Browsing Tag

#metro tv

ପାକ୍ସ ଏବଂ ଲାମ୍ପ୍ସ କର୍ମଚାରୀମାନଙ୍କ ପାଇଁ ୬୬ ପ୍ରତିଶତ ମହଙ୍ଗାଭତ୍ତା

ରାଜ୍ୟ ସମବାୟ ବିଭାଗ ଅଧିନସ୍ଥ ସମସ୍ତ ପ୍ରାଥମିକ କୃଷି ସମବାୟ ସମିତି ଓ ବୃହଦାକାର ବହୁମୁଖୀ ସମବାୟ ସମିତି( ଲାମ୍ପ୍ସ )ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ନିମନ୍ତେ ଖୁସି ଖବର । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି କର୍ମଚାରୀ ମାନଙ୍କର ମହଙ୍ଗାଭତ୍ତାରେ ୬୬ ପ୍ରତିଶତ…

ଆସିଲା ବିଜେପିର ୨ୟ ପ୍ରାର୍ଥୀ ତାଲିକା

ଭାରତୀୟ ଜନତା ପାର୍ଟି (ବିଜେପି) ବୁଧବାର ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି ।  କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଅନ୍ୟ ପ୍ରାର୍ଥୀମାନେ ହେଲେ ଧାରୱାଡରୁ ପ୍ରହ୍ଲାଦ…

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି। ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ…

କନିଷ୍ଠ ଶିକ୍ଷକଙ୍କୁ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ । ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି, ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦…

ଆସନ୍ତାକାଲି ଠାରୁ ସାରା ରାଜ୍ୟରେ ଆନ୍ଦୋଳନକୁ ଓହ୍ଲାଇବେ ମେଡିକାଲ ଛାତ୍ର ଛାତ୍ରୀ

ଆସନ୍ତାକାଲି ଠାରୁ ସାରା ରାଜ୍ୟରେ ଆନ୍ଦୋଳନକୁ ଓହ୍ଲାଇବେ ମେଡିକାଲ ଛାତ୍ର ଛାତ୍ରୀ । ଏନେଇ ଆଜି ଭିମସାରରେ ଘୋଷଣା କରିଛନ୍ତି ମେଡିକାଲ ଛାତ୍ରଛାତ୍ରୀ । ଜୁନିୟର ଡାକ୍ତର ଆସୋସିଏସନ ଓ ମେଡିକାଲ ଛାତ୍ର ସଂଗଠନର ଦାବି ପୂରଣ ନହେବାରୁ ଏଭଳି ନିଷ୍ପତି ନେଇଛନ୍ତି ଛାତ୍ରଛାତ୍ରୀ । ତେଣୁ ରୋଗୀ ସେବା…

ପୂର୍ବତନ ବିଧାୟକ ମୁଖତାର ଅନସାରୀକୁ ଆଜୀବନ କାରାଦଣ୍ଡ

ପୂର୍ବତନ ବିଧାୟକ ମୁଖତାର ଅନସାରୀକୁ ମିଳିଲା ଆଜୀବନ କାରାଦଣ୍ଡ। ଜାଲ୍ ମାରଣାସ୍ତ୍ର ଲାଇସେନ୍ସ ମାମଲାରେ ଉତ୍ତରପ୍ରଦେଶର ବାନ୍ଦା ଜେଲରେ ବନ୍ଦୀ ଥିବା ମାଫିଆ ମୁଖତାର୍ ଅନସାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ୩୬ବର୍ଷ ପୁରୁଣା ଅପରାଧ ପାଇଁ ବାରାଣସୀର ଏମଏଲଏ-ଏମପି କୋର୍ଟ…

ଭାଗବତ ଟୁଙ୍ଗୀ ପାଇଁ ୫୦ ହଜାର

ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର । ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ।ଆମ…

ଆରମ୍ଭ ହେଲା CAA ଆବେଦନ ପ୍ରକ୍ରିୟା

ଗତକାଲି ସିଏଏ ବିଜ୍ଞପ୍ତି ଜାରି କରିଥିଲା କେନ୍ଦ୍ର ଗୃହ ମନ୍ତ୍ରାଳୟ । ୨୦୧୯ ଡିସେମ୍ବରରେ ସଂସଦରେ ପାସ୍ ହୋଇଥିଲା ଏହି CAA । ଏହା ଲାଗୁ ହେବା ପରେ ଅଣମୁସଲିମ୍ ଶରଣାର୍ଥୀଙ୍କୁ ମିଳିବ ଭାରତୀୟ ନାଗରିକତା । ସେଥିମଧ୍ୟରେ ୩ ପଡ଼ୋଶୀ ଦେଶର ଶରଣାର୍ଥୀଙ୍କୁ ମିଳିବ ନାଗରିକତ୍ୱ । ୩ ପଡ଼ୋଶୀ ଦେଶର…

ଦୁଇ ଦିନର ଆନ୍ଦୋଳନ ପରେ ସଫେଇ କର୍ମଚାରୀଙ୍କ ଦାବି ଶୁଣିଛି ବିଏମସି

ଦୁଇ ଦିନର ଆନ୍ଦୋଳନ ପରେ ସଫେଇ କର୍ମଚାରୀଙ୍କ ଦାବି ଶୁଣିଛି ବିଏମସି। ୩ ଦିନ ଭିତରେ ବର୍ଦ୍ଧିତ ଦରମା ଘୋଷଣା ହେବ ବୋଲି କହିଛନ୍ତି ବିଏମ୍‌ସି ମେୟର । ଆସନ୍ତା ୧୫ ଦିନ ଭିତରେ ଅଳିଆ ପୃଥକୀକରଣ ସଂପର୍କରେ ନିଷ୍ପତ୍ତି ନିଆଯିବ। ସଫେଇ କର୍ମଚାରୀଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା…

ସରପଞ୍ଚ ପାଇବେ ୧୦ ହଜାର, ଜିଲ୍ଲା ପରିଷଦ ସଭାପତିଙ୍କୁ ମିଳିବ ୩୦ ହଜାର

ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଘୋଷଣା ଅନୁସାରେ ସରପଞ୍ଚମାନଙ୍କୁ ପୂର୍ବରୁ ମାସିକ ପୂର୍ବରୁ ୨୩୫୦ ଟଙ୍କା ମିଳୁଥିଲା ବେଳେ ଏବେ ସେମାନେ ୧୦ ହଜାର ଟଙ୍କା ମିଳିବ। ନାଏବ ସରପଞ୍ଚମାନେ ୯୪୦ ଟଙ୍କା ବଦଳରେ ୪ ହଜାର ଟଙ୍କା ପାଇବେ। ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବରଙ୍କ ଦୈନିକ ଭତ୍ତା…