Browsing Tag

#metro tv

ଭାରତୀୟ ନାଗରିକତା ପାଇଁ ପୋର୍ଟାଲରେ କରିବାକୁ ହେବ ପଞ୍ଜିକରଣ

ନାଗରିକ ସଂଶୋଧନ ଆଇନ(ସିଏଏ) ପାଇଁ କେନ୍ଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। କେନ୍ଦ୍ର ସରକାର ସିଏଏ ପଞ୍ଜିକରଣ ପାଇଁ ଏକ ଅଲଗା ୱେ ପୋର୍ଟାଲ ତିଆରି କରିଛନ୍ତି। ସିଏଏ ଅନଲାଇନ ପୋର୍ଟାଲରେ ନାଗରିକତା ପଞ୍ଜିକରଣ କରାଯିବ। ତେବେ ଏହି ପୋର୍ଟାଲ କେବେ…

ଚମକାଇଲା ଗବେଷକଙ୍କ ତଥ୍ୟ; ଗୋଟିଏ ନୁହେଁ, କାଳିଆର ଅଛି ଆଉ ଦୁଇଟି ରତ୍ନ ଭଣ୍ତାର

କେଉଁ ତଥ୍ୟ ଆଧାରରେ ହେବ ଜଗନ୍ନାଥ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି । ୧୯୭୮ ମସିହାର ତାଲିକାକୁ ଗୁରୁତ୍ୱ ଦିଆଯିବ ନା ପୁରୁଣା ତଥ୍ୟ ଉଖାରିବେ ରାଜ୍ୟ ସରକାର ଗଢ଼ିଥିବା ତଦାରଖ କମିଟି । ତେଣେ ବରିଷ୍ଠ ସେବକଙ୍କ ଦାବି କମିଟିରେ ଦେଉଳକରଣ ଓ ତଢଉ କରଣଙ୍କୁ ବି ସାମିଲ କରାଯାଉ । ଆଉ ଏସବୁ ଭିତରେ…

ଅମିତ ଶାହାଙ୍କୁ ଭେଟିଲେ ରାଜ୍ୟପାଳ

ରାଜ୍ୟରେ ଏବେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଚର୍ଚ୍ଚା ମଧ୍ୟରେ ରାଜ୍ୟପାଳ ରଘୁବର ଦାସ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏନେଇ ରାଜ୍ୟପାଳ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌…

ଆଜିଠାରୁ ଦେଶରେ ଲାଗୁହେଲା ନାଗରିକତା ସଂଶୋଧନ ଆଇନ

ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କର ଏହା ଏକ ବଡ ପଦକ୍ଷେପ ବୋଲି କୁହାଯାଇଛି । ଏବେ ଏହି ଆଇନ ମାଧ୍ୟମରେ ଭାରତର ୩ ପଡୋସୀ ଦେଶର ଅଳ୍ପ ସଂଖ୍ୟକମାନଙ୍କୁ ଭାରତର ନାଗରିକତା ମିଳିପାରିବ । ଏନେଇ ସେମାନଙ୍କୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଅନଲାଇନ ପୋର୍ଟାଲରେ…

କ୍ଷମତାକୁ ଆସିଲେ ଯୁବକଙ୍କୁ ନିଯୁକ୍ତି: ଗ୍ୟାରେଣ୍ଟି ଦେଲା ଯୁବ କଂଗ୍ରେସ

ଭୁବନେଶ୍ବର: ଏବେ ଦେଶରେ ଏବଂ ରାଜ୍ୟରେ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ମୋଦୀଙ୍କର ବର୍ଷକୁ ୨କୋଟି ଏବଂ ନବୀନଙ୍କର ବର୍ଷକୁ ୨ଲକ୍ଷ ନିଯୁକ୍ତି ପ୍ରତିଶ୍ରୁତି ଏବେ ପ୍ରତାରଣା ପାଲଟିଛି। ରାହୁଲ ଗାନ୍ଧୀଙ୍କ ‘ଯୁବ ନ୍ୟାୟ’ କାର୍ଯ୍ୟକ୍ରମ ଘୋଷଣା ଏବେ କୋଟି କୋଟି ଯୁବବର୍ଗଙ୍କ…

ଏଣିକି ରାତିରେ ଖୋଲିବ ନନ୍ଦନକାନନ

ଏଣିକି ରାତିରେ ନାନ୍ଦକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ କରିପାରିବେ। ଏହି…

ବଢ଼ିଲା ମେଣ୍ଟ ଚର୍ଚ୍ଚା, ପୁଣି ଦିଲ୍ଲୀ ଗଲା ରାଜ୍ୟ ବିଜେପି ଟିମ୍‌

ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଥମିନାହିଁ। ଏହାରି ମଧ୍ୟରେ ରାଜ୍ୟ ବିଜେପି ନେତାଙ୍କୁ ପୁଣି ଥରେ ଦିଲ୍ଲୀ ଡାକରା ହୋଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ଏବଂ ବିଜେପି ରାଜ୍ୟ ସଙ୍ଗଠନ ସାଧାରଣ…

ସମସ୍ତ ଲୋକସଭା ଆସନରେ ଏକାକୀ ଲଢିବ ଟିଏମସି: କଂଗ୍ରେସ ବିରୋଧରେ ପ୍ରାର୍ଥୀ ଦେଲେ ମମତା ବାନାର୍ଜୀ!

ପଶ୍ଚିମବଙ୍ଗରେ ଫେଲ ମାରିଛି ‘ଇଣ୍ଡିଆ’ ମେଂଟ । ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ଆସନ ବୁଝାମଣା ହୋଇପାରିନାହିଁ । ଫଳରେ ଆଜି ଏକତରଫା ଭାବେ ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗର ସମସ୍ତ ୪୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । କଂଗ୍ରେସର ଗଡ଼ କୁହାଯାଉଥିବା…

ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ…

ରଥଯାତ୍ରା ସମୟରେ ଗଣତି ହେବ ରତ୍ନଭଣ୍ଡାରର ଦୁର୍ମୂଲ୍ୟ ସୁନା ଅଳଙ୍କାର

ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଓ ଏହାର ମରାମତି ନେଇ ଆଲୋଚନା ହୋଇଛି। ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତ କହିଛନ୍ତି, ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ୧୯୭୮ ମସିହା କରାଯାଇଥିବା ଗଣତି ତାଲିକା ଉପରେ ଆଲୋଚନା କରାଯାଇଛି। ରତ୍ନଭଣ୍ଡାର ଭିତରକୁ ଯିବା ପାଇଁ କେତେବେଳେ…