Browsing Tag

#metro tv

ଶଙ୍ଖ ଭବନରେ ବର୍ଷା ପ୍ରିୟଦର୍ଶିନୀ, ବଡଚଣା ନିର୍ବାଚନ ମଣ୍ଡଲୀ ସଂକ୍ରାନ୍ତରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ

ବଡଚଣାକୁ ନେଇ ବଡ ବୈଠକ । ଶଙ୍ଖ ଭବନରେ ବିଧାୟକ ପ୍ରାର୍ଥୀ ବର୍ଷା ପ୍ରିୟଦର୍ଶିନୀ । ବଡଚଣା ନିର୍ବାଚନ ମଣ୍ଡଳୀ ସଂକ୍ରାନ୍ତରେ ଶଙ୍ଖ ଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏଥିରେ ଯାଜପୁରର ସାଂସଦ, ଯାଜପୁର ପର୍ଯ୍ୟବେକ୍ଷକ ଅଶୋକ ପଣ୍ଡା ଓ ବଡଚଣାର ସ୍ଥାନୀୟ ନେତା ଉପସ୍ଥିତ ଅଛନ୍ତି । ବଡ଼ଚଣା…

ସୁପ୍ରିମକୋର୍ଟରୁ ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ୍ । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ମାମଲାରେ ମିଳିଲା ଜାମିନ୍

ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଜାମିନ୍ ମଞ୍ଜୁର କଲେ ସୁପ୍ରିମ କୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ବର୍ଷ ଦଣ୍ଡାଦେଶ ଶୁଣାଇଥିବାବେଳେ ଏହାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଚ୍ୟାଲେଞ୍ଜ କରିଥିଲେ । ଏହାକୁ ବିଚାର…

ସମ୍ବଲପୁରରେ ବିଜେଡିକୁ ଝଟକା, ଦଳ ଛାଡିଲେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

ସମ୍ବଲପୁରରେ ବିଜେଡିକୁ ବଡ ଝଟକା । ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ରାସେଶ୍ୱରୀ ନିଜର ଇସ୍ତଫାପତ୍ର ପଠାଇବା ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ବିଜେଡି ଛାଡିବା ପଛର…

ପ୍ରଚାର ପାଇଁ ଓଡିଶା ଆସିବେ ରାହୁଲ ଗାନ୍ଧୀ , ଏପ୍ରିଲ ୨୮ ଓ ମେ’ରେ ୩ଟି ସ୍ଥାନରେ କରିପାରନ୍ତି ପ୍ରଚାର

ପ୍ରଚାର ପାଇଁ ଓଡିଶା ଆସିପାରନ୍ତି ରାହୁଲ ଗାନ୍ଧୀ । ଏପ୍ରିଲ ୨୮ ଓ ମେ’୩ ତାରିଖରେ ଯଥାକ୍ରମେ ରାୟଗଡା, ସାଲେପୁର, ବ୍ରହ୍ମପୁରରେ କରିପାରନ୍ତି ପ୍ରଚାର । ଏନେଇ ରାହୁଲଙ୍କୁ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ପ୍ରସ୍ତାବ ଦେଇଥିବା ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର । ଏହାସହ…

ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ

ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ । ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସମ୍ବିଧାନର ନିୟମ ମୁତାବକ କାର୍ଯ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ…

ଆଜିର ରାଶିଫଳ

ମେଷ: କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ କିନ୍ତୁ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ । ବୃଷ: ପାରିବାରିକ ସମସ୍ୟା ଲାଗି ରହିଲେ ମଧ୍ୟ ବନ୍ଧୁ ସମାଧାନ…

ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି ସୀତାରାମ ପାଣିଗ୍ରାହୀ

ଗଞ୍ଜାମ କବିସୂର୍ଯ୍ୟନଗରରେ ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ବିଜେଡି ନେତା ସୀତାରାମ ପାଣିଗ୍ରାହୀବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ୨୦୧୪ରେ ସୀତାରାମ କବିସୂର୍ଯ୍ୟନଗର ନିର୍ବାଚନ…

ଷ୍ଟ୍ରଙ୍ଗରୁମକୁ ଆସିଲା ଇଭିଏମ୍ , ବ୍ୟାପକ ପୁଲିସ ଫୋର୍ସ ମୁତୟନ

ଭୁବନେଶ୍ୱର ଲୋକସଭା ଏବଂ ଏହା ଅଧିନରେ ଥିବା ୫ଟି ବିଧାନସଭା ଆସନ ପାଇଁ ଷ୍ଟ୍ରଙ୍ଗ ରୁମରେ ପହଞ୍ଚିଲା ଇଭିଏମ୍ । ବିଜେବି କଲେଜର ପଞ୍ଚମ ମହଲାରେ ଇଭିଏମ ଗୁଡିକୁ ରଖାଯାଇଛି । ମୋଟ୍ ୨ ହଜାର ୩୩୨ଟି ଇଭିଏମ୍ ଆସିଛି । ଏଥିମଧ୍ୟରୁ ୨୫ ପ୍ରତିଶତ ଇଭିଏମ୍ ସଂରକ୍ଷିତ ରହିବ । କଡା ସୁରକ୍ଷାବଳୟ ମଧ୍ୟରେ…

ନିର୍ବାଚନ ଇସ୍ତାହାର କମିଟି ଘୋଷଣା କଲା ବିଜେଡି , ୩୮ ଜଣିଆ କମିଟିରେ ମୋହର ମାରିଲେ ନବୀନ

୨୦୨୪ ନିର୍ବାଚନ ପାଇଁ ଇସ୍ତାହାର କମିଟି ଗଠନ କଲା ବିଜେଡି । ୩୮ ଜଣିଆ କମିଟି ଗଠନ କରିଛି ବିଜେଡି । ଯେଉଁ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ ବରିଷ୍ଠ ବିଜେଡି ନେତା ତଥା ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ । ସେହିଭଳି ୬ ଜଣ ବରିଷ୍ଠ ନେତାଙ୍କୁ Co-chairman ଦାୟିତ୍ୱ ଦେଇଛି…

ପ୍ରଥମ ଥର ପାଇଁ ‘କମ୍‌ ମତଦାନ ହାର ଉପରେ ସମ୍ମିଳନୀ’ ଆୟୋଜନ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀର ନିର୍ବାଚନ ସଦନରେ ଅନୁଷ୍ଠିତ ଦିନିକିଆ 'କମ୍ ଭୋଟର ମତଦାନ ଉପରେ ସମ୍ମିଳନୀ'ରେ ପ୍ରମୁଖ ସହରର ମହାନଗର ନିଗମ ଆୟୁକ୍ତ ଏବଂ ବିହାର ଓ ଉତ୍ତରପ୍ରଦେଶରେ ନିର୍ଦ୍ଦିଷ୍ଟ ଭାବେ ଚିହ୍ନଟ କେତେକ ଜିଲ୍ଲାର ଜିଲ୍ଲା ନିର୍ବାଚନ ଅଧିକାରୀ (ଡିଇଓ) ମିଳିତ ଭାବେ ବିଚାରବିମର୍ଶ କରିଛନ୍ତି ।…