ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
ଶ୍ରୀମନ୍ଦିରରେ ଏଏସଆଇ ଟିମ୍। ରତ୍ନସିଂହାସନ ଛାଡ଼ି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରାରେ ଯାଇଛନ୍ତି ମହାପ୍ରଭୁ। ଏଣୁ ଏହି ସମୟରେ ଶ୍ରୀମନ୍ଦିର ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ।
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ…