Browsing Tag

#metro tv

ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରାଯାଉ

ସମ୍ବଲପୁର ଜିଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଚିଠି ଜରିଆରେ ଅନୁରୋଧ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନୂଆବୋହୂଙ୍କ ନିବେଦନ

ମୁଁ ଲିପ୍ସା ଭୋଇ । ଯୁକ୍ତ ଦୁଇ ପର୍ଯ୍ୟନ୍ତ ପାଠ ପଢ଼ିଛି । ମୋ ସ୍ୱାମୀ ଚାଷ କରନ୍ତି । କଟକ ଜିଲ୍ଲା ନିଆଳି ବ୍ଲକ୍ ରତନପୁର ଗ୍ରାମ ୫ ନମ୍ବର ୱାର୍ଡ ପାରବସ୍ତ ସାହିରେ ଘର । ଏହି ଗାଁରେ କେବେ ସୂର୍ଯ୍ୟ ଉଦୟ ହୋଇନାହିଁ । ଗାଁକୁ ଭଲ ରାସ୍ତାଟିଏ ନାହିଁ । ପିଇବା ପାଇଁ ଭଲ ପାଣି ନାହିଁ ।…

ଓଡ଼ିଶାରେ ସରକାର ଗଢ଼ିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ: ବିଜେପି

ଆଗାମୀ ସାଧାରଣ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ଜୋରଦାର ଲଢ଼ାଇ କରିବ। ଓଡ଼ିଶାର ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀ ଅବତୀର୍ଣ୍ଣ କରାଇବ। ଆମେ ଭଲ ଭାବରେ ନିର୍ବାଚନ ଲଢ଼ିବୁ। ନୂଆଦିଲ୍ଲୀରେ ଅନୁଷ୍ଠିତ ବିଜେପିର ବୈଠକରେ ସାମିଲ ହୋଇ…

ପାଣି ସମସ୍ୟାର ସମାଧାନ କରିବାକୁ ବିଭାଗକୁ ଜେଲରେ ଥାଇ ନିର୍ଦ୍ଦେଶ ଦେଇଛନ୍ତି କେଜ୍ରିୱାଲ

ଦିଲ୍ଲୀର ପାଣି ସମସ୍ୟାର ସମାଧାନ କରିବାକୁ ଜଳ ବିଭାଗକୁ ଜେଲରେ ଥାଇ ନିର୍ଦ୍ଦେଶ ଦେଇଛନ୍ତି କେଜ୍ରିୱାଲ । ଇଡି ହେପାଜତରେ ଥାଇ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ନିର୍ଦ୍ଦେଶ । ସେ ତାଙ୍କ ନିର୍ଦ୍ଦେଶନାମାରେ ଲେଖିଛନ୍ତି, ଖରା ଆସିଲାଣି । ଏପରି ସ୍ଥିତିରେ ପାଣି ସମସ୍ୟାକୁ ନେଇ ଦିଲ୍ଲୀବାସୀ…

ବିଷାକ୍ତ ମଦ ପିଇ ୨୦ ମୃତ

ପଞ୍ଜାବର ସଙ୍ଗରୁର ଜିଲ୍ଲାରେ ବିଷାକ୍ତ ମଦ ଜନିତ ମୃତ୍ୟୁସଂଖ୍ୟା ବଢିଚାଲିଛି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି। ଗୁଜଜରା, ଉପଲି, ଦାଣ୍ଡୋଲିରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନାମରେ ମୋଟ ୯ ଜଣଙ୍କ ମୃତ୍ୟୁ ଘଟିଛି। ପୂରା ଘଟଣାର ତଦନ୍ତ ପାଇଁ ପ୍ରଶାସନ ଏକ…

ରାଜ୍ୟର ବିଭିନ୍ନ ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ଜଣଙ୍କ ମୃତ୍ୟୁ

ନୀଳଗିରି ବାରକୋଇଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବ୍ୟାଙ୍କ ଖାତା ଆଣିବା ପାଇଁ ସନ୍ତରାଗଡ଼ିଆରୁ ବିଦୁ ଅଭିମୁଖେ ଯିବା ବେଳେ ଘଟିଛି ଦୁର୍ଘଟଣା । ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକକୁ ଧକ୍କା ଦେଇଛି ବାଇକ୍ । ଦୁର୍ଘଟଣାରେ ବାଇକ ଚାଳକ ପ୍ରଶାନ୍ତ ନାୟକଙ୍କ ମୃତ୍ୟୁ ହୋଇଥିବା ବେଳେ ପଛରେ…

ପଞ୍ଜାବ କିଙ୍ଗ୍ସ ଜିତିଲା ଟସ୍: ପ୍ରଥମେ ବୋଲିଂ

ଆଇପିଏଲ୍ ୨୦୨୪ର ଦ୍ବିତୀୟ ମ୍ୟାଚ୍ ପଞ୍ଜାବ କିଙ୍ଗ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଚଣ୍ଡିଗଡ଼ର ମହାରାଜା ୟଦବିନ୍ଦର ସିଂ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍ ରେ ଖେଳାଯାଉଛି। ପଞ୍ଜାବ କିଙ୍ଗ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶିଖର ଧାୱନ ଟସ…

ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ

ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ସେବାୟତମାନଙ୍କଠାରୁ ଆରମ୍ଭ କରି ଜଗନ୍ନାଥ…

ରାଜ୍ୟରେ ପାଣି ଯୋଗାଣ ଯୋଜନା ବିଫଳ ହୋଇଛି କହିଲେ ମୁକେଶ ମହାଲିଙ୍ଗ

ଏକାକୀ ଲଢ଼ିବା ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବୟାନ ପରେ ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ରାଜ୍ୟରେ ପିଇବା ପାଣି ସମସ୍ୟାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିଜେପି ବିଧାୟକ ମୁକେଶ ମହାଲିଙ୍ଗ । ଘରେ ଘରେ ପାଣି ଯୋଗାଇବାରେ ସରକାର ବିଫଳ ହୋଇଛନ୍ତି ଏବଂ…

ମସ୍କୋରେ ଆତଙ୍କବାଦୀଙ୍କ ଗୁଳିବର୍ଷା : ୪୦ ଜଣ ବ୍ୟକ୍ତି ପ୍ରାଣ ହରାଇଲେ

ମସ୍କୋରେ ଆତଙ୍କବାଦୀଙ୍କ ଗୁଳିବର୍ଷା  । ୪୦ ଜଣ ବ୍ୟକ୍ତି ପ୍ରାଣ ହରାଇଲେ  । ରୁଷ୍‌ ରାଜଧାନୀ ମସ୍କୋର ପ୍ରସିଦ୍ଧ କ୍ରୋକସ୍‌ ସିଟି ହଲ୍‌ରେ ଆଜି ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଗୁଳିବର୍ଷା ଓ ବୋମାମାଡ଼ରେ ୪୦ ଜଣ ବ୍ୟକ୍ତି ପ୍ରାଣ ହରାଇଥିବାର ଖବର ମିଳିଛି। ଏଥିରେ ଶତାଧିକ ଲୋକ…