସଦରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୩୮।  ଏବେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା CPN-UMLର…

ମୌସୁମୀ ବର୍ଷାରେ ମୁମ୍ବାଇର ସ୍ଥିତି ବେହାଲ, ସବୁଠି ପସିଲା ପାଣି

ମୌସୁମୀ ବର୍ଷାରେ ମାୟାନଗରୀ ମୁମ୍ବାଇର ସ୍ଥିତି ବେହାଲ ହୋଇଛି । ମୁମ୍ବାଇରେ ଗତ ୬ ଘଣ୍ଟା ମଧ୍ୟରେ ୩୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଫଳରେ ପୁରା ସହର ଜଳମଗ୍ନ ହୋଇଯାଇଛି । ରେଲୱେ ଟ୍ରାକଠାରୁ ଆରମ୍ଭ କରି ରାସ୍ତାଘାଟ, ଘର ସବୁଠି ପଶିଛି ବର୍ଷା ପାଣି  । ପୁରା ସହର ଯେମିତି କୃତ୍ରିମ…

ଆଜିର ରାଶିଫଳ

ମେଷ: କୌଣସି କାମରେ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ। ନୂଆ ଦାୟିତ୍ବ ଭଲଭାବେ ତୁଲାଇବାକୁ ଚେଷ୍ଟା କରିବେ। ଆପଣଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ। ଛାତ୍ରଙ୍କ ଲାଗି ଦିନଟି ଶିକ୍ଷଣୀୟ ହେବ। ‌ ବୃଷ: ଭାବିଥିବା କାମ ନିଜ ସାମର୍ଥ୍ୟ ବଳରେ ପୂରା କରିବେ। ବନ୍ଧୁ ଆପଣଙ୍କ ଘରକୁ ଆସିପାରନ୍ତି।…

ରଥଯାତ୍ରା ପାଇଁ ଘୁଞ୍ଚିଲା ପିଜି ପ୍ରବେଶିକା ପରୀକ୍ଷା

୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଗତ ୩ ତାରିଖରୁ ଆରମ୍ଭ ହୋଇଛି। ତେବେ ୮ ତାରିଖ ସୋମବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ରଥଯାତ୍ରା ପାଇଁ ସରକାର ଛୁଟି ଘୋଷଣା କରିଥିବାରୁ ୮ ତାରିଖରେ ହେବାକୁ ଥିବା ପରୀକ୍ଷା…

ବଡଦାଣ୍ଡରେ ଶ୍ରୀଜିଉଙ୍କ ମଙ୍ଗଳ ଆଳତି

ସକାଳୁ ବଡଦାଣ୍ଡରେ ୩ ଠାକୁରଙ୍କ ରଥରେ ଶ୍ରୀଜିଉଙ୍କର ମଙ୍ଗଳ ଆଳତି ହୋଇଛି । ଗରାବଡୁ ସେବକ, ସିଂହାରୀ ସେବକ ଏବଂ ଅନ୍ୟ ସେବାୟତ ରଥ ଉପରେ ଭିନ୍ନ ଭିନ୍ନ ସେବା କରିବା ସହ କର୍ପୂର ଆଳତି, ବତି ଆଳତି ପରି ୩ ପ୍ରକାର ଆଳତି ହୋଇଛି । ବଡଠାକୁର ଶ୍ରୀବଳଭଦ୍ର, ମା’ ସୁଭଦ୍ରା, ଶ୍ରୀଜଗନ୍ନାଥଙ୍କ ସମେତ,…

ଜୁଲାଇରେ ଶସ୍ତା ହୋଇପାରେ ଔଷଧ

ଜୁଲାଇରେ ଶସ୍ତା ହୋଇପାରେ ଅନେକ ଜରୁରୀ ଓ ନିତ୍ୟ ବ୍ୟବହାର ତଥା ଦୀର୍ଘ ଦିନ ରୋଗ ପାଇଁ ବ୍ୟବହାର କରାଯାଉଥିବା ଔଷଧ। ଔଷଧ ଏପରି ଏକ ଜିନିଷ ଯାହାକୁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଏହାର ଆବଶ୍ୟକତା ରହିଥାଏ। ମାତ୍ର ସବୁଠାରୁ ବଡ କଥା ସଭିଏଁ ମହଙ୍ଗା ଔଷଧ ଓ ଔଷଧ ଦାମ୍ ବୃଦ୍ଧି ହେଲେ ଏହାକୁ କିଣିବାକୁ…