Browsing Tag

#metro tv

କ୍ଷମତାକୁ ଆସିଲେ ଲୋକଙ୍କୁ କମ୍ ଦାମରେ ଦେବେ କ୍ୱାଲିଟି ମଦ- ଚନ୍ଦ୍ରବାବୁ ନାଇଡୁ

କମ୍ ଦାମରେ ଦେବେ କ୍ୱାଲିଟି ମଦ । ଆନ୍ଧ୍ରପ୍ରଦେଶରେ କ୍ଷମତାକୁ ଫେରିଲେ ତାଙ୍କ ସରକାର ଏପରି ସେବା ଯୋଗାଇବ ବୋଲି କୁପମରେ ନିର୍ବାଚନୀ ରାଲିରେ ଘୋଷଣା କରିଛନ୍ତି ଚନ୍ଦ୍ରବାବୁ ନାଇଡୁ । ଏହି ଆସନରୁ ଚନ୍ଦ୍ରବାବୁ ପ୍ରାର୍ଥୀ ହୋଇଛନ୍ତି । ଜଗନ ରେଡ୍ଡୀ ସରକାର ବେଳେ ମଦ ଦର ୬୦ ଟଂକାରୁ ୨୦୦ ଟଂକା…

ବିଜେଡି ଛାଡିଲେ ପୂର୍ବତନ ସାଂସଦ ପ୍ରଭାସ ସିଂ

ବିଜେଡି ଛାଡିଲେ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ନବୀନ ନିବାସ ଆସି ନିଜ ଇସ୍ତଫା ପତ୍ର ଦେଇଛନ୍ତି ପ୍ରଭାସ ସିଂ । ଗତ ୨୦୧୪ରୁ ୨୦୧୯ ଯାଏଁ ବରଗଡରୁ ବିଜେଡି ସାଂସଦ ଥିଲେ ପ୍ରଭାସ ସିଂ । ତେବେ ୨୦୧୯ରେ ପ୍ରଭାସଙ୍କ ବଦଳରେ ଦଳ ବରିଷ୍ଠ ନେତା…

ପିସିସି ନୋଟିସ୍ ପରେ ଲିଖିତ ଉତ୍ତର ରଖିଲେ ବିଧାୟକ ସୁର ରାଉତରାୟ

କଂଗ୍ରେସରେ ଥାଇ ଅନ୍ୟ ଦଳ ପାଇଁ ପ୍ରଚାର କରିବା ନେଇ ନୋଟିସ୍ ଉପରେ ଜବାବ ରଖିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । କହିଛନ୍ତି, ସେ କୌଣସି ଦଳ ପାଇଁ ପ୍ରଚାର କରିନାହାନ୍ତି । କୌଣସି ଦଳର ରାଲିକୁ ଯାଇନାହାନ୍ତି । କୌଣସି ଦଳର ସଭାକୁ ଯାଇନାହାନ୍ତି । ତାଙ୍କ ସାନ ପୁଅ ବିଜେଡିରୁ ଲୋକସଭା…

ବାଲେଶ୍ୱରରେ ବିଜେଡ଼ିରୁ ଲେଖାଶ୍ରୀଙ୍କୁ ନେଇ ପ୍ରତାପ ଷଡଙ୍ଗୀଙ୍କ ପ୍ରତିକ୍ରିୟା

ଲେଖାଶ୍ରୀ ସାମନ୍ତସିଂହାର ବାଲେଶ୍ୱରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବା ଚର୍ଚ୍ଚା ଭିତରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ଲୋକସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ । କହିଛନ୍ତି, ବାଲେଶ୍ୱରରେ ସେ ଦୃଶ୍ୟମାନ ନୁହଁନ୍ତି । ସେ ପ୍ରାର୍ଥୀ ହେଲେ ବିଜେପିକୁ ବିଶେଷ କିଛି ଅସୁବିଧା ନାହିଁ । ଏଥର…

କ୍ୟାପିଟାଲ ହସ୍ପିଟାଲରେ ମନ୍ମଥ ରାଉତରାୟ , ପଚାରି ବୁଝିଲେ ରୋଗୀଙ୍କ ସମସ୍ୟା

ଲିଙ୍ଗରାଜ ମନ୍ଦିରରେ ପହଞ୍ଚିି ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ସହ ପୂଜା କରିଛନ୍ତି ଭୁବନେଶ୍ୱରର ବିଜେଡିର ଲୋକସଭା ପ୍ରାର୍ଥୀ ମନ୍ମଥ ରାଉତରାୟ । ସାଂସଦ ହେଲେ ଲିଙ୍ଗରାଜ ମନ୍ଦିର ଆକ୍ଟ ପାଇଁ ସଂସଦରେ ପ୍ରସ୍ତାବ ରଖିବେ ବୋଲି ମନ୍ମଥ କହିଛନ୍ତି । ଏପରି କହି ସେ ପରୋକ୍ଷରେ ବିଜେପିର ସାଂସଦ…

ଆଜିର ରାଶିଫଳ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଧାରକରଜ କରି କାମ ତୁଲାଇନେବେ । ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ । ଯାନବାହନ ଚଳାଚଳରେ ସତର୍କ ରୁହନ୍ତୁ। ଗୃହିଣୀମାନେ ପୁରୁଣା ସମସ୍ୟାକୁ ଦୂର କରିବା ପାଇଁ ସକ୍ଷମ ହେବେ । ବୃଷ: ଛୋଟ ଛୋଟ କଥାକୁ ନେଇ…

ରାତି ଅଧରେ କାହିଁକି ଚଢାଉ କରୁଥିଲେ, ଓଲଟା ଅଭିଯୋଗ ଆଣିଲେ ମମତା

ଇଡି ପରେ ଶନିବାର ପଶ୍ଚିମବଙ୍ଗରେ ଏନଆଇଏ ଟିମ୍‌ ଉପରେ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଦୁଇଜଣ ଅଧିକାରୀ ମଧ୍ୟ ଆହତ ହୋଇଛନ୍ତି। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ମମତା କହିଛନ୍ତି ଯେ ଷଡଯନ୍ତ୍ରର ଏକ ଅଂଶ ଭାବରେ ଏହି ସବୁ ଘଟିଛି…

ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା

ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ସେ ଆଜି ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ପୂର୍ବରୁ ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତିଙ୍କୁ ନିକଟକୁ ପଠାଇବା ସହିତ ଦଳ ତାଙ୍କୁ…

ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ

ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ। ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ। ସୋସିଆଲ ମିଡିଆ ଜରିଆରେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଲେଖାଶ୍ରୀ। ବିଜେପିର…

ବିଜେପି ଛାଡିଲେ ଲେଖାଶ୍ରୀ

ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା​‌ ଦେଇଛନ୍ତି। ସେ ବିଜେପିର ଉପସଭାପତି ପଦରେ ଥିଲେ।  ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର…