Browsing Tag

#metro tv

ସିଏଏ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର

ଆମେରିକା ତଥା ବିଶ୍ୱର ଅନ୍ୟାନ୍ୟ ଦେଶରେ ନାଗରିକତ୍ୱ (ସଂଶୋଧନ) ଅଧିନିୟମ (ସିଏଏ)କୁ ନେଇ ଚାଲିଥିବା ସମାଲୋଚନା ମଧ୍ୟରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କଡ଼ଶା ଜବାବ ଦେଇଛନ୍ତି। ସେ କହିଛନ୍ତି, ଏହାକୁ ବିଭାଜନ ପ୍ରସଙ୍ଗରେ ଦେଖିବା ଜରୁରୀ ଅଟେ। ଅନେକ ଦେଶ ନାଗରିକତ୍ୱ ପ୍ରଦାନ…

ନିର୍ବାଚନ ଆଚରଣବିଧି ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଦେଶରେ ସାଧାରଣ ନିର୍ବାଚନ ସହିତ ଓଡିଶାରେ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ନିର୍ବାଚନ ଆୟୋଗ ଶନିବାର ଏହି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ନିର୍ବାଚନ ତାରିଖ ଘୋଷଣା ହେବା ସହିତ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି । ଏହି କ୍ରମରେ ନିର୍ବାଚନ ଆଚରଣ ବିଧି ଦୃଷ୍ଟିରୁ…

ନିର୍ବାଚନ ଲଢ଼ି ପାରିବେନି ୧୦୬୯, ଓଡିଶାରୁ ଅଛନ୍ତି ୩୫ ଜଣ

ଭାରତୀୟ ନିର୍ବାଚନ ଆୟୁକ୍ତ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୦ଏ ଅନୁଯାୟୀ ଅଯୋଗ୍ୟ ବ୍ୟକ୍ତିଙ୍କ ତାଲିକା ଜାରି କରିଛନ୍ତି। ଅଯୋଗ୍ୟ ଘୋଷିତ ବ୍ୟକ୍ତି ମାନେ ୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିପାରିବେ ନାହିଁ। ଚଳିତ ବର୍ଷ ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ଅଯୋଗ୍ୟ ଘୋଷିତ…

ଓଡିଶାରେ ଚାରିଟି ପର୍ଯ୍ୟାୟରେ ହେବ ଭୋଟ

ବାଜିଛି ୨୦୨୪ ନିର୍ବାଚନ ବିଗୁଲ । ନିର୍ବାଚନ କମିଶନ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଘୋଷଣା ଅନୁସାରେ ଓଡିଶାରେ ଚାରିଟି ପର୍ଯ୍ୟାୟରେ ହେବ ଭୋଟ । ମେ’୧୩ ତାରିଖରେ ଓଡ଼ିଶାରେ ପଡିବ ଭୋଟ । ମେ’ ୧୩, ମେ’ ୨୦, ମେ’ ୧୫ ଓ ଜୁନ ୧ ତାରିଖରେ ମତଦାନ କରିବେ ଓଡ଼ିଶାବାସୀ । ଜୁନ ୪ ତାରିଖରେ ହେବ…

ଆଜିଠାରୁ ଆୟୁଷ୍ମାନ କାର୍ଡ ମାଗଣା ସ୍ବାସ୍ଥ୍ୟ ସେବା ଏହି ରାଜ୍ୟରେ ବନ୍ଦ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ବାରା ଜାରି ହୋଇଥିବା ଆୟୁଷ୍ମାନ କାର୍ଡ ‌‌‌‌‌‌‌‌ମାର୍ଚ୍ଚ ୧୬ଠାରୁ ହରିୟାଣାରେ କାର୍ଯ୍ୟ କରିବା ବନ୍ଦ ହୋଇଛି। ଫଳରେ ଏହା ଅନ୍ତର୍ଗତ ହିତାଧିକାରୀଙ୍କୁ ପ୍ରଦାନ କରାଯାଉଥିବା ୫ ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ଆଉ ମିଳିବ ନାହିଁ।…

ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା

ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ। ପୂର୍ବରୁ ୭୫୦୦ ଟଙ୍କା ପାଉଥିଲା ବେଳେ ଏଣିକି ୯୫୦୦ ଟଙ୍କା ପାଇବେ ସମିତି ସଭ୍ୟ । କେବଳ ସରପଞ୍ଚଙ୍କ ଦରମା ବଢିବା ପରେ…

ପରିବେଶ ଅନୁକୂଳ ନିର୍ବାଚନ ଉପରେ ନିର୍ବାଚନ କମିଶନରଙ୍କ ଗୁରୁତ୍ୱ

୨୦୨୪ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିଛନ୍ତି । ଏହି କ୍ରମରେ ନିର୍ବାଚନ ପ୍ରଚାର ସମୟରେ କିଭଳି ପରିବେଶ ଅନୁକୂଳ ସାମଗ୍ରୀର ବ୍ୟବହାର କରାଯିବ ତା ଉପରେ ଗୁରୁତ୍ୱ ଦେବାକୁ ସେ ସମସ୍ତ ରାଜନୈତିକ ଦଳଙ୍କୁ ଅବଗତ କରାଇଛନ୍ତି । ନିର୍ବାଚନ କମିଶନର…

ଆଜିର ରାଶିଫଳ

ମେଷ:କର୍ମକ୍ଷେତ୍ରରେ ମାନସମ୍ମାନ ସହ ପଦୋନ୍ନତି ପାଇଁ ଶୁଭଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ। ବୃଷ:ପରିବାରରେ ହସଖୁସିରେ ସମୟ ବିତାଇବେ ଏବଂ ମାଙ୍ଗଳିକ କାର୍ଯ୍ୟରେ ଯୋଗ…

ଆଜି ବିଜେଡି ଛାଡିଥିଲେ,ବିଜେପିରେ ସାମିଲ ହେଲେ ଅରିନ୍ଦମ ରାୟ

ବିଜେପିରେ ସାମିଲ ହେବା ପରେ ପ୍ରତିକ୍ରିୟା ରଖିଲେ ଅରିନ୍ଦମ ରାୟ । କହିଲେ, ବିଜେପି ତାଙ୍କ ଘରେ ଜାଗା ଦେଇଥିବାରୁ ଧନ୍ୟବାଦ । ବିଜେପି ପାଇଁ ମୁଁ ପାରୁ ପର୍ଯ୍ୟନ୍ତ କାମ କରିବି । ବିକଶିତ ଓଡିଶାକୁ ଆଗକୁ ନେବାକୁ ଚେଷ୍ଟା କରିବି । ମୋଦୀଙ୍କ ଦ୍ୱାରା ସମସ୍ତେ ପ୍ରଭାବିତ । ଦେଶ ବିଦେଶରେ…

ନିର୍ବାଚନୀ ଇସ୍ତାହାରରେ ରାଜ୍ୟ କଂଗ୍ରେସ ଦେଲା ୯ ଗ୍ୟାରେଣ୍ଟି

ରାଜ୍ୟ କଂଗ୍ରେସ ପକ୍ଷରୁ ଶୁକ୍ରବାର ନିର୍ବାଚନୀ ଇସ୍ତାହାର ଘୋଷଣା କରାଯାଇଛି। ଭାଜପାକୁ ଚେକ୍‌ ଦେବାକୁ ୯ ଗ୍ୟାରେଣ୍ଟି ଦେଇଛି ଦଳ। ବିଶେଷକରି ମହିଳା, କୃଷକ, ଯୁବଗୋଷ୍ଠୀ, ଏସ୍‌ଏଚ୍‌ଜି ଉପରେ ଦଳ ଫୋକସ୍‌ କରିଛି। ଇସ୍ତାହାର ଅନୁଯାୟୀ, ବୋନସ ସହ ଧାନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୩୦୦୦…